ଗଜପତି

ପୋଲିସ ଘରେ କଳାକନା ବୁଲାଇଲେ ଚୋର, ଲୁଟିନେଲେ ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା

ପାରଳାଖେମୁଣ୍ଡି,୧୪ା୩(ଗିରିଧାରୀ ପରିଚ୍ଛା): ଲୋକଙ୍କ ଭିତରେ ଏବେ କୋକୁଆ ଭୟ। ସହରରେ ଚୋରି ଘଟଣାରେ ରୋକ୍‌ ଲଗାଇ ପାରୁନି ପୋଲିସ। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ପାଖାପାଖି ୨୦ରୁ ଊଦ୍ଧର୍‌ବ ଚୋରି ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି। କିଛି...

ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବ ବିଜେଡି

ଗଜପତି,୧୨।୩ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେଡି । ଏହି ସମ୍ପର୍କରେ ବୁଧବାର ସ୍ଥାନୀୟ ହାଇଟେକ୍‌ ପ୍ଲାଜାଠାରେ ବରିଷ୍ଠ ନେତା ତିରୁପତି ପାଣିଗ୍ରାହୀଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ...

ସନ୍ଦେହରୁ ସ୍ବାମୀଙ୍କ ଜୀବନ ନେଲେ ସ୍ତ୍ରୀ, ସାମ୍ବାଦିକ ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି

ପାରଳାଖେମୁଣ୍ଡି,୧୨ା୩: ଗଜପତି ଜିଲା ପାରଳାଖେମୁଣ୍ଡି ନଗରମ ପଲ୍ଲୀ ସାହିରେ ହୋଇଥିବା ହତ୍ୟା ଘଟଣାରେ ମୃତ ଜଗଦୀଶଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ସ୍ତ୍ରୀ ହରିଙ୍କୁ ଗିରଫ କରି ପାରଳାଖେମୁଣ୍ଡି ପୋଲିସ ମଙ୍ଗଳବାର ସିନ୍‌ ରିକ୍ରିଏସନ କରିଥିଲା। ଆଜି ସମସ୍ତ ଦିଗକୁ...

ସ୍ବାମୀଙ୍କ ତଣ୍ଟି କାଟି ଫେରାର ଥିବା ସ୍ତ୍ରୀଙ୍କୁ ଧରିଲା ପୋଲିସ

ଗଜପତି,୧୧।୩(ଗିରିଧାରୀ ପରିଛା): ସ୍ବାମୀଙ୍କ ତଣ୍ଟି କାଟି ଫେରାର ଥିବା ହତ୍ୟାକରୀ ସ୍ତ୍ରୀଙ୍କୁ ମଙ୍ଗଳବାର ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଗିରଫ ମହିଳା ଜଣକ ହେଲେ ମୃତ ଜଗଦୀଶ ମେଲେକାଙ୍କ ସ୍ତ୍ରୀ ହାରି ରଇତ। ପୋଲିସ ଅଭିଯୁକ୍ତଙ୍କୁ ଧରି ଘଟଣାସ୍ଥଳରେ ପହଞ୍ଚି...

ଭଡ଼ାଘରେ ପଡ଼ିଛି ସ୍ବାମୀଙ୍କ ମୃତଦେହ, ସ୍ତ୍ରୀ ଫେରାର

ପାରଳାଖେମୁଣ୍ଡି,୮ା୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ନଗର ପଲ୍ଲୀ ସାହିର ଏକ ଭଡ଼ାଘରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାବେଳେ ସ୍ତ୍ରୀ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ଜଣଙ୍କ ହେଉଛନ୍ତି ଗୁଣୁପୁର ନିକଟ ଜଗନ୍ନାଥପୁର...

ମଣ୍ଡି ନାହିଁ, ଫାଇଦାରେ ଆନ୍ଧ୍ର ବେପାରୀ

ପାରଳାଖେମୁଣ୍ଡି, ୭/୩(ଗିରିଧାରୀ ପରିଛା):ଗଜପତି ଜିଲାରେ କପା ମଣ୍ଡିର ସୁବିଧା ନ ଥିବାରୁ କପାଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ଦିନର ଦାବି ପରେ ମଧ୍ୟ ଜିଲାରେ କପା ମଣ୍ତି ଖୋଲିପାରିନି। ଏହାର ଫାଇଦା ନେଇ ଆନ୍ଧ୍ର...

