ଗଜପତି

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ ଗଜପତି ଜିଲାର ଅଡବା ଅଞ୍ଚଳରୁ ସାମ୍ନାକୁ ଆସିଛି। ଏହି ଘଟଣାର ତଦନ୍ତ ଅଡବା…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି, ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ ଚନ୍ଦ୍ର ବରାଡ (୫୫)। ସେ ପେଶାରେ ଜଣେ ପନିପରିବା ବ୍ୟବସାୟୀ ଥିଲେ। ତେବେ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଗରଡ଼ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୋବିଲି,…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନ ସମୟରେ ନଗଦ ଟଙ୍କା, ମୋବାଇଲ ଫୋନ,…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ ଗଜପତି ଜିଲାରେ କାଳ ବୈଶାଖୀର ତାଣ୍ଡବ ଲାଗି ରହିଛି | ଶୁକ୍ରବାର ସନ୍ଧ୍ୟା…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଥିଲେ। ପ୍ରାୟ ୨୦ରୁ ୨୫ ଜଣ ଗ୍ରାମବାସୀ ନିଜ ନିଜ…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ ଆକର୍ଷ ରଞ୍ଜନ ପ୍ରଧାନ। ଗଜପତି ଜିଲାର ପାରଳାଖେମୁଣ୍ଡି ସ୍ଥିତ ଏହି ବାଳାଶ୍ରମର ଅନ୍ତେବାସୀମାନଙ୍କୁ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ । ଅଭିଯୁକ୍ତଠୁ ଲକ୍ଷାଧିକ ନଗଦ ଟଙ୍କା ସହ ୧୩୭ଟି ବାଇକ୍ ଓ ୧୨୭ ଗୋଟି…

ପୁଣି ମହେନ୍ଦ୍ରଗିରିରେ ଦୁର୍ଘଟଣା: ମେଳାରୁ ଫେରୁଥିବା ଘାଟି ତଳକୁ ଖସିଲା ଅଟୋ : ୬ରୁ ଅଧିକ ଆହତ

ଗଜପତି, ୯।୬ (ଗିରିଧାରୀ ପରିଛା): ଗଜପତି ଜିଲାର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଅଞ୍ଚଳରେ ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି। ଗତ ତିନି ଦିନ ମଧ୍ୟରେ ମହେନ୍ଦ୍ରଗିରି ପର୍ବତମାଳାର ପାଦଦେଶରେ ଏକାଧିକ ଦୁର୍ଘଟଣା ଘଟିଥିବା ବେଳେ ଆଜି ପୁଣି ଏକ ଅଟୋ…

ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….

ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ବଡ ଗୁରୁଜୀ ଜିଗମେ ରିମ୍ପୋଚେ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡର ରାଜ ଡେଭିସ (୨୮ )। ସକାଳେ ପୋଲିସ ଅଧିକାରୀ ଶ୍ରୀରାଜ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?