ଆବାସିକ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ: ଅବହେଳାକୁ ଦାୟୀକଲେ ପରିବାର
ପାରଳାଖେମୁଣ୍ଡି,୧୭ା୨(ଗିରିଧାରୀ ପରିଚ୍ଛା): ସରକାର ଆଦିବାସୀ ପିଲାଙ୍କ ଶିକ୍ଷାର ଉନ୍ନତି ଦିଗରେ ବିଭିନ୍ନ ଯୋଜନା କରି ପ୍ରଚୁର ଅର୍ଥ ଖର୍ଚ୍ଚ କରୁଛନ୍ତି। ତେବେ ଏଥିରୁ ସେମାନେ ବିଶେଷ ଉପକୃତ ହେଉନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳାରୁ ନିରୀହ ପିଲାଙ୍କ ମୃତ୍ୟୁ ହେବାପରି ଘଟଣା...
ପରିତ୍ୟକ୍ତ ସ୍ଥାନରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କଲେ ମହିଳା, ସୁରକ୍ଷା ଓ ଯତ୍ନ ପାଇଁ …
ପାରଳାଖେମୁଣ୍ଡି,୧୪ା୨(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ରେଳ ଷ୍ଟେସନ ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଶିଶୁକନ୍ୟାକୁ ପାଇଥିଲେ। କେ. ସିରିଶା ନାମ୍ନୀ ମହିଳା ସେହି ଶିଶୁଟିକୁ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳଳୟରେ ଚିକିତ୍ସା...
ହଷ୍ଟେଲରେ ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ମାମଲା: ସୁପରିଟେଣ୍ଡେଣ୍ଟ ନିଲମ୍ବିତ
ପାରଳାଖେମୁଣ୍ଡି,୧୩ା୨(ଗିରିଧାରୀ ପରିଛା): ଗଜପତି ଜିଲାରେ ଥିବା ଅନ୍ବେଷା ହଷ୍ଟେଲର ଛାତ୍ରୀଛାତ୍ରଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗର ତଦନ୍ତ ପରେ ସୁପରିଟେଣ୍ଡେଣ୍ଟ ରାଜେନ୍ଦ୍ର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଜିଲାପାଳ ବିଜୟ କୁମାର ସାହୁ ତାଙ୍କ ଚିଠି ନଂ. ୫୬୨/୨୫ରେ ତାଙ୍କୁ ବୁଧବାର ନିଲମ୍ବନ...
ଚିକିତ୍ସା କରିବା ସତ୍ତ୍ୱେ ରୋଗ ଭଲ ହେଲା ନାହିଁ, ଶେଷରେ ବିଷ ପିଇ ଆତ୍ମହତ୍ୟା କରିଦେଲେ
ମୋହନା.୧୨।୨( ମନ୍ମଥ ମିଶ୍ର): ରୋଗ ଭଲ ନ ହେବାରୁ ବିଷ ପିଇ ଆତ୍ମହତ୍ୟା l ଗଜପତି ଜିଲା ମୋହନା ଥାନା ମଳାସପଦର ପଞ୍ଚାୟତ ରୁଜାଙ୍ଗି ଗାଁରେ ରୋଗ ଭଲ ନ ହେବାରୁ ଜଣେ ବ୍ୟକ୍ତି ବିଷ ପିଇ ଆତ୍ମହତ୍ୟା କରିଥିବା...
ଗାଁକୁ ପକ୍କା ରାସ୍ତାଟିଏ ନାହିଁ, ମୃତଦେହକୁ ୯ କି.ମି. କାନ୍ଧରେ ବୋହିଲେ ଗ୍ରାମବାସୀ
ଗଜପତି,୧୧ା୨(ଗିରିଧାରୀ ପରିଛା)- ଗଜପତି ଜିଲା ଗୁମ୍ମା ବ୍ଲକର ବାରୁସିଂ ଗ୍ରାମ ସରକାରଙ୍କ ଦୃଷ୍ଟି ଆଡୁଆଳରେ ରହିଛି। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ମଙ୍ଗଳବାର ଆମ୍ବୁଲାନ୍ସ ଗ୍ରାମକୁ ଯାଇ ନ ପବାରୁ...
