ଗଜପତି

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର ନଳକୂଅ। ଗ୍ରୀଷ୍ମ ଋତୁରେ ଅଧିକ ତାପମାତ୍ରା ଯୋଗୁ ନଦୀ ଶୁଖିଯାଇଥିବା ବେଳେ ଜଳସ୍ତର...

ଲୁରୁ ଗ୍ରାମ ସରକାରୀ ଯୋଜନା ଫେଲ୍‌: ରାତିରେ ଜଙ୍ଗଲ ଭିତରୁ ପାନୀୟ ଜଳ ସଂଗ୍ରହ କରି ଆଣି ଚଳୁଛନ୍ତି

ପାରଳାଖେମୁଣ୍ଡି,୧୩ା୪(ଗିରିଧାରୀ ପରିଛା): ସରକାର ବିଭିନ୍ନ ଯୋଜନା ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟକାରୀ କରୁଥିବା ବେଳେ ଏହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନି। ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକର ଦୁର୍ଗମ ଅଞ୍ଚଳରେ ଫେଲ୍‌ ମାରିଛି ସରକାରୀ ବ୍ୟବସ୍ଥା। ଲୋକେ...

ନଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ

ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂପରୁ ବାହାରୁଛି ନାଲି ପାଣି। ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ। ଯେଉଁ ପାଣି ପାଟିରେ ବି ମାରି ହେବନି, ତୃଷା ମେଣ୍ଟାଇବା ପାଇ ବାଧ୍ୟ ହୋଇ ଗ୍ରାମବାସୀ ସେହି ପାଣି...

ଦୁର୍ଘଟଣାରେ ଚାଲିଗଲା ଜୀବନ

ନୂଆଗଡ଼,୭ା୪ (ଯୋଗ୍ୟବନ୍ତ ପରିଛା): ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ଖଜୁରିପଦା ଫାଣ୍ଡି ଅନ୍ତର୍ଗତ ସୁରଙ୍ଗି ଛକଠାରେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସର୍ଗି ସାହି ଗ୍ରାମର ହୋଷେୟ ମଣ୍ଡଳ (୨୩)। ସୂଚନାଯୋଗ୍ୟ ହୋଷେୟ କୌଣସି...

ଘରେ କେହି ନ ଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୭।୪,(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗାରାବନ୍ଧ ଥାନା ଅଞ୍ଚଳରୁ ବଡ ଧରଣର ଚୋରି ହୋଇଛି। ଗାରାବନ୍ଧ କୁମୁଟି ସାହିର ଟି.ପ୍ରଦୀପ ସପରିବାର ତିରୁପତି ଦର୍ଶନ ପାଇଁ ଗତ ଶୁକ୍ରବାର ଯାଇଥିଲେ। ସେଠାରେ ସେ ଦର୍ଶନ ସାରି ରବିବାର...

ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ

ମୋହନା, ୫ା୪(ମନ୍ମଥ ମିଶ୍ର): ଦାଦନ ଖଟିବାକୁ ଯାଇଥିବା ଗଜପତି ଜିଲା ମୋହନା ବ୍ଲକ ରାଇଜୁକା ଗାଁର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଟୁକୁ ବସ୍ତରାଏ। ତେବେ ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ...

ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ

ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ ପଞ୍ଜର ମାଝୀ, ଅଧିକାରୀ ଲାଲୁ ପରିଛା, ଅସ୍ମିନ ନାୟକ ସମେତ ୧୩ ଭୁକ୍ତା...

ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ

ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ପାଣିଗ୍ରାହି କହିଛନ୍ତି,  ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ...

ଇଦ୍‌ ଉଲ୍‌ ଫିତର ପାଳିତ

ଜି.ଉଦୟଗିରି,୩୧ା୩ (ଚିନ୍ମୟ କୁମାର ସେଠୀ): ସାରା ବିଶ୍ୱରେ ମୁସଲମାନ ସମ୍ପ୍ରଦାୟର ଜନସାଧାରଣ ମହା ଆନନ୍ଦରେ ଇଦ୍‌ ଉଲ ଫିତର ପର୍ବ ପାଳନ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଏହି ପର୍ବକୁ ବିଶ୍ୱବାସିଙ୍କ ଖୁସି କାମନା କରି ପାଳନ କରାଯାଇଛି। ପବିତ୍ର...

ଜଳସଙ୍କଟଙ୍କୁ ନେଇ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କଲେ ବିଧାୟକ

ଗଜପତି,୨୭।୩(ଗିରିଧାରୀ ପରିଛା):ଜିଲାରେ ଦିନକୁ ଦିନ ତାପମାତ୍ରା ବଢ଼ୁଥିବା ବେଳେ ଚଳିତ ବର୍ଷ ଗ୍ରୀଷ୍ମ ଆରମ୍ଭରୁ ଗଜପତି ଜିଲା ଜଳସଙ୍କଟ ଦେଖିବାକୁ ମିଳିଛି। ଜିଲାରେ ବିଗତ ବର୍ଷ ଅଗଷ୍ଟ ମାସଠାରୁ ବର୍ଷା ଗାୟବ ହୋଇଯାଇଛି। ଜିଲାର ଜଳ ଉତ୍ସଗୁଡିକ ଶୁଷ୍କ ହୋଇଯାଇଥିବା...

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି। ସେ ହେଲେ ସାନକରଞ୍ଜ ସାହି ଗାଁର ଦିବାକର ଭୂୟାଁ। ତାଙ୍କ ଦେହରେ ୩ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri