ଗଜପତି

ବିପଦ ସାଜିଛି ଟ୍ରାନ୍ସଫର୍ମର

ପାରଳାଖେମୁଣ୍ଡି, ୨୩ା୧(ଡି.ଏନ୍‌.ଏ):ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି। ଏହି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ମୁଖ୍ୟ ରାସ୍ତା ତଥା ଗାରବନ୍ଧ ଗ୍ରାମର ମୁଖ୍ୟ ବଜାର ଅଞ୍ଚଳରେ ରହିଥିବାରୁ...

ରୋମାଞ୍ଚ ଭରିଲେ ଅର୍ଚ୍ଚିତା, ସବ୍ୟସାଚୀ

ପାରଳାଖେମୁଣ୍ଡି, ୨୧ା୧ (ଡି.ଏନ୍‌.ଏ) : ଗଜପତି ଜିଲାର କଳା, ସଂସ୍କୃତି, ଐତିହ୍ୟ ଓ ସମୃଦ୍ଧି ପରମ୍ପରାର ସମାରୋହ ଗଜପତି ଉତ୍ସବ ଓ ପଲ୍ଲିଶ୍ରୀ ମେଳାର ଶନିବାର ଚତୁର୍ଥ ସନ୍ଧ୍ୟାରେ ଦର୍ଶକଙ୍କ ମନରେ ରୋମାଞ୍ଚ ଭରିଛନ୍ତି ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ...

ବେରୋଜଗାର ନେଲା ଜୀବନ

ପାରଳାଖେମୁଣ୍ଡି,୨୦।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମକ୍କାତୋଟାଆମ୍ମା ମନ୍ଦିର ପଛ ପାର୍ଶ୍ୱରେ ଥିବା ସାହିରେ ଶୁକ୍ରବାର ଜଣେ ଯୁବକ ବେକରେ ଶାଢିବାନ୍ଧି ପଙ୍ଖାରେ ଓହଳି ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ଶ୍ରୀପତି ଚନ୍ଦ୍ରହାସନ(୨୨)। ଆତ୍ମହତ୍ୟାର କାରଣ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗଜପତି,୧୯ା୧(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରରେ ମାତିଛନ୍ତି ଚୋର। ଗୁରୁବାର ପୁଣି ଏକ ବଡ଼ ଧରଣର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରର ଝରକା ଖୋଲି ଆଲମାରୀ ତାଡ଼ି ପ୍ରାୟ ୧୦ କିଲୋ ରୁପା ଓ ୫ ଭରି ସୁନା ଓ ୨...

ପାର୍କିଂକୁ ନେଇ ସାମାନ୍ୟ ବଚସା: ଗୋଷ୍ଠୀ ଆକ୍ରମଣରେ ଜଣେ ମୃତ

ଗଜପତି,୧୭।୧(ଡି.ଏନ୍‌.ଏ.): କାର୍‌ ପାର୍କିଂକୁ ନେଇ ସାମାନ୍ୟ ବଚସା ନେଲା ଜୀବନ। ଗଜପତି ଜିଲା ପାରଳାଖେମୁଣ୍ଡି ଗୋଲା ସାହିରେ ମଙ୍ଗଳବାର ଏଭଳି ଏକ ଘଟଣା ଘଟିଛି। ବଚସା ପରେ ଗୋଷ୍ଠୀ ଆକ୍ରମଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଏସ୍‌....

ଭାଜପା ନେତାଙ୍କୁ ଦେଉଥିଲେ ହତ୍ୟା ଧମକ: ଓଡ଼ିଆ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ପାରଳାଖେମୁଣ୍ଡି,୧୫ା୧(ଡି.ଏନ୍‌.ଏ): ଭାଜପା ନେତା ଏବଂ ମନ୍ତ୍ରୀଙ୍କୁ ଧମକପୂର୍ଣ୍ଣ ମେସେଜ ଓ କଲ୍‌ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ ଗାଁର...

