ଗଜପତି

ପଦ୍ମ ପଙ୍କରେ ଲୀନ ହେଲା କଣ୍ଟାସାଗର

ରାୟଗଡ଼(ଗଜପତି),୧୮।୧-ଗଜପତି ଜିଲା ରାୟଗଡ଼ସ୍ଥିତ ଶତାୟୁ ‘କଣ୍ଟାସାଗର’ ପୋଖରୀ ଆଉ ଅଞ୍ଚଳବାସୀଙ୍କ କାମରେ ଲାଗୁନି। ଦିନେ ଅଞ୍ଚଳ ପାଇଁ ଆଶୀର୍ବାଦ ପାଲଟିଥିବା ଏହି ପୋଖରୀ ଏବେ ପଦ୍ମ ପଙ୍କରେ…

6 years ago

୨୪ ହଜାର ଗଞ୍ଜେଇ ଗଛ ନଷ୍ଟ କରାଗଲା

ଆର.ଉଦୟଗିରି, ୧୫ା୧(ଡି.ଏନ.ଏ.)- ଆର.ଉଦୟଗିରି ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରି ପୁଣି ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଗଜପତି ଜିଲାପାଳ…

6 years ago

ପରଲୋକରେ ପାରଳା ମହାରାଜା

ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା।  ୨୦୧୬ରୁ…

6 years ago

ବଂଶଧାରାର ଜଳକୁ ନେଇ ତୁଟୁନି ବିବାଦ: ସୁପ୍ରିମ୍‌କୋର୍ଟରେ ଶୁଣାଣି ଆଜି

କାଶୀନଗର, ୧୦।୧(ଡି.ଏନ୍‌.ଏ.)-ସୁପ୍ରିମ୍‌କୋର୍ଟ ଶୁକ୍ରବାର ବଂଶଧାରା ଜଳ ବିବାଦର ଶୁଣାଣି ରହିଛି। ଆନ୍ଧ୍ର-ଓଡ଼ିଶା ମଧ୍ୟରେ ଦୀର୍ଘ ଦିନରୁ ଏହାକୁ ନେଇ ବିବାଦ ଲାଗିରହିଛି। ଟ୍ରିବ୍ୟୁନାଲ୍‌ରୁ ବିବାଦ ଏବେ ସୁପ୍ରିମ୍‌କୋର୍ଟରେ…

6 years ago

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) - ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା ଓ…

6 years ago

ମଣ୍ଡିରେ ଅନିୟମିତତା: ଧାନ ବିକ୍ରି ପାଇଁ ଆନ୍ଧ୍ରକୁ ଯାଉଛନ୍ତି ଚାଷୀ

ପାରଳାଖେମୁଣ୍ଡି,୬ା୧(ସ୍ବ.ପ୍ର.) - ଗଜପତି ଜିଲାରେ ଡିସେମ୍ବର ୧୨ରୁ ଧାନମଣ୍ଡି ଖୋଲାଯାଇଥିଲେ ମଧ୍ୟ ବ୍ୟାପକ ଅନିୟମିତତା ଯୋଗୁ ଜିଲାର ଚାଷୀ ଧାନ ବିକ୍ରି ପାଇଁ ଆନ୍ଧ୍ର ଯାଉଥିବା ଦେଖିବାକୁ…

6 years ago

ସର୍ବଭାରତୀୟ ଭଲିବଲ୍‌ ପ୍ରତିଯୋଗିତାରେ ଗଜପତିର ୨ ଛାତ୍ର

ପାରଳାଖେମୁଣ୍ଡି,୪ା୧(ସ୍ବ.ପ୍ର.) ଗଜପତି ଜିଲା ଗୋଷାଣୀ ବ୍ଲକ୍‌ ଅଧୀନ ଗାରାବନ୍ଧସ୍ଥିତ ଭେଙ୍କେଟେଶ୍ୱର ହାଇସ୍କୁଲ୍‌ର ୨ଛାତ୍ର ସର୍ବଭାରତୀୟ କନିଷ୍ଠ ଭଲିବଲ୍‌ ପ୍ରତିଯୋଗିତା ପାଇଁ ମନୋନିତ ହୋଇଛନ୍ତି। ଉକ୍ତ ଦୁଇ ଛାତ୍ର…

6 years ago

ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ଛାତ୍ର ମୃତ

ଚନ୍ଦ୍ରଗିରି,୧୪।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌. ଉଦୟଗିରି ଥାନା ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ବୁଲାଣୀ ରାସ୍ତାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ରଣାଲଇ ଗ୍ରାମରୁ ଗୋଟିଏ ଅଟୋ…

6 years ago

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ ଏ…

6 years ago

ବିଦ୍ୟୁତ୍‌ ସଂଯୋଗରେ ଦୁର୍ନୀତି: ଟଙ୍କା ନେଉଛନ୍ତି ସଂଯୋଗ ଦେଉନାହାନ୍ତି

ରାୟଗଡ଼(ଗଜପତି),୯ା୧୨-ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ବିଦ୍ୟୁତ୍‌ ସଂଯୋଗରେ ଦୁର୍ନିତି ଅଭିଯୋଗ ହୋଇଛି। ଠିକା ସଂସ୍ଥା…

6 years ago