ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …
ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରେ ଜଣେ ୧୭ ବର୍ଷୀୟ ନାବାଳକଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ…
ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ
ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା ଗ୍ରାମରେ ଅତ୍ୟନ୍ତ ଆଡ଼ମ୍ବର ଓ ଉତ୍ସାହର ସହ ପାଳନ କରାଯାଇଛି। କୁଇ କନ୍ଧ…
ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ
ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଦୀର୍ଘଦିନ ଧରି ଚାଲିଥିବା ଏହି ବିବାଦ ଉଗ୍ରରୂପ ନେଇଛି। ଆକ୍ରମଣରେ…
ଗଜପତି ଜିଲାରେ ବାହାର ଠିକାଦାରଙ୍କୁ କାମ କରିବାକୁ ମନା, ଜିଲା ଠିକାଦାର ସଂଘର ନୂତନ ନିଷ୍ପତ୍ତି
ମୋହନା, ୧୯।୬ (ମନ୍ମଥ ମିଶ୍ର): ଗଜପତି ଜିଲା ଠିକାଦାର ସଂଘ ପକ୍ଷରୁ ଏକ ନୂତନ ନିୟମାବଳୀ ପ୍ରସ୍ତୁତ କରାଯାଇଛି। ସଂଘର ସଦସ୍ୟମାନଙ୍କ ସର୍ବସମ୍ମତିକ୍ରମେ ଗୃହୀତ ଏହି ନିୟମାବଳୀ ଅନୁଯାୟୀ, ବାହାର ଜିଲାର ଠିକାଦାରମାନଙ୍କୁ ଗଜପତି ଜିଲାରେ କାମ କରିବା ପାଇଁ ସମ୍ପୂର୍ଣ୍ଣ…
ଜନ୍ମମାଟିରେ ବୀର ସନ୍ତାନଙ୍କୁ ଶେଷ ବିଦାୟ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମି
ପାରଳାଖେମୁଣ୍ଡି,୧୯।୬ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମରେ ଶୁକ୍ରବାର ଶୋକର ଛାୟା ଖେଳିଯାଇଛି। ଗ୍ରାମର ବୀର ସନ୍ତାନ ତଥା ଭାରତୀୟ ସେନାର ୧୬ ରାଷ୍ଟ୍ରୀୟ ରାଇଫଲ୍ସରେ ନାଏକ ଭାବେ କାର୍ଯ୍ୟରତ ଦେବେନ୍ଦ୍ର ରାଓଙ୍କ ପାର୍ଥିବ ଶରୀର…
ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା
ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ ଗଜପତି ଜିଲାର ଅଡବା ଅଞ୍ଚଳରୁ ସାମ୍ନାକୁ ଆସିଛି। ଏହି ଘଟଣାର ତଦନ୍ତ ଅଡବା…
ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ
ପାରଳାଖେମୁଣ୍ଡି, ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ ଚନ୍ଦ୍ର ବରାଡ (୫୫)। ସେ ପେଶାରେ ଜଣେ ପନିପରିବା ବ୍ୟବସାୟୀ ଥିଲେ। ତେବେ…
ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…
ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଗରଡ଼ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମୋବିଲି,…
ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ
ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନ ସମୟରେ ନଗଦ ଟଙ୍କା, ମୋବାଇଲ ଫୋନ,…
ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…
ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ ଗଜପତି ଜିଲାରେ କାଳ ବୈଶାଖୀର ତାଣ୍ଡବ ଲାଗି ରହିଛି | ଶୁକ୍ରବାର ସନ୍ଧ୍ୟା…
ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…
ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଥିଲେ। ପ୍ରାୟ ୨୦ରୁ ୨୫ ଜଣ ଗ୍ରାମବାସୀ ନିଜ ନିଜ…
ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ
ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ ଖ୍ରୀଷ୍ଟପୂର୍ ଗାଁରେ ୬ ଜଣଙ୍କ ଘରର ଟିଣ ଛପର ଉଡିଯାଇଥିବା ବେଳେ…