ପାରମ୍ପରିକ ପୋଙ୍ଗଲ ପର୍ବ ଆରମ୍ଭ

ପାରଳାଖେମୁଣ୍ଡି:୧୪।୧: ଶୁକ୍ରବାର ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ତେଲୁଗୁ ସମ୍ପ୍ରଦାୟର ବଡ଼ ପର୍ବ ପୋଙ୍ଗଲ, ଯାହା ଦେଖିବାକୁ ମିଳିଛି ଗଜପତି ଜିଲାରେ। ଜିଲାରେ ବସବାସ କରୁଥିବା ତେଲୁଗୁ ସମ୍ପ୍ରଦାୟର ଲୋକେ ପାରମ୍ପରିକ ରୀତିନୀତିରେ କାଠଗଣ୍ଡି ଜାଳି ପୋଙ୍ଗଲ ପର୍ବ ଆରମ୍ଭ...

୭ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ସହ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୦ ହଜାର ଟଙ୍କା

ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାଣୀପଦ୍ମାବତୀ ସାହିରୁ ବୁଧବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଚୋରି ହୋଇଥିବାର ଜଣାପଡ଼ିଛି । ଘରମାଲିକ ରଞ୍ଜନ କୁମାର ରାଜ୍‌ଙ୍କ ସମେତ ତାଙ୍କ ପରିବାର ଲୋକେ କୌଣସି କାମରେ ପ୍ରାୟ ୧ଘଣ୍ଟା...

ସତ୍ତା ହରାଇଛି ସାଗର ଯୋଜନା

ପାରଳାଖେମୁଣ୍ଡି, ୧୧।୧ (ଡି.ଏନ୍‌.ଏ): ଶତାଧିକ ବର୍ଷ ପୂର୍ବେ ପାରଳାଖେମୁଣ୍ଡିର ପ୍ରଜାବତ୍ସଳ ଶାସକମାନେ ଅଞ୍ଚଳର ବିକାଶ ପାଇଁ ସାଗର ଯୋଜନା ମାଧ୍ୟମରେ ୫ଟି ବୃହତ ସାଗର ଖୋଳିଥିଲେ। ଏହି ୫ଟି ସାଗର ଯଥା ରାମ ସାଗର, ସୀତା ସାଗର, ଲକ୍ଷ୍ମଣ ସାଗର,...

ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି। ମହିଳା ସଶକ୍ତୀକରଣ ଓ ଚାଷୀଙ୍କ ସୁବିଧା ପାଇଁ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଏହି...

ବସ୍ତିରିଗୁଡ଼ା ରାସ୍ତା ମରଣଯନ୍ତା

ଆର.ଉଦୟଗିରି, ୬ା୧ (ଡି.ଏନ୍‌.ଏ): ଗଜପତି ଜିଲା ଆର.ଉଦୟଗିରି ବ୍ଲକର ଆର.ଉଦୟଗିରି ଖଜୁରିପଦା ମୁଖ୍ୟରାସ୍ତାରୁ ବସ୍ତିରିଗୁଡା ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଏହି ରାସ୍ତାକାମ ହୋଇଥିଲା। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ...

ପୃଥକ୍‌ ଦୁର୍ଘଟଣା: ୩ ଜୀବନ ଗଲା

ଭଞ୍ଜନଗର/ପୁରୁଷୋତ୍ତମପୁର/ପାରଳାଖେମୁଣ୍ଡି,୪।୧(ଡି.ଏନ.ଏ): ଗଞ୍ଜାମ ଓ ଗଜପତି ଜିଲାରେ ମଙ୍ଗଳବାର ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଯୁବ ଆଇନଜୀବୀ ଓ ଜଣେ ଅବସରପ୍ରାପ୍ତ ଶିକ୍ଷକ ଅଛନ୍ତି। ଭଞ୍ଜନଗର ବାର୍‌ ଆସୋସିଏଶନର ଯୁବ ଆଇନଜୀବୀ ସୁରଜିତ ପଣ୍ଡାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri