ଗଜପତି

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା ବନାଞ୍ଚଳ…

1 year ago

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) - ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର…

1 year ago

ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ

ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ…

1 year ago

ଘରେ ପଶି ଓକିଲଙ୍କୁ ଏସିଡ୍‌ ମାଡ କରି ଚାଲିଗଲେ ଦୁର୍ବୃତ୍ତ

ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍‌ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ…

1 year ago

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ ଓ…

1 year ago

ସଞ୍ଜ ହେଲେ ଚାଷ ଜମିରେ ବାର୍‌ହା ପଲ

ପାରଳାଖେମୁଣ୍ଡି,୪ା୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅଧୀନ ଜଙ୍ଗଲପାଡୁ, ଉତ୍ତରସେଲି, ବଡନିଳାପୁର, ଗୁରାଣ୍ଡି, ଇଂଲିଶପେଣ୍ଠ, ଗୁରାଣ୍ଡି, ମହାଦେଈପୁର, ଗୋଲା ଗାଁ ଆଦି ଅଞ୍ଚଳରେ ଦିନକୁ ଦିନ…

1 year ago

କୋର୍ଟରେ ବିଜୟୀ ଘୋଷିତ ହେଲେ ପରାଜିତ ପ୍ରାର୍ଥୀ

ପାରଳାଖେମୁଣ୍ଡି/ ମୋହନା,୨୪ା୧୦(ଗିରିଧାରୀ ପରିଛା/ ମନ୍ମଥ ମିଶ୍ର): ଗଜପତି ଜିଲାରେ ୨୦୨୨ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ମୋହନା ପଞ୍ଚାୟତର ୧୧ ନଂ. ୱାର୍ଡର ଓ୍ବାର୍ଡସଭ୍ୟ ପାଇଁ ଦୁଇ ଜଣ…

1 year ago

ବସ୍‌ ପଛରେ ପିଟିହେଲା ବସ୍‌: ୨୦ ଆହତ

ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍‌ ପଛରେ ଆଉ ଏକ ବସ୍‌ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬…

1 year ago

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି ଛେଳି…

1 year ago

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ…

1 year ago