ଦଣ୍ଡଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ପୂଜାହେଲା ନାଟକ ବହି

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ରୁଦ୍ରକାଳୀଙ୍କ ଦଣ୍ଡଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରୁ ୧୩ ଦିନ ଧରି ଅନୁଷ୍ଠିତ ହେବ। ସେ ସମୟରେ ରୁଦ୍ରକାଳୀ ନାଟ୍ୟ ସଂଘ ତରଫରୁ ଉପେନ୍ଦ୍ର ପରିଡ଼ାଙ୍କ ଦ୍ୱାରା ରଚିତ...

ଗୋଟିଏ ଗାଁ ହେଲେ ଓଡ଼ିଶା, ଆନ୍ଧ୍ରର ପୃଥକ୍‌ ଅଙ୍ଗନଓ୍ବାଡି କେନ୍ଦ୍ର: ଚର୍ଚ୍ଚାରେ ଏହି ପଞ୍ଚାୟତ

ପାରଳାଖେମୁଣ୍ଡି,୫ା୩(ଗିରିଧାରୀ ପରିଛା):ଗଜପତି ଜିଲା ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା। ଗୋଟିଏ ଗଁା, ହେଲେ ରହିଛି ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର। ଗୋଟିଏ ଓଡ଼ିଶା ଓ ଅନ୍ୟଟି ଆନ୍ଧ୍ରପ୍ରଦେଶର। ପୂର୍ବରୁ ସୀମା ବିବାଦକୁ ନେଇ ଚର୍ଚ୍ଚାରେ ରହିଥିବା ଏହି ପଞ୍ଚାୟତରେ ଆନ୍ଧ୍ର...

ଭେଣ୍ଡିଂ ଜୋନର ଅବ୍ୟବସ୍ଥା ଦେଖି ବିଧାୟକ କ୍ଷୁବ୍ଧ

ପାରଳାଖେମୁଣ୍ଡି, ୪।୩ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ ପାଣିଗ୍ରାହୀ ଅଚାନକ କାଶୀନଗର ବସ ଷ୍ଟାଣ୍ଡଠାରେ ପହଞ୍ଚି ସେଠାରେ ହେଉଥିବା ଦୈନିକ ପରିବା, ମାଛ ଓ ମାଂସ ବଜାର ପରିଦର୍ଶନ କରି ସେଠାକାର ପରିବେଶ ପରିଚ୍ଛନ୍ନ ସ୍ବଚ୍ଛତା ଦେଖି...

ପାଣି ପାଇଁ ପାରଳାଖେମୁଣ୍ଡି ସେରଙ୍ଗ ମୁଖ୍ୟ ରାସ୍ତା ଅବରୋଧ; ଗ୍ରୀଷ୍ମ ଆରମ୍ଭ ପୂର୍ବରୁ ପାଣି ସମସ୍ୟା

ଗଜପତି,୪।୩(ଗିରିଧାରୀ ପରିଛା): ସରକାର ଘରେ ଘରେ ପାଇପ୍‌ ଦ୍ୱାରା ପାନୀୟ ଜଳ ଯୋଗାଇ ଦେବା ପାଇଁ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରିଛନ୍ତି। ହେଲେ ଦୀପତଳ ଅନ୍ଧାର ଭଳି ଦେଖିବାକୁ ମିଳିଛି ଗଜପତି ଜିଲା ଗୁମ୍ମା ପଞ୍ଚାୟତ ଅଧିନସ୍ତ ବ୍ଲକ...

ରାମଗିରିକୁ ବ୍ଲକ କରିବାକୁ ଦାବି କଲେ ୧୧ ପଞ୍ଚାୟତର ଲୋକେ

ପାରଳାଖେମୁଣ୍ଡି,୩ା୩(ଗିରିଧାରୀ ପରିଛା): ଜୋର ଧରୁଛି ବ୍ଲକ ପୁନର୍ଗଠନ ଦାବି। ଉଭୟ ନୁଆଗଡ ଓ ଉଦୟଗିରି ବ୍ଲକ ଅଞ୍ଚଳର ୧୧ ପଞ୍ଚାୟତର ଜନ ପ୍ରତିନିଧି ଓ ଶତାଧିକ ସ୍ଥାନୀୟ ବାସିନ୍ଦା ସୋମବାର ଜିଲାପାଳଙ୍କୁ ଭେଟି ଆଲୋଚନା କରିବା ସହ ଏକ ଦାବିପତ୍ର...

ପୂର୍ବତନ ଓ୍ବାର୍ଡମେମ୍ବରଙ୍କୁ ଗଳାକାଟି ହତ୍ୟା: ମୃତଦେହକୁ ବାଇକ୍‌ରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଇ ରାସ୍ତାରେ ଫିଙ୍ଗି ଦେଲେ

ଗଜପତି,୩।୩(ଗିରିଧାରୀ ପରିଛା): ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri