ପୁଣି ଜନନୀ ଯନ୍ତ୍ରଣା: ପ୍ରସୂତିଙ୍କୁ ୧ କିଲୋମିଟର ବୋହି ଆଣିଲେ ଫାର୍ମାସିଷ୍ଟ
ମୋହନା,୨୯ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମଳାସ ପଦର ଗାଁ କୁସୁମା ସାହିରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ସୂଚନା ପ୍ରକାରେ ମଙ୍ଗଳବାର ମଳାସ ପଦର ଗାଁ କୁସୁମା ସାହିର ଭାଗ୍ୟ ବିଶୋୟୀ (୨୦ )ଙ୍କୁ ପ୍ରସବ ଯନ୍ତ୍ରଣା…
ପାହାଡ଼ରୁ ଧସିଲା ପଥର: ଯାତାୟାତ ସ୍ବାଭାବିକ କରିବା ପାଇଁ ଜାରି ରହିଛି ପ୍ରୟାସ
ଗଜପତି,୨୯ା୧୦(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର ): ଗଜପତି ଜିଲାରେ ଏସ୍. କରାଡ଼ାସିଂ ପଞ୍ଚାୟତ ବୋଣ୍ଡା ଗାଁରେ ଭୂସ୍ଖଳନ ହୋଇଛି। ଫଳରେ ବଣ୍ଡା, ଖିଲିଗଣ୍ଡା, କୁଡ଼ିଙ୍ଗି, ଉପର ସାଙ୍କୁରଡ଼ାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗଜପତି ଜିଲା ଆର୍ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତର ବଡ଼…
ମୋନ୍ଥାର ପ୍ରକୋପ: ଖସିଲା ପାହାଡ଼ ଅତଡ଼ା
ମୋହନା,୨୮।୧୦ ( ମନ୍ମଥ ମିଶ୍ର ): ବାତ୍ୟା ମୋନ୍ଥାର ପ୍ରକୋପ ଏତେ ଭୟଙ୍କର ଅଛି ଯେ, ତୁହା କୁ ତୁହା ବର୍ଷା ଲାଗି ରହିଛି। ଅପରପକ୍ଷେ ଗଜପତି ପ୍ରଶାସନ ଦିନ ରାତି ଏକ କରି ପ୍ରତିଟି ବ୍ଲକର ଆଶ୍ରୟସ୍ଥଳୀ ବୁଲବୁଲି ସମସ୍ତ…
ବାସହୀନ ହେଲେ ବାସୁଦେବ, ବାତ୍ୟାରେ ଭାଙ୍ଗିଲା ଘର
ମୋହନା, ୨୮।୧୦( ମନ୍ମଥ ମିଶ୍ର ): ଗଜପତି ଜିଲାକୁ ପ୍ରଶାସନ ପକ୍ଷରୁ ବାତ୍ୟାକୁ ନେଇ ରେଡ୍ ଆଲର୍ଟ ରହିଥବାବେଳେ ପ୍ରଶାସନ ସଜାଗ ରହିଛି । ମଙ୍ଗଳବାର ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତ ଅନ୍ତର୍ଗତ ଆକିଲି…
ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ଥିଲେ, ହଠାତ୍ ହୋଇପଡିଲେ ଅସୁସ୍ଥ
ଗଜପତି,୨୮।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ପୋତାର ପଞ୍ଚାୟତର ଯୋଗାଣ ସହାୟକଙ୍କ ସୁରେନ୍ଦ୍ର ଗମାଙ୍ଗାଙ୍କ ମୃତ୍ୟୁ ହୋଇଛି । ସୋମବାର ରାତିରେ ଖାଇବା ପରେ ଶୋଇବାକୁ ଯାଇଥିଲେ । ଏହି ସମୟରେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ,ପ୍ରଥମେ ଜିରାଙ୍ଗ ପ୍ରାଥମିକ…
ମୋନ୍ଥା ପ୍ରଭାବ: ପାହାଡ଼ରୁ ଧସିଲା ପଥର
ଗଜପତି,୨୮।୧୦(ଗିରିଧାରୀ ପରିଛା): ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡକୁ ମାଡି ଆସୁଛି ମୋନ୍ଥା। ବଙ୍ଗୋପସାଗରରୁ ବଳ ଗୋଟାଇ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଆଗକୁ ଗତି କରୁଛି ବାତ୍ୟା ମୋନ୍ଥା। ମଛଲିପଟନମ ଠାରୁ ୨୩୦, କାକିନା ୩୧୦ କି.ମି. ଦକ୍ଷିଣ-ଦକ୍ଷିଣପଶ୍ଚିମରେ…
କାର୍, ପିକଅପ ଭ୍ୟାନରେ କରୁଥିଲେ ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ, ଗଞ୍ଜେଇର ମୂଲ୍ୟ ଜାଣିଲେ…
ମୋହନା,୨୮।୧୦( ମନ୍ମଥ ମିଶ୍ର ): ୪୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଗଜପତି ଜିଲା ଅଡବା ଥାନା ବିରିକୋଟ ରାସ୍ତାରୁ ଜବତ କରିଛି ପୋଲିସ l ଗୋଟିଏ କାର୍ ଓ ଗୋଟିଏ ପିକଅପ ଭ୍ୟାନ ଜବତ ସହ ୭ ଜଣଙ୍କୁ…
ମହିଳାଙ୍କ ହେଉଥିଲା ପ୍ରସବ ଯନ୍ତ୍ରଣା, ନଦୀରେ ପାଣି ବଢ଼ିଯିବାରୁ ଘଟିଲା..
