ଢେଙ୍କାନାଳ

ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା, ଭିଣୋଇଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଆଁଳ ପଞ୍ଚାୟତ ଚକାପାଳ…

୮ଜଣଙ୍କୁ ବାନ୍ଧିଲା ପୋଲିସ

ଢେଙ୍କାନାଳ ଅଫିସ, ୫।୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ଇନ୍ଦିପୁର ଗୁଣ୍ଡୁରାପଶି ପଥର ଖଣିରେ ଚଢ଼ାଉ ବେଳେ ପ୍ରଶାସନିକ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ୮ଜଣ ବନ୍ଧା ହୋଇଛନ୍ତି।…

ପ୍ରଶାସନିକ ଅଧିକାରୀଙ୍କୁ ଗୋଡ଼ାଇ ପିଟିଲେ

ଢେଙ୍କାନାଳ ଅଫିସ, ୪।୫: କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲାରେ ପୁଣି ଆରମ୍ଭ ହୋଇଛି ପଥର ମାଫିଆଙ୍କ ଦୌରାତ୍ମ୍ୟ। ଓଡ଼ାପଡ଼ା ତହସିଲ ଇନ୍ଦିପୁର-ଗୁଣ୍ଡୁରାପଶି ଖଣିରୁ ଚୋରା ଚାଲାଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିବାବେଳେ ଅଭିଯୁକ୍ତଙ୍କ…

ଭାଇ ହତ୍ୟାକାରୀଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୪।୫(ଡି.ଏନ୍‌.ଏ.):ସାମାନ୍ୟ ଅର୍ଥ ଲୋଭରେ ପଡ଼ି ଭୁଲି ଯାଇଥିଲେ ହିତାହିତ ଜ୍ଞାନ। ରକ୍ତ ସମ୍ପର୍କୀୟ ନାବାଳକ ଭାଇକୁ ଅପହରଣ କରିବା ପରେ ବେକକୁ ରଶିରେ ଭିଡ଼ି ଶ୍ୱାସରୁଦ୍ଧ କରି ଅତି ନିର୍ମମ ଭାବେ କରିଥିଲେ ହତ୍ୟା। ଏଭଳି ଏକ ସମ୍ବେଦନଶୀଳ ମାମଲାର…

ଧରାପଡ଼ିଲା ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ

ଭୁବନେଶ୍ୱର,(ବ୍ୟୁରୋ)/ଢେଙ୍କାନାଳ ଅଫିସ,୩।୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର ମାଷ୍ଟରମାଇଣ୍ଡଙ୍କ ସମେତ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍‌ ଢ଼େଙ୍କାନାଳରୁ ଗିରଫ…

ସଡ଼କ ସୁରକ୍ଷା ଦିଗରେ ଟାଟାଷ୍ଟିଲର ପଦକ୍ଷେପ

ଢେଙ୍କାନାଳ ଅଫିସ,୩।୫ ଢେଙ୍କାନାଳ ଟାଟାଷ୍ଟିଲ ମେରାମଣ୍ଡଳୀ ପକ୍ଷରୁ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କାରଖାନା ଭିତରକୁ ଆସୁଥିବା ଟ୍ରକ୍‌ଗୁଡିକୁ ପାର୍କିଂସ୍ଥାନ ଯୋଗାଇଦେବା ନିମନ୍ତେ ୩ଟି ନୂତନ ପାର୍କିଂ ୟାର୍ଡ ବ୍ୟବସ୍ଥା କରାଯାଇଛି। ୫୫ନଂ. ଜାତୀୟ ରାଜପଥରେ ଟ୍ରାଫିକ୍‌ ଜାମ୍‌କୁ…

