ଗଜପତି

ପେଟ ବ୍ୟଥାରୁ ମୁକ୍ତି ପାଇଁ ଚେଙ୍କ

ଆର.ଉଦୟଗିରି,୧୯ା୧୦(ଡି.ଏନ.ଏ.): ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳଗୁଡ଼ିକରେ ସଚେତନତା ଅଭାବରୁ ଏବେ ବି ଲୋକଙ୍କ ମଧ୍ୟରେ ଅନ୍ଧ ବିଶ୍ୱାସ ଲାଗିରହିଛି। କୌଣସି ରୋଗ ହେଲେ ଲୋକେ ଝଡାଫୁଙ୍କାରେ…

3 years ago

ବାତ୍ୟା ଆଶ୍ରୟ ସ୍ଥଳୀରେ ବିତୁଛି ୨୪ ପରିବାରଙ୍କ ଜୀବନ

ପାରଳାଖେମୁଣ୍ଡି,୧୮ା୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାକୁ ଚାରିବର୍ଷ ବିତିଛି। ହେଲେ ଆଜିବି ପାରଳାଖେମୁଣ୍ଡି ପୌରପାଳିକା ଅଞ୍ଚଳରେ ୨୪ ପରିବାର ବାସହରା ହୋଇ ସ୍କୁଲ ଘରେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳିରେ…

3 years ago

ଚାଷଜମି, ଭିଟାମାଟି ଛାଡ଼ିବାକୁ ୩ ଗ୍ରାମବାସୀ ନାରାଜ

ଆର.ଉଦୟଗିରି,୧୮ା୧୦(ଡି.ଏନ.ଏ.): ୨୦୧୮ରେ ହୋଇଥିବା ତିତ୍‌ଲି ବାତ୍ୟାରେ ଆର.ଉଦୟଗିରି ବ୍ଲକ ଅନଗାଁ ପଞ୍ଚାୟତର କିମ୍ବସିଂ, ବଡିହର ଓ ଦଳେଇସାହି ଗାଁର କ୍ଷତିଗ୍ରସ୍ତ ହୋଇଥିଲା। ୩ ଖଣ୍ଡ ଗାଁରେ ପ୍ରାୟ…

3 years ago

ରେଳ ଫାଟକ କଡ଼ରେ ପଡିଛି ମହିଳାଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୬ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହର ଜଙ୍ଗମସାହି ରେଳ ଫାଟକ ନିକଟରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ତାଙ୍କ ପରିଚୟ ମିଳିପାରି ନାହିଁ। ବ୍ରହ୍ମପୁର ଜିଆର୍‌ପି…

3 years ago

ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ

ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ…

3 years ago

ପ୍ରତିଶ୍ରୁତି ରଖିବାକୁ ଚେଷ୍ଟା କରୁଛନ୍ତି ସରକାର

ପାରଳାଖେମୁଣ୍ଡି,୧୨।୧୦(ଡି.ଏନ୍‌.ଏ.): ତିତ୍‌ଲି ମହାବାତ୍ୟାର ସେହି କାଳରାତ୍ରିକୁ ବିତିଛି ଚାରି ବର୍ଷ। ଏବେ ବି ଶିହରଣ ହୋଇଉଠେ ପ୍ରକୋପର କରାଳ ରୂପକୁ ସ୍ମରଣ କଲେ। ଜୀବନ ବଞ୍ଚାଇବାକୁ ଆଶ୍ରୟ…

3 years ago

ବର୍ଷାରେ ଭୁଶୁଡ଼ିଲା କାନ୍ଥ

ପାରଳାଖେମୁଣ୍ଡି,୧୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଅଞ୍ଚଳରେ ଲଗାଣ ବର୍ଷାରେ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି…

3 years ago

ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି ସୃଷ୍ଟି…

3 years ago

ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ…

3 years ago

ଶିଶୁପୁତ୍ର ଜନ୍ମର ୭ ଦିନ ପରେ ମା’ ମୃତ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଦୁର୍ଗମ ଯାମଲିଙ୍ଗ ଗାଁରେ ଶିଶୁପୁତ୍ରକୁ ଜନ୍ମ କରିବାର ୭ଦିନ ପରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ହେଲେ ଶିଶୁର…

3 years ago