ଗଜପତି,୨୭/୧୦(ଗିରିଧାରୀ ପରିଛା): ବାଦପୁର ନଦୀ ପାର କରି ଗର୍ଭବତୀ ମହିଳା ଓ 2 ଶିଶୁଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ l ଏଥିସହ ସ୍ଥାନୀୟ ଅଙ୍ଗନବାଡି ଓ ଆଶାକର୍ମୀଙ୍କୁ ମଧ୍ୟ ଉଦ୍ଧାର କରିଛନ୍ତି l ଗଜପତି ଜିଲା ଆର.ଉଦୟଗିରି ବ୍ଲକ ପୁରୁଣାପାଣି…
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ପ୍ରଶାସନ ସଜାଗ
ଗଜପତି,୨୬ା୧୦(ଗିରିଧାରୀ ପରିଛା): ‘ସମ୍ଭାବ୍ୟ’ ବାତ୍ୟା ମୋନ୍ଥା ଆନ୍ଧ୍ର ଉପକୂଳ କାକିନଡ଼ାଠାରେ ସ୍ଥଳଭାଗ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ ପରେ ଗଜପତି ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଯାହାକୁ ନେଇ ଜିଲା ପ୍ରଶାସନ ତତ୍ପର ହୋଇଛି, ଜିଲାରେ ରହିଥିବା ବାତ୍ୟା…
କୁମୁଟିପଂକାଳ ଗାଁରେ ବିଦ୍ୟୁତ ସମସ୍ୟା: ୫ ବର୍ଷ ହେଲା ସୋଲାର ଅଚଳ, ଅନ୍ଧାରରେ ଗ୍ରାମବାସୀ
ମୋହନା, ୨୫।୧୦( ମନ୍ମଥ ମିଶ୍ର ): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ରା. ଉଦୟଗିରି ବ୍ଲକ ପୁରୁଣାପାଣି ପଞ୍ଚାୟତ କୁମୁଟିପଙ୍କାଳ ଗାଁରେ ବିଦ୍ୟୁତ ସମସ୍ୟା । ଗାଁରେ ବିଦ୍ୟୁତ ସଂଯୋଗ ପାଇଁ ଖୁଣ୍ଟ ପୋତା ଯାଇଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ କରାଯାଉନାହିଁ ।…
ଶୁଖିଲା ଗଛର ଗଣ୍ଡି ପଡ଼ି ମୃତ ଯୁବକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଅଡ଼ିବସିଲେ ଗ୍ରାମବାସୀ
ମୋହନା,୨୩ା୧୦(ମନ୍ମଥ ମିଶ୍ର): ବୁଧବାର ସାଙ୍ଗମାନଙ୍କ ସହ ବିଲକୁ ଯାଉଥିବା ବେଳେ ରାସ୍ତାକଡ଼ରେ ଥିବା ଏକ ବିରାଟକାୟ ଶୁଖିଲା ଆମ୍ବଗଛର ଶାଖାରୁ ଏକ ଗଣ୍ଡି ପଡ଼ି ଯୁବକଙ୍କ ମୃତ୍ୟୁ ହୋଇଥିଲା। ଗୁରୁବାର କ୍ଷତିପୂରଣ ଦାବି ନେଇ ରାମଗିରି ହାଟପଦାସ୍ଥିତ ଗାନ୍ଧୀ ଛକଠାରେ ଯୁବକଙ୍କ…
ଏମିତି ବି ଆସେ ମୃତ୍ୟୁ: ବିଲକୁ ଯାଉଥିବା ବେଳେ ଉପରେ ପଡ଼ିଲା ଶୁଖିଲା ଗଛର ଗଣ୍ଡି, ଚାଲିଗଲା ଜୀବନ…
ମୋହନା,୨୨।୧୦( ମନ୍ମଥ ମିଶ୍ର ): ମନୁଷ୍ୟ ଜୀବନ ପାଣି ଫୋଟକା ଭଳି, ମୃତ୍ୟୁ କେମିତି ଆସିବ କେହି ଆକଳନ କରିପାରିବେ ନାହିଁ l ସେଭଳି ଏକ ଦୁଃଖଦ ଘଟଣା କ୍ରମରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ହେଲେ ଗଜପତି ଜିଲା…
Archives


