ଗଜପତି

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ। ସୂଚନା…

10 months ago

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ ଡାହାଣୀ…

10 months ago

ଜରଉ ଘାଟିରୁ ୧୦ଫୁଟ ତଳକୁ ଖସିଲା ଅଟୋ, ୧୨ ସ୍କୁଲ ଛାତ୍ରୀଛାତ୍ର…

ମୋହନା, ୧୯।୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମୋହନା ଠାରୁ ଗଞ୍ଜାମ ଜିଲ୍ଲା ବଡ଼ଗଡ଼କୁ ସଂଯୋଗ କରୁଥିବା ଜରଉ ଘାଟିରେ ଏକ…

10 months ago

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ…

10 months ago

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ଉପସଚିବଙ୍କ ଅଚାନକ ଗସ୍ତ

ଗଜପତି,୧୬।୧(ଗିରିଧାରୀ ପରିଛା): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଥିବା ଖାଉଟି କେନ୍ଦ୍ରକୁ…

10 months ago

ଜଳିଗଲା ୫୦ ବସ୍ତା ଧାନ: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ପାରଳାଖେମୁଣ୍ଡି,୧୬ା୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରାବନ୍ଧ ପଞ୍ଚାୟତ ଅକୋୟାକୋଣ୍ଡା ଗ୍ରାମର ଭେଙ୍କେଟେଶ୍ବର ଶବରଙ୍କ ଖଳାରେ ନିଆଁ ଲାଗି ୫୦ ବସ୍ତାରୁ ଊର୍ଦ୍ଧ୍ୱ ଅମଳ ଧାନ…

10 months ago

ଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିଲାନି ମହାପ୍ରୟାଣ ଗାଡ଼ି: ବାଇକ୍‌ରେ ବୁହାହେଲା ମୃତଦେହ

ଗଜପତି,୧୫।୧(ଗିରିଧାରୀ ପରିଚ୍ଛା): ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିକାଶ ନେଇ ସରକାର ଡିଣ୍ଡିମ ପିଟୁଥିବା ବେଳେ ଗଜପତି ଜିଲା ଗୁମ୍ମା ବ୍ଲକରୁ ଏକ ଅତ୍ୟନ୍ତ ସ୍ପର୍ଶକାତର ତଥା ଦୁଃଖଦାୟକ…

10 months ago

ବଡ଼ ଧରଣର ଡକାୟତି ଲାଗି କରିଥିଲେ ଯୋଜନା, ପଣ୍ଡ କରିଦେଲା ଅଡ଼ବା ପୋଲିସ, ୭ ଅପରାଧୀଙ୍କୁ…

ମୋହନା,୧୫ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ଅପରାଧୀମାନଙ୍କ ଏକ ବଡଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଦେଇଛି। ଏଥିରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ…

10 months ago

ଧୁମଧାମରେ ପାଳନ ହୋଇଛି ଭୋଗୀ ଉତ୍ସବ:  ଚଳଚଞ୍ଚଳ ଗଜପତି 

ଗଜପତି,୧୪।୧(ଗିରିଧାରୀ ପରିଛା): ମକର ସଂକ୍ରାନ୍ତିନେଇ ପାରଳାଖେମୁଣ୍ଡି ସହର ଓ ଏହାର ଆଖପାଖ ଅଞ୍ଚଳରେ ଧୁମଧାମରେ ପାଳନ କରୁଛନ୍ତି ଗଜପତିବାସୀ। ପାରଳାଖେମୁଣ୍ଡି ସହରରେ ତେଲୁଗୁ ଭାଷାଭାଷୀର ଲୋକେ ରହୁଥିବାରୁ…

10 months ago

ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେବା ପଡିଲା ମହଙ୍ଗା: ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷିତ କଲେ ହାଇକୋର୍ଟ

ମୋହନା, ୧୪ା୧(ମନ୍ମଥ ମିଶ୍ର): ଗତ ପଞ୍ଚାୟତ ନିର୍ବାଚନରେ ଭୁଲ୍‌ ତଥ୍ୟ ଦେଇ ସରପଞ୍ଚ ରୂପେ ନିର୍ବାଚିତ ହୋଇଥିବାରୁ ଏହାର ପ୍ରତିବାଦରେ ପ୍ରତିଦ୍ୱନ୍ଦ୍ୱୀ କୈଳାସି ମାଝୀ ୨୦୨୨ରେ ମୋହନା…

10 months ago