ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼
ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ ପଞ୍ଜର ମାଝୀ, ଅଧିକାରୀ ଲାଲୁ ପରିଛା, ଅସ୍ମିନ ନାୟକ ସମେତ ୧୩ ଭୁକ୍ତା...
ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ
ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ପାଣିଗ୍ରାହି କହିଛନ୍ତି, ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ...
ଇଦ୍ ଉଲ୍ ଫିତର ପାଳିତ
ଜି.ଉଦୟଗିରି,୩୧ା୩ (ଚିନ୍ମୟ କୁମାର ସେଠୀ): ସାରା ବିଶ୍ୱରେ ମୁସଲମାନ ସମ୍ପ୍ରଦାୟର ଜନସାଧାରଣ ମହା ଆନନ୍ଦରେ ଇଦ୍ ଉଲ ଫିତର ପର୍ବ ପାଳନ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଏହି ପର୍ବକୁ ବିଶ୍ୱବାସିଙ୍କ ଖୁସି କାମନା କରି ପାଳନ କରାଯାଇଛି। ପବିତ୍ର...
ଜଳସଙ୍କଟଙ୍କୁ ନେଇ ବିଧାନସଭାରେ ଉଦ୍ବେଗ ପ୍ରକାଶ କଲେ ବିଧାୟକ
ଗଜପତି,୨୭।୩(ଗିରିଧାରୀ ପରିଛା):ଜିଲାରେ ଦିନକୁ ଦିନ ତାପମାତ୍ରା ବଢ଼ୁଥିବା ବେଳେ ଚଳିତ ବର୍ଷ ଗ୍ରୀଷ୍ମ ଆରମ୍ଭରୁ ଗଜପତି ଜିଲା ଜଳସଙ୍କଟ ଦେଖିବାକୁ ମିଳିଛି। ଜିଲାରେ ବିଗତ ବର୍ଷ ଅଗଷ୍ଟ ମାସଠାରୁ ବର୍ଷା ଗାୟବ ହୋଇଯାଇଛି। ଜିଲାର ଜଳ ଉତ୍ସଗୁଡିକ ଶୁଷ୍କ ହୋଇଯାଇଥିବା...
ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର
ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି। ସେ ହେଲେ ସାନକରଞ୍ଜ ସାହି ଗାଁର ଦିବାକର ଭୂୟାଁ। ତାଙ୍କ ଦେହରେ ୩ଟି...
ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ୍ୟୁ ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ଗଜପତି,୨୪।୩(ଗିରିଧାରୀ ପରିଛା): ରବିବାର ଗଜପତି ଜିଲା ରାମଗିରି ଠାରେ ଛତୁଆ ଖାଇ ଗୋଟିଏ ପରିବାରର ଦୁଇ ଶିଶୁ ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ବ୍ରହ୍ମପୁର ବଡ ମେଡିକାଲ ରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ମୃତ ଦୁଇ ଶିଶୁଙ୍କ...
ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ; ବାପା, ବଡ଼ ଝିଅ ଗୁରୁତର
ଗଜପତି, ୨୩ା୩(ଗିରିଧାରୀ ପରିଛା): ବିଷାକ୍ତ ଛତୁଆ ଖାଇ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ରାମଗିରିରେ। ଦୁଇ ଭଉଣୀ ତୁଳସୀ ବଡମୁଣ୍ଡି(୬)ଏବଂ ଗୁଣବତୀ ବଡମୁଣ୍ଡି (୩) ମୃତ୍ୟୁ ବରଣ କରିଥିବା ବେଳେ ବାପା...
ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ
ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି ଥିଲେ ଲୋକେ। ଶୁକ୍ରବାର ମୋହନା ଥାନାରେ ଏସ୍ପି ଯତୀନ୍ଦ୍ର କୁମାର ପଣ୍ଡା ଦୋଷୀଙ୍କ...
ଗଞ୍ଜେଇ ଜବତକରି ଫେରୁଥିଲେ, ପଛପଟୁ ମାଡ଼ିଆସି ଗ୍ରାମବାସୀ: ଢେଲା ପଥର ମାଡ଼ରେ ୨୬ ପୋଲିସ କର୍ମଚାରୀ ଆହତ
ମୋହନା,୨୧।୩:(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଯୁବ ପଞ୍ଚାୟତ ପିଡିଆରି ଗାଁରେରେ ଗୁରୁବାର ରାତିଅଧରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜେଇ ଜବତ ବେଳେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଗାଡି ଭଙ୍ଗାରୁଜା କରିବା...
୩୦ ଘଣ୍ଟାରୁ ଅଧିକ ସମୟ ହେଲାଣି ୨ ବିଶିଷ୍ଠ ବ୍ୟବସାୟୀ ଘରେ ଚାଲିଛି ଆୟକର ଚଢାଉ
ଗଜପତି,୨୧।୩(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଦୁଇ ବିଶିଷ୍ଠ ବ୍ୟବସାୟୀ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ପାରଳାଖେମୁଣ୍ଡିର ଦୁଇ ବ୍ୟବସାୟୀ ହେଲେ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକାର। ଉଭୟଙ୍କ ଘରେ ଗତ...
୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ
ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର ଫାଙ୍କୁଥିବା ସନ୍ଦେହରେ ବିଭାଗର ୭ଜଣିଆ ଦୁଇଟି ଟିମ୍ ଉଭୟ ବ୍ୟବସାୟୀଙ୍କ ପାରଳାଖେମୁଣ୍ଡି ସହରର...
ଲୋକଙ୍କ ସ୍ବାର୍ଥରେ ବିଧାନସଭାରେ ୨ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ପାରଳାଖେମୁଣ୍ଡି ବିଧାୟକ
ଗଜପତି,୨୦।୩ (ଗିରିଧାରୀ ପରିଛା):ବିଧାନସଭା ବର୍ତ୍ତମାନ ଚାଲିଥିବା ବେଳେ ପ୍ରଶ୍ନ ଉତ୍ତର କାଳରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଲୋକଙ୍କ ସ୍ବାର୍ଥରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି ଏବଂ ତାହାର ଜବାବ ବି ମାଗିଛନ୍ତି । ସେ ପ୍ରଥମ ପ୍ରଶ୍ନ...
Archives


