ଗଜପତି

କ୍ୱାରାଣ୍ଟାଇନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର…

6 years ago

ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ

ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି।…

6 years ago

୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍‌

ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍‌ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫ ଜଣଙ୍କ…

6 years ago

ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା…

6 years ago

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ୩୭ ଲିଟର ମଦ ଜବତ, ୩ ଗରଫ

ଆର୍‌.ଉଦୟଗିରି, ୧୫।୪(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ…

6 years ago

ଗୁମ୍ମା ଅଞ୍ଚଳକୁ ସାନିଟାଇଜ୍‌ କଲା ପ୍ରଶାସନ

ଗୁମ୍ମା,୧୪ା୪: ଗଜପତି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ…

6 years ago

ଆର୍‌.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ

ଆର୍‌.ଉଦୟଗିରି,୯ା୪(ଡି.ଏନ୍‌.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ…

6 years ago

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ।…

6 years ago

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଲକ୍‌ଡାଉନ…

6 years ago

ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ

କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି।…

6 years ago