ଗଜପତି

ରାସ୍ତା ମରଣଯନ୍ତା, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ନୂଆଗଡ଼,୧୦ା୭(ପପୁନ ପରିଚ୍ଛା) : ଗଜପତି ଜିଲା ନୂଆଗଡ଼ ସଦର ମହକୁମାଠାରୁ ରାୟଗଡ଼ା ଜିଲା ସୀମାନ୍ତ ଅଞ୍ଜରସିଂ ଗ୍ରାମ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଅତି ଦୟନୀୟ ହୋଇଛି। ଏହି…

10 months ago

ଟ୍ରକ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି,୯।୭(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଥାନା ଅଧୀନ ସାରିଆପଲ୍ଲୀ ଗ୍ରାମ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଗାଡି ଚାଳକଙ୍କ ମୃତ୍ୟୁ ଘଟିଛି।…

10 months ago

୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ପୂର୍ବତନ…

10 months ago

ମୋହନାରେ ଆବାସ ଯୋଜନା କେଳେଙ୍କାରୀ

ମୋହନା,୭ା୭(ମନ୍ମଥ ମିଶ୍ର)ସରକାର ଆବାସ ଯୋଜନାରେ ଅସହାୟ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଉଛନ୍ତି। ହେଲେ କିଛି ଅସାଧୁ ନେତା ଓ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ…

10 months ago

ଗୁମ୍ମା ମିନି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ନିମ୍ନମାନର

ପାରଳାଖେମୁଣ୍ଡି,୩ା୭(ଗିରିଧାରୀ ପରିଚ୍ଛା): ସରକାର ଉପାନ୍ତ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଥିବା ବେଳେ ଅଞ୍ଚଳର ବିକାଶ ନାଁରେ ହରିଲୁଟ…

10 months ago

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ…

10 months ago

ଟ୍ରକ ସହ ୪୮୦ କେଜି ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର,୩୦।୬ (ସୁବାସ ଚନ୍ଦ୍ର ପାଢ଼ୀ): ଗଜପତିରୁ ହ୍ମପୁର ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଅବକାରୀ ଗୁଇନ୍ଦା ନିକଟରେ ଖବର ପହଞ୍ଚିଥିଲା। ଡେପୁଟି ସୁପରଟେଣ୍ଡେଣ୍ଟ କୁବେର ସେଠୀଙ୍କ…

10 months ago

ଟମାଟୋ କିଣିବାକୁ ଡର, କିଲୋ ୧୦୦ରୁ ଅଧିକ

ପାରଳାଖେମୁଣ୍ଡି,୩୦ା୬(ଗିରିଧାରୀ ପରିଛା): ବଢୁଛି ପରିବା ଦର। ଅତିଷ୍ଠ ହେଉଛନ୍ତି ସାଧାରଣ ଲୋକେ। ନିମ୍ନ ଓ ମଧ୍ୟବିତ୍ତ ପରିବାରର ଲୋକେ ପରିବା କିଣିବା ଆଗରୁ ଦଶ ଥର ଭାବୁଛନ୍ତି।…

10 months ago

ଜି.ଉଦୟଗିରି ବନାଞ୍ଚଳରେ ହାତୀ ଉପଦ୍ରବ

ଜି.ଉଦୟଗିରି,୨୬ା୬(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ୧୭ ଟିକିଆ ହାତୀ ପଲ ବନବିଭାଗ ଓ କେତେକ…

10 months ago

ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ

ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର…

10 months ago