ଅଫିସରେ ତାଲା, ଏସ୍‌ଡିଓଙ୍କୁ ଘେରାଉ

ଢେଙ୍କାନାଳ ଅଫିସ,୩।୫ଢେଙ୍କାନାଳ ସଦର ବ୍ଲକ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ନିକଟରୁ ସହରକୁ ପାନୀୟଜଳ ଯୋଗାଣ ହେଉଥିବା ମୁଖ୍ୟ ପାଇପ୍‌ ଫାଟି ଯାଇଥିବାରୁ ୧୦ ଦିନ ହେବ ଜଳଯୋଗାଣ ବ୍ୟାହତ ହୋଇଛି। ଫଳରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମୟରେ ପାଣି ନ ପାଇ ଢେଙ୍କାନାଳ…

ବିଦ୍ୟୁତ୍‌ ବିଭ୍ରାଟ ଅସହ୍ୟ

ଢେଙ୍କାନାଳ ଅଫିସ, ୧।୫ ଉପରମୁହାଁ ହୋଇଛି ପାରଦ। ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସମୟରେ ସରକାର ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଢେଙ୍କାନାଳ ସହରରେ ଏହାକୁ ମାନୁନି ବିଦ୍ୟୁତ୍‌ ବିତରଣ କମ୍ପାନୀ। ସାରାଦିନ…

ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ବାଇକ୍‌କୁ ଧକ୍କାଦେଲା ଆମ୍ବୁଲାନ୍ସ

କାମାକ୍ଷାନଗର,୨୯।୪: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଧୀନ ମୁକ୍ତାପଶି କେନାଲ ଛକ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ସହ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପରଜଙ୍ଗ ଥାନା କଙ୍କିଳି…

ଏପ୍ରିଲ ସୁଦ୍ଧା ପୂର୍ଣ୍ଣାଙ୍ଗ ହେବ ୫୫ନଂ. ଏନ୍‌ଏଚ୍‌

ଢେଙ୍କାନାଳ ଅଫିସ, ୨୯ ।୪ ଢେଙ୍କାନାଳ ଜିଲାର ଜୀବନରେଖା କୁହାଯାଉଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ବର୍ଷ ଏପ୍ରିଲ୍‌ ସୁଦ୍ଧା ଶେଷ ହେବ। ପ୍ରଥମ ପର୍ଯ୍ୟାୟରେ କଟକରୁ ଢେଙ୍କାନାଳ ଯାଏ ୨ଲେନ୍‌ ବିଶିଷ୍ଟ ରାସ୍ତା କାମକୁ ଜୁନ୍‌ ସୁଦ୍ଧା…

ପିଲାଙ୍କ ଭିତରେ ଉତ୍ସାହ

ଢେଙ୍କାନାଳ ଅଫିସ୍‌, ୨୯ ।୪ ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ ପରୀକ୍ଷା। ଦୀର୍ଘ ୨ବର୍ଷ ପରେ କରୋନା ପରିସ୍ଥିତି ସ୍ବାଭାବିକ ହୋଇଥିବାବେଳେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର। ପ୍ରଥମ ଦିନ କଳା ଏବଂ ବାଣିଜ୍ୟ ବିଭାଗରେ ମାତୃଭାଷା ଓଡ଼ିଆ ପରୀକ୍ଷା…

୪୧,୮୭୫ ନମୁନାରୁ ଜଣେ ଚିହ୍ନଟ

ଢେଙ୍କାନାଳ ଅଫିସ, ୨୬।୪ ଏକଦା ମ୍ୟାଲେରିଆପ୍ରବଣ ଭାବେ ଦୁର୍ନାମ ମୁଣ୍ଡାଇଥିଲା ଶିଳ୍ପ ଜିଲା ଢେଙ୍କାନାଳ। ତେବେ ରାଜ୍ୟ ସରକାର ଏବଂ ସ୍ବାସ୍ଥ୍ୟ ବିଭାଗର ଅନବରତ ପ୍ରୟାସ ପରେ ଏହି ମାରାତ୍ମକ ଜ୍ୱର ଏବେ ନିୟନ୍ତ୍ରଣକୁ ଆସିପାରିଛି। ଚଳିତବର୍ଷ ମାର୍ଚ୍ଚ ସୁଦ୍ଧା ୪୧,୮୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?