ନିର୍ଦ୍ୱନ୍ଦ୍ୱରେ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ହେଲେ ସସ୍ମିତା ରାଣୀ ନାଏକ
ହିନ୍ଦୋଳ,୧୨ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ଭାବେ ସସ୍ମିତା ରାଣୀ ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ହିନ୍ଦୋଳ ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ନାଏକ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ...
ଆଖୁଚାଷ ଉଜାଡିଲେ
ପରଜଙ୍ଗ, ୧୨ ।୩(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀପଲ ଭୟ ଆତଙ୍କର ବାତାବରଣ ସୃଷ୍ଟି କରିଛନ୍ତି। ଜଙ୍ଗଲରେ ଖାଦ୍ୟାଭାବ ହାତୀଙ୍କୁ ଜନବସତି ମୁହଁା କରାଇଥିବାବେଳେ ସେମାନେ ଦଳବଦ୍ଧ ହୋଇ ଚାଷ ଜମିରେ ପଶି ବ୍ୟାପକ କ୍ଷୟକ୍ଷତି କରିବା...
ବିଜୟ ପଥରେ ବିଦ୍ରୋହୀ କଣ୍ଟା
ଢେଙ୍କାନାଳ ଅଫିସ, ୧୨ ।୩ ଶେଷ ପର୍ଯ୍ୟନ୍ତ ଟିକଟ ପାଇଁ ଆଶା ବାନ୍ଧି କରିଥିଲେ ଅପେକ୍ଷା। ତେବେ ଦଳୀୟ ନିଷ୍ପତ୍ତି ଆଗରେ ନିରାଶ ହେବାକୁ ପଡ଼ିଲା। ଏବେ ସବୁ ଦଳରେ ଏଭଳି ମାଳମାଳ ଅସନ୍ତୁଷ୍ଟ। ଦଳରେ ହତାଦର ହେବା ପରେ...
ରାସ୍ତାରେ ବୁଲୁଛି କ୍ଷତାକ୍ତ ଦନ୍ତା
ଢେଙ୍କାନାଳ ଅଫିସ, ୧୨ ।୩ ଢେଙ୍କାନାଳ ସଦର ରେଞ୍ଜ୍ ଗହମଖୁଣ୍ଟି ରାସ୍ତାରେ କ୍ଷତାକ୍ତ ଅବସ୍ଥାରେ ବୁଲୁଥିବା ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀର ପଛ ଡାହାଣ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଦନ୍ତା ଗର୍ଜନରେ ଅଞ୍ଚଳର ଥରହର...
ସୁସ୍ଥ ହେଲେ ହକି ଖେଳାଳି
ଢେଙ୍କାନାଳ ଅଫିସ, ୧୧ା୩ ଢେଙ୍କାନାଳ ଷ୍ଟାଡିୟମ୍ରେ ଅନୁଷ୍ଠିତ ଦ୍ୱିତୀୟ ନାଭାଲ ଟାଟା ହକି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୭ ମହିଳା ହକି ଖେଳାଳି ଗ୍ୟାସ୍ଟ୍ରାଇଟ୍ର ଶିକାର ହୋଇ ବୁଧବାର ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପରେ ଗୁରୁବାର ସମସ୍ତେ ସୁସ୍ଥ ହୋଇଛନ୍ତି।...
ସବୁଠି ସମାନ ସମସ୍ୟା
ଢେଙ୍କାନାଳ ଅଫିସ, ୧୧ା୩ ଆସନ୍ତା ୨୪ରେ ବହୁ ପ୍ରତୀକ୍ଷିତ ପୌର ନିର୍ବାଚନ। ଏଥିଲାଗି ସରିଛି ନାମାଙ୍କନ ପ୍ରକ୍ରିୟା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ୧୪ ତାରିଖରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଜନ ସମର୍ଥନ ହାସଲ କରିବାକୁ ଏବେଠାରୁ ପ୍ରଚାର...
ସମସ୍ତ ପ୍ରାର୍ଥିତ୍ୱ କାଏମ
କାମାକ୍ଷାନଗର, ୧୦ା୩(ଡି.ଏନ୍.ଏ.): ପୌର ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଯାଞ୍ଚ ସରିଛି। କାମାକ୍ଷାନଗର ଏନ୍ଏସିର ୧୫ଟି ଓ୍ବାର୍ଡରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୩୦ କାଉନ୍ସିଲର ପ୍ରାର୍ଥୀ ଏବଂ ୫ ନଗରପାଳ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ନିଂ ଅଫିସରଙ୍କ ପକ୍ଷରୁ...
ବଦଳିପାରେ ୨୦ ବର୍ଷର ସମୀକରଣ
ପରଜଙ୍ଗ, ୧୦ା୩(ଡି.ଏନ୍.ଏ.): ଢେଙ୍କାନାଳ ଜିଲାର ୨୭ ଜିଲା ପରିଷଦ ଜୋନ୍ରୁ ୨୬ଟି କବ୍ଜା କରିଛି ବିଜେଡି। ଦଳକୁ ବିପୁଳ ଜନସମର୍ଥନ ମିଳିଛି ସତ, ହେଲେ ପରଜଙ୍ଗ ବ୍ଲକ ସମିତି ଗଠନକୁ ନେଇ ଯେଉଁ ଚିତ୍ର ଆସିଛି, ତାହା ଶାସକ ଦଳକୁ...
ରହିଲେ ୮୫ କାଉନ୍ସିଲର, ୭ ନଗରପାଳ ପ୍ରାର୍ଥୀ
ଢେଙ୍କାନାଳ ଅଫିସ, ୧୦ା୩: ଢେଙ୍କାନାଳ ପୌର ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଯାଞ୍ଚ ପରେ ୨୩ ୱାର୍ଡର ୮୫ କାଉନ୍ଲସିଲର ଏବଂ ୭ ନଗରପାଳ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି। ସେହିପରି ୧୮ନଂ. ଓ୍ବାର୍ଡର କଂଗ୍ରେସ...
୫ ଓ୍ବାର୍ଡ କଂଗ୍ରେସ ଶୂନ୍ୟ
ଭୁବନ, ୧୦ା୩(ଡି.ଏନ୍.ଏ.): ଭୁବନ ଏନ୍ଏସିରେ ନାମାଙ୍କନ ପତ୍ର ଯାଞ୍ଚ ପରେ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ପୂର୍ବରୁ ୧୦ନଂ. ଓ୍ବାର୍ଡରେ ଦଳ ପ୍ରାର୍ଥୀ ଦେଇ ନ ଥିବାବେଳେ ଯାଞ୍ଚ ପ୍ରକ୍ରିୟାରେ ୪ ଜଣ ଦଳୀୟ କାଉନ୍ସିଲର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର...
ବେଆଇନ ବାଲିଚାଲାଣ: ୧୧ ଗିରଫ
ପରଜଙ୍ଗ, ୧୦ା୩ (ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ବ୍ରିଜ୍ ନିକଟ ବାଲିଘାଟରେ ମଙ୍ଗଳବାର ସନ୍ଧ୍ୟାରେ ତହସିଲଦାର ଖଗେଶ୍ବର ପାତ୍ର ଏବଂ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସଦଳବଳ ଅତର୍କିତ ଚଢ଼ାଉ କରି ୮ ଭାରିଯାନ ସମେତ ୨...
ସର୍ବସାଧାରଣରେ ହେବନି ହୋଲି
ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍ଓ୍ବାନ୍ ହଲ୍ରେ ସୋମବାର ଅପରାହ୍ନରେ ଜିଲାପାଳ ସରୋଜ କୁମାର ସେଠୀ ଜିଲାର କୋଭିଡ୍ସ୍ଥିତି, ପୌର ନିର୍ବାଚନ ଏବଂ ୫-ଟି ବ୍ୟବସ୍ଥାରେ ହେଉଥିବା ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। କରୋନା ସଂକ୍ରମଣ ସମ୍ପୂର୍ଣ୍ଣ...
Archives


