ଗଜପତି

ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ

ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ…

5 years ago

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି…

6 years ago

ପାରଳାଖେମୁଣ୍ଡି ଗଣମୃତ୍ୟୁକୁ ୪ବର୍ଷ ପୂରିଲା: ଧରା ପଡ଼ିନାହାନ୍ତି ଦୋଷୀ

ପାରଳାଖେମୁଣ୍ଡି,୨୭ା୮(ସ୍ବ.ପ୍ର.):ବହୁଚର୍ଚ୍ଚିତ ପାରଳା ଗଣମୃତ୍ୟୁ ଘଟଣାକୁ ଗତ ୨୧ରେ ୪ବର୍ଷ ପୂରିଛି। ଏହି ଘଟଣାରେ ପାରଳା ରାଜପ୍ରାସାଦର ତତ୍କାଳୀନ ପରିଚାଳିକା ଅନଙ୍ଗମଞ୍ଜରୀ ପାତ୍ର, ଭଉଣୀ ବିଜୟଲକ୍ଷ୍ମୀ ପାତ୍ର, ଦୁଇଭାଇ…

6 years ago

ଦିନରେ ବନ୍ଧା ହୋଇଥିଲେ, ରାତିରେ ଖସି ପଳାଇଲେ

ଆର୍‌.ଉଦୟଗିରି,୨୨ା୮(ଡି.ଏନ୍‌.ଏ.)- ଗଜପତି ଜିଲା ଆର୍‌.ଉଦୟଗିରି ଥାନା ହାଜତରୁ ଗୁରୁବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ପୁରୀ ସଦର ଥାନା ଅଞ୍ଚଳର ପ୍ରମୋଦ…

6 years ago

ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ…

6 years ago

ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ…

6 years ago

ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌…

6 years ago

କରୋନାରେ ପୁଣି ଜଣେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ପାରଳାଖେମୁଣ୍ଡି,୧୨ା୭(ସ୍ବ.ପ୍ର.)-ଗଜପତି ଜିଲାର ଜଣେ କୋଭିଡ୍‌ ଯୋଦ୍ଧା ତଥା ବରିଷ୍ଠ ଖବରଦାତା କେ. ସିଏଚ. ରତନମ୍‌ଙ୍କ ଭୁବନେଶ୍ୱରସ୍ଥିତ ହାଇଟେକ୍‌ ମେଡିକାଲରେ ରବିବାର ପରଲୋକ ହୋଇଯାଇଛି। ସେ ଦୈନିକ ତେଲୁଗୁ…

6 years ago

କେ. ଝାଲରସିଂକୁ ୭ ଦିନ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲାପାଳ

ଆର.ଉଦୟଗିରି,୮।୭:(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକରେ ଗତ ୨ ଦିନ ମଧ୍ୟରେ ୨୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେ, ଝାଲରସିଂରୁ ୯ ,…

6 years ago

ଦ୍ୱିତୀୟ ସ୍ତ୍ରୀଙ୍କ ସହ ମିଶି ପ୍ରଥମ ସ୍ତ୍ରୀଙ୍କୁ ମାରିବାକୁ ଚାହୁଁଥିଲେ ସ୍ବାମୀ: ଜାଣି ପାରି ବାପାଙ୍କୁ ହତ୍ୟା କଲା ପୁଅ

ଆର.ଉଦୟଗିରି,୬।୭(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପେଜପାଣି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ବଡ଼…

6 years ago