ଗଜପତି

ଗଜପତିରେ ନିଶା ମାଫିଆଙ୍କ କାଳ ସାଜିଛନ୍ତି ଯୁବ ଆଇପିଏସ୍‌ ରାକେଶ: ପାଇବେ ସମ୍ମାନଜନକ…

ମୋହନା, ୨୮।୪/୨୦୨୬ (ମନ୍ମଥ ମିଶ୍ର): ଆଦିବାସୀ ବହୁଳ ଗଜପତି ଜିଲାରେ ଗଞ୍ଜେଇ ମାଫିଆଙ୍କ ନିଦ ହଜାଇ ଦେଇଛନ୍ତି ଯୁବ ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ। ଜିଲାରେ ବଢ଼ିଚାଲିଥିବା ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ଓ ଚାଷକୁ ରୋକିବା ଦିଗରେ ତାଙ୍କର…

ପାହାଡ଼ ଶିଖର ମାଟିତଳେ ଲୁଚାଇ ଚାଲିଥିଲା ଗଞ୍ଜେଇ କାରବାର, ମାଡିବସିଲା ପୋଲିସ

ପାରଳାଖେମୁଣ୍ଡି,୨୮ା୪ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍‌.ଉଦୟଗିରି ଏସ୍‌ଡିପିଓ ରାକେଶ ସାହୁଙ୍କ ନେତୃତ୍ୱରେ ପାହାଡ ଶିଖର ମାଟିତଳେ ଚୋରାଚାଲାଣ ପାଇଁ ଲୁଚାଇ ରଖାଯାଇଥିବା ୪ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇକୁ ପୋଲିସ ସୋମବାର ଜବତ କରିଛି । ଗୁପ୍ତ ସୂଚନାକୁ ଆଧାର କରି…

ଗର୍ଭ ଯନ୍ତ୍ରଣା ହେବାରୁ ସ୍ବାମୀଙ୍କ ସହ ଯାଇଥିଲେ ହସ୍ପିଟାଲ, ଅକସ୍ମାତ ଚାଲିଗଲା ଜୀବନ, ଅଞ୍ଚଳରେ ଚାଞ୍ଚଲ୍ୟ

ଜି.ଉଦୟଗିରି,୨୭।୪(ଚିନ୍ମୟ କୁମାର ସେଠି): ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରବିବାର ରାତିରେ ଜଣେ ଗର୍ଭବତୀ ମହିଳାଙ୍କ ଅକସ୍ମାତ୍‌ ମୃତ୍ୟୁ ଘଟିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ମହିଳା ହେଲେ ଜି.ଉଦୟଗିରି ବ୍ଲକ କୁମ୍ଭାରକୁପା ଗ୍ରାମର ସ୍ନେହଲତା ପ୍ରଧାନ। ସୂଚନା…

ଫେଲ୍ ମାରିଛି ବସୁଧା ଯୋଜନା, ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ

ଆର ଉଦୟଗିରି,୨୪।୪(ମନୋଜ କୁମାର ପାଢୀ): ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ରସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଆସୁଛନ୍ତି । ସେଥି ମଧ୍ୟରୁ ବସୁଧା ଯୋଜନା ଅନ୍ୟତମ ।…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଦମାଦୁଆ ଗ୍ରାମ ପଞ୍ଚାୟତ ଘାସପଦା ଗାଁରେ।…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ । ପାଣିଗଣ୍ଡା ଗାଁର ଦୁଇ ଯୁବକ ମୋହନା…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ । ସୂଚନା ଅନୁସାରେ, ବିରିକୋଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ…

ଘରୁ ବାହାରକୁ ଯାଉଥିଲେ ଯୁବକ, ହଠାତ୍‌ ତାଙ୍କ ଉପରକୁ ଲମ୍ଫ ମାରିଲା ଜଙ୍ଗଲୀ ବାର୍‌ହା

ପାରଳାଖେମୁଣ୍ଡି,୧୯ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ତରଙ୍ଗଡ଼ା ପଞ୍ଚାୟତ ଦେବଗିରି ରେଞ୍ଜ ଅନ୍ତର୍ଗତ ତାମସିଂ ଗ୍ରାମରେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହାତ ଯୁବକ ଜଣକ ଜୈରାସ ରଇତ (୨୮) ବୋଲି ଜଣାପଡ଼ିଛି। ଗତକାଲି ଘରୁ ବାହାରକୁ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ତେବେ ଆଜି ଘଟଣାସ୍ଥଳରେ…

ଗଞ୍ଜେଇ ଧରିବାକୁ ଯାଇ ହଟହଟା ହେଲା ଗଜପତି ପୋଲିସ୍; ଆକ୍ରମଣ ସହ ବନ୍ଦି କଲେ ଗ୍ରାମବାସୀ, ୧୩ ଗିରଫ

ମୋହନା,୧୬।୪( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ମହାପଦର ଓ ଗୁଡ଼୍ରୀପଙ୍କା ଗାଁ ନିକଟରେରେ ଗଞ୍ଜେଇ କାରବାର ନେଇ ଖବର ପାଇଥିଲା ପୋଲିସ । ହେଲେ ଚଢାଇ କରିବା ପୋଲିସକୁ ମହଙ୍ଗା ପଡିଛି । ଗାଁରେ ପାଖାପାଖି…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଘଟଣା । ସମ୍ବେଦନଶୀଳ ମାମଲାର…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ୨ଜଣ ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?