ଗଜପତି

ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ …

ମୋହନା,୨୫।୩( ମନ୍ମଥ ମିଶ୍ର ): ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ ମହିଳାଙ୍କୁ ସଚେତନ କରାଯାଇଛି। ଦିନକୁ ଦିନ ମହିଳା ଓ ଶିଶୁ ନିର୍ଯାତନା ରାଜ୍ୟରେ ବଢ଼ିବାରେ ଲାଗିଛି । ଯାହା ଫଳରେ ବୁଧବାର…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ ଚିକିତ୍ସା କରିପାରୁନାହାନ୍ତି। ବିଜୁ ସ୍ବାସ୍ଥ୍ୟ କାର୍ଡ ପାଖରେ ଥାଇ ମଧ୍ୟ ଏବେ ଅଲୋଡ଼ା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ କୁମାର ସାହଙ୍କ ନିର୍ଦ୍ଦେଶରେ ଗଞ୍ଜେଇ ମୁକ୍ତ ଅଭିଯାନ ଚାଲିଛି। ମୋହନା ଥାନା ଓ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର ସାଢେ ଦଶଟା ରାତିରେ ଏକ ବୁଲେଟ ଗାଡି କୌଣସି କାରଣରୁ ଦୁର୍ଘଟଣା ହେବାରୁ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ ଘାଟିରେ ଘଟିଛି ଏହି ଅଘଟଣ । ତେବେ ଏହି ଦୁର୍ଘଟଣାରେ ଭାଜପା ନେତା…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର ଦେଇ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ପରେ ସଂଘ ପକ୍ଷରୁ ତହସିଲ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଆଲିଗଣ୍ଡା ଗାଁରେ। ସରକାରୀ ଲକ୍ଷ୍ମୀ…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର ଚନ୍ଦ୍ରଗିରି ବନାଞ୍ଚଳ ଅଧିକାରୀ ୪ ଗୋଟି ଟ୍ରାପ କ୍ୟାମେରା ଲଗାଇଛନ୍ତି । ସୂଚନା…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪ ଦିନ ତଳେ କାଇଟିମା ଗାଁ ର ରୟାମ ବେହେରାଙ୍କ ଏକ ବଳଦକୁ ଅଜଣା…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ ସେମାନଙ୍କ…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ ଓ ସ୍ତ୍ରୀ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି। ନିଆଁର ପ୍ରକୋପ ଏତେ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା ସାମ୍ନାକୁ ଆସିଛି। ଏହି ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?