ଗଜପତି

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ ସଚିବ ଭାବରେ ଦ୍ବାୟିତ୍ୱ ନେଇଥିବା ବେଳେ ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ…

ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ…

ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ ଲାଗି…

ପିକନିକ୍‌ କରିବାକୁ ଯାଇଥିଲେ, ଗାଧୋଉଥିବାବେଳେ ଖସିଗଲା ଗୋଡ଼: ୧୮ ଘଣ୍ଟା ପରେ…

ମୋହନା,୫।୧(ମନ୍ମଥ ମିଶ୍ର): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର। ପର୍ଯ୍ୟଟନ ଋତୁ ଚାଲିଥିବାବେଳେ ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଯାହା ଫଳରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ପାରଳାଖେମୁଣ୍ଡିର କିଛି ଯୁବକ ଆର ଉଦୟଗିରି ବ୍ଲକରେ…

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଶିଶୁକନ୍ୟା ସମେତ ତିନି…

ରୋଷେଇ କରୁଥିଲେ ମହିଳା: ହଠାତ୍‌ ଲାଗିଲେ ନିଆଁ

ମୋହନା,୪।୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତରବା ପଞ୍ଚାୟତର ହାଚିପଙ୍କା ଗାଁରେ ରୋଷେଇ କରୁଥିବା ବେଳେ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି l ମହିଳା ଜଣକ ହେଲେ ଗାଁର ସୁନାମ ମଲ୍ଲୀକଙ୍କ ସ୍ତ୍ରୀ ଚନ୍ଦ୍ରକଳା ମାଝୀ (୨୬)ପରିବାର…

ବ୍ରିଜ୍‌ରୁ ତଳକୁ ଖସିଲା ବାଇକ୍‌, ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ମୋହନା,୪।୧( ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମହେନ୍ଦ୍ରଗଡ ଗାଁ ନିକଟରେ ଥିବା ବ୍ରିଜ ତଳ ନଈକୁ ଖସିଲା ବାଇକ। ବାଇକ୍‌ ଖସିବା ଫଳରେ ଜଣେ ମୃତ ସହ ଜଣେ ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ଆର୍‌ ଉଦୟଗିରି ଥାନା…

ନୂଆ ବର୍ଷରେ ନବୀନଙ୍କୁ ଭେଟିଲେ ପାରଳାଖେମୁଣ୍ଡି ବିଧାୟକ, ଚାଷୀଙ୍କ ସମସ୍ୟାକୁ ନେଇ…

ଗଜପତି,୩।୧(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଶନିବାର ସନ୍ଧ୍ୟାରେ ନବୀନ ନିବାସକୁ ଯାଇ ସେଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇଛନ୍ତି । ବିଜେଡି ସୁପ୍ରିମୋ…

୧୫ ବର୍ଷ ହେଲା ୨ଟି ପେନସନ ପାଉଛନ୍ତି ଅବସରପ୍ରାପ୍ତ ଶିକ୍ଷକ, ଜଣାପଡିବା ପରେ…

ମୋହନା,୩।୧( ମନ୍ମଥ ମିଶ୍ର ): ପୂର୍ବ ସରକାରଙ୍କ ୨୫ ବର୍ଷ ଶାସନ କାଳରେ ଏମିତି ଅନେକ ଦୁର୍ନୀତି ହୋଇଛି । ଯାହାକି ସରକାରୀ ବାବୁମାନଙ୍କ ବ୍ୟବସ୍ଥା ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଛି। ଏଭଳି ଏକ ଦୁର୍ନୀତି ଚିତ୍ର ଗଜପତି ଜିଲା ମୋହନା…

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ ସଭାପତିତ୍ୱ କରିଥିଲେ। ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଯୋଗଦେଇ ପାରଳାଖେମୁଣ୍ଡି ନିର୍ବାଚନ…

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ ହେଲା ଜିଲାପାଳ ମଧୁମିତା ଛୁଟିରେ ଥିବା ବେଳେ ବର୍ତ୍ତମାନ ସରକାରଙ୍କ ପକ୍ଷରୁ ନୂତନ ଜିଲାପାଳଙ୍କ…

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ସ୍ୱାସ୍ଥ୍ୟବସ୍ଥା ସୁଧୁରିବାର ନାଁ ନେଉନାହିଁ। ଗୋଟିଏ ପଟେ ରାଜ୍ୟରେ ଡାକ୍ତରମାନେ ଦିନକୁ ଏକ ଘଣ୍ଟା…

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର ଅନେକ ପଞ୍ଚାୟତ ଦୁର୍ଗମ ଅଞ୍ଚଳରେ ରହିଥିବା ବେଳେ କିଛି ଗ୍ରାମ ଗୁଡିକ ଜଙ୍ଗଲ ପାହାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri