ଗଜପତି

ଦୁଇ ଚୋରି ମାମଲାରେ ଅଭିଯୁକ୍ତଙ୍କୁ ଜେଲ୍‌ ଦଣ୍ଡାଦେଶ

ପାରଳାଖେମୁଣ୍ଡି,୨୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌. ଉଦୟଗିରି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ତରୁଣ କୁମାର ସେଠୀ ପୃଥକ୍‌ ଦୁଇଟି ଚୋରି ମାମଲାର ଚୂଡ଼ାନ୍ତ ରାୟ…

8 months ago

ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ କରିଛି।…

9 months ago

ଆନ୍ଦୋଳନକୁ ଓହ୍ଲାଇବ ଆଦିବାସୀ ମହାସଂଘ

ପାରଳାଖେମୁଣ୍ଡି,୧୭ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅନୁକୁମ୍ବା ଆବାସିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ଋତୁରାଜ ଗମାଙ୍ଗଙ୍କ ଗତ ୧୪ ତାରିଖରେ ମୃତ୍ୟୁ ଘଟଣାକୁ…

9 months ago

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ ମୁତ୍ୟୁ…

9 months ago

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି ଜିଲା…

9 months ago

କେରଳରେ ବସ୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି…

9 months ago

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି ଶୈବପୀଠ।…

9 months ago

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର ନଳକୂଅ।…

9 months ago

ଲୁରୁ ଗ୍ରାମ ସରକାରୀ ଯୋଜନା ଫେଲ୍‌: ରାତିରେ ଜଙ୍ଗଲ ଭିତରୁ ପାନୀୟ ଜଳ ସଂଗ୍ରହ କରି ଆଣି ଚଳୁଛନ୍ତି

ପାରଳାଖେମୁଣ୍ଡି,୧୩ା୪(ଗିରିଧାରୀ ପରିଛା): ସରକାର ବିଭିନ୍ନ ଯୋଜନା ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟକାରୀ କରୁଥିବା ବେଳେ ଏହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନି। ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ…

9 months ago

ନଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ

ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂପରୁ ବାହାରୁଛି ନାଲି ପାଣି। ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ। ଯେଉଁ ପାଣି ପାଟିରେ ବି ମାରି…

9 months ago