ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା: ମାଟିତଳୁ ମିଳିଲା ମୃତଦେହ
ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ମୋହନା ବ୍ଲକରେ ଗୁଣି ସନ୍ଦେହରେ ହତ୍ୟା l ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦)ଙ୍କୁ କୁସୁମପୁର ଗାଁର କେତେଜଣ ଯୁବକ ମିଶି ହତ୍ୟା କରିବା ପରେ ପୋତି ଦେଇଥିବା ନେଇ ପରିବାର ଲୋକେ ମୋହନା ଥାନାରେ…
ଘରେ ନାହିଁ ବିଦ୍ୟୁତ୍ ସଂଯୋଗ, ବିଲ୍ ଆସିଛି ୧୦ ହଜାର ୪ ଶହ ୭୦ ଟଙ୍କା
ମୋହନା,୭।୮(ମନ୍ମଥ ମିଶ୍ର): ଘରେ ହୋଇ ନାହିଁ ବିଦ୍ୟୁତ୍ ସଂଯୋଗ। ହେଲେ ବିଲ୍ ଆସିଛି ୧୦ ହଜାର ୪ ଶହ ୭୦ ଟଙ୍କା। ଏଭଳି ଏକ ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ବ୍ଲକ ଢେପାଗୁଡ଼ା ପଞ୍ଚାୟତ ଗୋଠକେଳି ଗାଁରୁ। ଗାଁର ସୁରେନ୍ଦ୍ର…
ଗୁଣିଗାରେଡି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ପୋାତିଦେଲେ: ଅଭିଯୋଗ ପରେ…
ମୋହନା,୭।୮(ମନ୍ମଥ ମିଶ୍ର): ପୁଣି ଗୁଣି ସନ୍ଦେହରେ ହତ୍ୟା l ଏଭଳି ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ଥାନା କୁସୁମପୁର ଗାଁରେ l ମୋହନା ଥାନା ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ଙ୍କୁ କୁସୁମପୁର ଗାଁର କିଛି…
ଗୁଣି ସନ୍ଦେହରେ ଯୁବକଙ୍କ ଯୌନାଙ୍ଗ କାଟି ଫିଙ୍ଗିଦେଇଥିଲେ, ୧୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ପାରଳାଖେମୁଣ୍ଡି,୩।୮(ଗିରିଧାରୀ ପରିଛା): ଗୁଣି ସନ୍ଦେହେରେ ଯୁବକକୁ ମାରି ହରଭଙ୍ଗୀ ଡ୍ୟାମରେ ଯୌନାଙ୍ଗ କାଟି ଫିଙ୍ଗି ଦେଲେ ଦୃର୍ବୁତ୍ତ। ଗଜପତି ଜିଲା ମୋହନା ଥାନା ରାଚାଗୁଡ଼ା ଗାଁରେ ଘଟିଛି ଏହି ଭଳି ଘଟଣା। ମୃତକ ହେଲେ ଗୋପାଳ ମଲ୍ଲିକ। ଗତ ୧୫ ଦିନ…
ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ
ମୋହନା,୩।୮( ମନ୍ମଥ ମିଶ୍ର ): ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ଡ୍ୟାମରେ ଫିଙ୍ଗିଦେଲେ। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ରାଚାଗୁଡା ଗାଁର। ମୃତକ ହେଲେ ଗୋପାଳ ମଳିକ । ହତ୍ୟା ପରେ ମୃତଦେହକୁ ଅଡବା ହରଭଙ୍ଗୀ…
ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଘଟଣା: RWSS ଅଫିସର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା l ପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ…
ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣା: ବନ୍ଧାହେଲେ ପିଅନ
ଆର୍.ଉଦୟଗିରି,୧।୮: RWSS ବିଭାଗୀୟ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣାରେ ସମ୍ପୃକ୍ତ ପିଅନଙ୍କୁ ଆର୍. ଉଦୟଗିରି ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଇଥିଲେ ପିଅନ। ସୂଚନାଯୋଗ୍ୟ, ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ଆରଡବ୍ଲ୍ୟୁଏସ୍ଏସ୍ରେ ଜଣେ…
ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଲେ ପିଅନ, ଘଟଣା ଜଣାପଡ଼ିବା ପରେ…
ଗଜପତି,୩୧ା୭(ଗିରିଧାରୀ ପରିଚ୍ଛା): ଆର୍.ଉଦୟଗିରି RWSS ଯନ୍ତ୍ରୀଙ୍କୁ ବୋତଲରେ ପାଣି ବଦଳରେ ପରିସ୍ରା ଦେଇଛନ୍ତି ଜଣେ କର୍ମଚାରୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାରେ। ଗତ ୨୨ ତାରିଖରେ ଆର.ଉଦୟଗିରି RWSS କାର୍ଯ୍ୟାଳୟରେ ଯୋଗଦେଇଥିଲେ ଯନ୍ତ୍ରୀ ସଚିନ ଗୌଡ଼।…
ଶଙ୍କୁରୀ ବନ୍ଧର ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ବିଧାୟକ
ପାରଳାଖେମୁଣ୍ଡି, ୩୦।୭ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ନୂଆ ବସ୍ଷ୍ଟାଣ୍ଡ ନିକଟସ୍ଥ ଶଙ୍କୁରୀ ବନ୍ଧର ପୁନରୁଦ୍ଧାର କାର୍ଯ୍ୟକୁ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ସମୀକ୍ଷା କରିଛନ୍ତି। ଦୀର୍ଘ ଏକ ଦଶନ୍ଧିି ଧରି ଏହି ବନ୍ଧର…
ଚାକିରି ଦେବା ନାମରେ ଠକିଥିଲେ, ଯୁବକଙ୍କୁ ଧରି ଥାନାରେ ପହଞ୍ଚିଲେ…
ପାରଳାଖେମୁଣ୍ଡି,୩୦।୭(ଗିରିଧାରୀ ପରିଚ୍ଛା): ଦୁବାଇରେ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଘଟଣାରେ ପାରଳାଖେମୁଣ୍ଡି ଥାନାରେ ଜଣେ ଅଟକ ରହିଛି। ଅଟକ ବ୍ୟକ୍ତିଙ୍କ ନାମ ଲକ୍ଷ୍ମୀ ନାରାୟଣ ପାତ୍ର। ସେ ଆନ୍ଧ୍ର ଶ୍ରୀକାକୁଲମ ଜିଲା ରାଟିଣି ଗ୍ରାମର ବୋଲି…
ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ମଧୁମିତା
ଗଜପତି,୨୭।୭(ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଜିଲାପାଳ ଭାବେ ମଧୁମିତା ରବିବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବରୁ ଥିବା ଜିଲାପାଳ ବିଜୟ କୁମାର ଦାଶଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି।…
ଘଣ୍ଟାଏ ବର୍ଷାରେ ଅବସ୍ଥା ବେହାଲ, ସାହିସାହିରେ କୁଢ଼କୁଢ଼ ଅଳିଆ ଆବର୍ଜନା
ଗଜପତି,୨୧ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ସଦରମହକୁମାରେ ଘଣ୍ଟାଏ ବର୍ଷାରେ ରାୟଗଡ଼ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାହିଗୁଡ଼ିକର ଡ୍ରେନ୍ ସବୁ ପୋତି ହୋଇ ଯାଇଥିବାରୁ ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି ଓ କୁଢ଼କୁଢ଼ ଅଳିଆ ଆବର୍ଜନା ଭାସି ଆସି…
Archives


