ଗଜପତି

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ ଶବର। ନିଜ ଚାଷ ଜମିରେ କାମ କରୁଥିବା ବେଳେ ବୁଧବାର ହଠାତ୍‌ ଘଡଘଡି…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା ରା -ଉଦୟଗିରି ବ୍ଲକ ମହେନ୍ଦ୍ରଗଡ ପଞ୍ଚାୟତ ସନ୍ଧିସାହିରେ l ଯାହାଫଳରେ ପିଲାଙ୍କ ପଠାପଢା,…

ଦ୍ରୁତ ଗତିରେ ଯାଉଥିଲା କାର, ସନ୍ଦେହରେ ମାଡ଼ିବସିଲା ପୋଲିସ: ମାଡିବସିଲା ୨୦ ଲକ୍ଷ ଟଙ୍କାର ଗଞ୍ଜେଇ…

ମୋହନା, ୨।୬(ମନ୍ମଥ ମିଶ୍ର): ଅଡବା ପୋଲିସକୁ ବଡ଼ ସଫଳତା । ସୋମବାର ଅଡବାରୁ ରାଇପଙ୍କାକୁ ପେଟ୍ରୋଲିଂ କରୁଥିବା ସମୟରେ ରାଇପଙ୍କା ଗାଁ ନିକଟରେ ଏକ ଦାମୀ କାର ଦ୍ରୁତ ଗତିରେ ଯାଉଥିବା ଦେଖି ପୋଲିସ ସନ୍ଦେହ କରି କାରକୁ ଅଟକାଇ ଯାଞ୍ଚ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା ମୋହନା ଅଞ୍ଚଳରେ ଆଜି ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହ ପ୍ରବଳ ପବନ ବର୍ଷା…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ କେ.ଏମ.ଭାଲିଆସାହି ମୁଖ୍ୟ ରାସ୍ତାରେ। ସୂଚନା ଅନୁଯାୟୀ, ରା.ଉଦୟଗିରି ଥାନା ଅନ୍ତର୍ଗତ ଝାଡ଼ପଡା…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା ରୋଗୀ ରହୁଥିବା ସ୍ୱତନ୍ତ୍ର କେଭିନ୍‌ର ଛାତରୁ ହଠାତ୍…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି ପ୍ରଦୀପ ନାୟକଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ଜଙ୍ଗମ ସାହି ନିକଟସ୍ଥ ଇଣ୍ଡିଆନ ପେଟ୍ରୋଲ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ ହୋଇଛନ୍ତି । ମୃତକ ହେଲେ ଗଜପତି ଜିଲା ଅଡବା ଥାନା ଗୁଲୁବା ପଞ୍ଚାୟତ…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲ ଉପରେ ଚଢି କାମ କରୁଥିବା ବେଳେ ବିଦ୍ୟୁତ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ ସୀମାଞ୍ଚଳ ସାହୁ(୭୦)ଙ୍କର ଏକମାତ୍ର ଝିଅ ଶିଳ୍ପା ସାହୁ(୨୮) କିଛି ବର୍ଷ ପୂର୍ବେ ଗଞ୍ଜାମ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ କୁମ୍ଭାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି । ହଠାତ ପ୍ରବଳ ବେଗରେ ପବନ ବହିବାରୁ ଗ୍ରାମର କାନ୍ଦୁରୁ ନାୟକଙ୍କ ଘରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?