ହଷ୍ଟେଲରେ ଅଘଟଣ: ନିଆଁ ଲାଗି ଛାତ୍ରୀ ଗୁରୁତର
ଗଜପତି,୧୦ା୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଛାତ୍ରୀନିବାସରେ ଅଭାବନୀୟ ଘଟଣା ଘଟିଛି। ଦେହରେ ନିଆଁ ଲାଗି ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି...
ବୁଡା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୨୪ ଆହତ
ଗଜପତି, ୪।୨(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ବ୍ରହ୍ମପୁରରୁ...
ଆଇନଜୀବୀଙ୍କୁ ଏସିଡ୍ ମାଡ଼ ମାମଲା: ମାଷ୍ଟର ମାଇଣ୍ଡ ଅବସରପ୍ରାପ୍ତ ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ଗିରଫ
ପାରଳାଖେମୁଣ୍ଡି,୨ା୨(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଜଙ୍ଗମ ସାହିର ବରିଷ୍ଠ ଆଇନଜୀବୀ ପି. ରାମାରାଓଙ୍କ ଉପରେ ଏସିଡ୍ ମାଡ଼ ଘଟଣାରେ ପୋଲିସ ମାଷ୍ଟର ମାଇଣ୍ଡ ସମେତ ୨ଜଣଙ୍କୁ ଗିରଫ କରିଛି। ଆନ୍ଧ୍ର ପ୍ରଦେଶର ବିଜୟଓ୍ବାଡାରୁ ଉଭୟଙ୍କୁ ଗିରଫ କରି ପୋଲିସ ପାରଳାଖେମୁଣ୍ଡି...
ଫୋନ୍କରି ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ସ୍ବାସ୍ଥ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି,୨ା୨(ଗିରିଧାରୀ ପରିଛା):ଡାକ୍ତରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ ଲାଗିଥିବା ସମୟରେ ସେ ନିଜ କର୍ତ୍ତବ୍ୟରେ ଅବହେଳା ନ କରି ରୋଗୀ ଚିକିତ୍ସା କରୁଛନ୍ତି। କାର୍ଯ୍ୟ ପ୍ରତି ତାଙ୍କର ନିଷ୍ଠା ଓ ଆନ୍ତରିକତା ପାଇଁ ସେ...
ନିଜେ ରୋଗୀ ହୋଇ ଡାକ୍ତର କରୁଛନ୍ତି ରୋଗୀ ସେବା, Video Viral
ଗଜପତି,୧ା୨(ଗିରିଧାରୀ ପରିଚ୍ଛା): ଡ୍ୟୁଟିରେ ଥିବା ଡାକ୍ତର ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ୍ ଲାଗିଥିବା ସମୟରେ ରୋଗୀ ଚିକିତ୍ସା ପାଇଁ ଆସିଥିବା ବେଳେ ନିଜ କର୍ତ୍ତବ୍ୟକୁ ଅବହେଳା ନକରି ରୋଗୀ ସେବା କରୁଥିବା ଦେଖି ତାଙ୍କର...
Gajapati: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ
ମୋହନା,୩୧।୧(ମନ୍ମଥ ମିଶ୍ର): ଗଜପତି ଜିଲା ଚାନ୍ଦିପୁଟ ଥାନା ଯୋଡ଼ାପଦର ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ...
ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ
ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବାଡେଗୁଡା ପଞ୍ଚାୟତ ପଡ଼େରେମା ଗାଁରେ। ଗାଁର ଲଷ୍ମୀ ନାୟକ ନାମକ ମହିଳାଙ୍କୁ...
Archives
