ମଧ୍ୟପ୍ରାଚ୍ୟରେ ଫସି ରହିଛନ୍ତି ୫୦ରୁ ଊର୍ଦ୍ଧ୍ୱ ଓଡ଼ିଆ: ବାଟ ଚାହିଁ ବସିଛନ୍ତି ପରିବାର ଲୋକେ
ପାରଳାଖେମୁଣ୍ଡି,୩ା୩(ଗିରିଧାରୀ ପରିଚ୍ଛା):ବିଶ୍ୱର ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଆମେରିକା, ଇରାନ, ଇସ୍ରାଇଲ ମଧ୍ୟରେ ଏବେ ଯୁଦ୍ଧ ଚାଲିଛି। ଏହି ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଅନେକ ପ୍ରବାସୀ ଭାରତୀୟ କାତାର, ଇରାନ, ଇରାକ, ଆବୁଧାବୀ, ବେହେରାନ୍ ଆଦି ଅଞ୍ଚଳରେ ବିଭିନ୍ନ କାର୍ଯ୍ୟରେ ନିୟୋଜିତ…
ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର
ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଗଞ୍ଜାମ ଜିଲ୍ଲା କଂସାମାରୀ…
ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ
ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର ମଧ୍ୟାହ୍ନରେ କିଛି ଦୃବର୍ତ୍ତମାନେ କୁନ୍ତୀ ମନ୍ଦିର ନିକଟରେ ଥିବା ଆଶ୍ରମରେ କବାଟ ଭାଙ୍ଗି…
କାର୍ ଧକ୍କାରେ ଛାତ୍ର ଆହତ: ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ସ୍କୁଲ ବାହାରେ ଅଟକ ରଖି ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ମୋହନା,୨୪।୨( ମନ୍ମଥ ମିଶ୍ର ) : ବିଦ୍ୟାଳୟ ସମ୍ମୁଖରେ କାର୍ ଧକ୍କାରେ ଛାତ୍ର ଆହାତ। ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ କେଶରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ।…
ଭାଇ ସାଜିଲା ବଇରି: ବଡ଼ ଭାଇ ମାଡ଼ରେ ସାନ ମୃତ
ମୋହନା,୨୩।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନାରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇ ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ। ଏଥିରେ ବଡଭାଇର ମାଡ଼ରେ ସାନ ଭାଇ ମୃତ। ମୋହନା ଥାନା ବଡ଼ ପଞ୍ଚାୟତ କରଞ୍ଜ କୁଆ ଗାଁରେ ଏଭଳି ଘଟଣା…
ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ
ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ ବସନ୍ତ ସେଠୀଙ୍କୁ ଗୁରାଣ୍ଡି ଥାନାକୁ ବଦଳି ହୋଇଛି। ପାତ୍ର ଗଞ୍ଜାମ ଜିଲା ଖଲିକୋଟ,…
ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….
ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁମ୍ମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ,…
ପାଠ ପଢ଼ାଇଲେ, ଆଡ୍ମିଟ୍ କାର୍ଡ ଦେଲେନି: ସିବିଏସ୍ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ
ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା ଦେବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆର୍ଡମିଟ…
ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….
ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ । କିନ୍ତୁ ବାସ୍ତବରେ ପାରଳାଖେମୁଣ୍ଡି ଭଳି ଛୋଟିଆ ସହରରେ ଏଭଳି ଘଟଣା ଦେଖିବାକୁ ମିଳିଛି…
ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା
ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ପ୍ରକାଶିତ ହେବାପରେ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି ସଂଯୁକ୍ତା…
ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍ କରିବା ବେଳେ ଓଲଟି ପଡ଼ିଲା ବସ୍, ୧୪ ଯାତ୍ରୀ…
ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ ପିଟି ହୋଇ ବିକ୍ରାନ୍ତ ନାମକ ଘରୋଇ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିଲା। ଏଥିରେ…
Archives


