ଗଜପତି

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି ଭିନ୍ନ । ଗୋଟିଏ ପଟେ ରୋଗାକ୍ରାନ୍ତ ଶାରିରୀକ ପିଡା ଆଉ ଗୋଟିଏ ପଟେ…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା ସମୟରେ ମୋହନା ସଦରମହକୁମା ପ୍ରାଣୀଧନ ଚିକିତ୍ସାଳୟ ସାମନାରେ ହଠାତ୍‌ ବାମପଟର ଆଗ ଚକାଟି…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ ଗଜପତି ଜିଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବେ ପ୍ରହଲ୍ଲାଦ ସହାୟ ମୀନାଙ୍କୁ ନିଯୁକ୍ତ…

ରାତିରେ ତେଲ ଆସୁଛି କିନ୍ତୁ ସକାଳୁ ସରିଯାଉଛି: ବଡ଼ ବଡ଼ ବ୍ୟାରେଲରେ ବୋହି ନେଉଛନ୍ତି, ବିରୋଧ କରୁଛନ୍ତି…

ମୋହନା,୨୩।୬(ମନ୍ମଥ ମିଶ୍ର): ବଡ଼ବଡ଼ ବ୍ୟାରେଲରେ ପେଟ୍ରୋଲ ଡିଜେଲ ଦିଆଯିବା ନେଇ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖୁବାକୁ ମିଳିଛି। ଗଜପତି ଜିଲା ମୋହନା ବ୍ଲକ ଲୁହାଗୁଡ଼ି ୩୨୬ ଜାତୀୟ ରାଜପଥରେ ଥିବା ଗୌରୀ ଫିଲିଂ ଷ୍ଟେଶନରେ ସ୍ଥାନୀୟ ଲୋକଙ୍କ ବିରୋଧ ଦେଖିବାକୁ ମିଳିଥିଲା।…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ମୋଶା ମାଝୀ ଦୀର୍ଘ ଦିନରୁ ଗଞ୍ଜେଇ କାରବାର ସହିତ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ ଅଟୋରେ ଥିବା ଯାତ୍ରୀ ଓ ଚାଳକ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ପ୍ରକାଶ ଯେ,…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ ରାସ୍ତାରୋକୋ କରିଛନ୍ତି । ନିୟମିତ ଡାକ୍ତର, ଫାର୍ମାସିଷ୍ଟ ନିଯୁକ୍ତ ଓ ୨୪ ଘଣ୍ଟିଆ…

ପୋଲିସକୁ ଦେଖି ଡ୍ରାଇଭର ଛାନିଆ, ରାସ୍ତା ମଝିରେ ଗଞ୍ଜେଇ ଗାଡି ରଖି ଜଙ୍ଗଲକୁ ଦୌଡିଲେ, ଗାଡିରୁ ବାହାରିଲା ଏତେ ଟଙ୍କାର…

ମୋହନା, ୨୦।୫( ମନ୍ମଥ ମିଶ୍ର ): କିଛିଦିନ ହେଲା ଗଜପତି ଜିଲା ଗଞ୍ଜେଇ ମୁକ୍ତ ଅଭିଯାନରେ ଗଞ୍ଜେଇ ମାଫିଆଙ୍କ ନିଦ ହଜାଇ ଦେଇଥିବାବେଳେ ପୁଣି ଗଞ୍ଜେଇ ଥିବା ଗାଡିକୁ ମାଡି ବସିଛି ମୋହନା ପୋଲିସ । ପୋଲିସ ଗାଡିକୁ ଦେଖି ଗଞ୍ଜେଇ…

ଏମିତି ବି ଆସେ ମୃତ୍ୟୁ: ଭୋଜିକୁ ଯାଉଥିଲେ ଦାଦା ପୁତୁରା , ରାସ୍ତାରେ ଘଟିଲା

ମୋହନ,୧୯।୫(ମନ୍ମଥ ମିଶ୍ର): ଭୋଜି ଖାଇବାକୁ ଯାଉଥିବା ବେଳେ ଦାଦା–ପୁତୁରାଙ୍କ ଦୁର୍ଘଟଣା ଘଟିଛି। ଏଥିରେ ଦାଦାଙ୍କ ମୃତ୍ୟୁ ଘଟିଥିବାବେଳେ ପୁତୁରା ଗୁରୁତର ହୋଇଛନ୍ତି। ଏଭଳି ହୃଦୟବିଦାରକ ଘଟଣା ଗଜପତି ଜିଲାରମୋହନା ଥାନା ଅନ୍ତର୍ଗତ ପଥରଗଡ଼ ନିକଟରେ ଘଟିଛି।ମୃତକଙ୍କ ହେଲେ ଚନ୍ଦ୍ରଗିରି ଢେପସାହିର ସନ୍ତୋଷ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି ସୋମବାର ମାନ୍ୟବର ଜିଲା ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ମୁଖ୍ୟ ଅଭିଯୁକ୍ତଙ୍କୁ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍ ଚାଳକ ଜଣକ ହେଲେ ଆର ଉଦୟଗିରି ଥାନା ଟିକାମାଳ ଗ୍ରାମର ଯିହୁଦା ଛିଞ୍ଚାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?