ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ
ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଶାସନିକ ଅଧିକାରୀ ଭାବେ ନିୟମିତ ସେବାରେ ଏହା ତାଙ୍କର ପ୍ରଥମ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ
କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ
ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ ସମୟରେ ପୋଲିସକୁ ଗଞ୍ଜେଇ ନେଇ ବିଶ୍ବସ୍ତ ସୁତ୍ରରୁ ସୂଚନା ମିଳିଥିଲା । ଗଜପତି…
ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…
ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍ଜେଲ୍ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ପ୍ରାୟ ୪୫ ଦିନ ଧରି ସେ ଏକ ପୋକ୍ସୋ…
ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…
ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍ ମାମଲାରେ ଗଜପତି ସାଇବର ସେଲ୍ ଏବଂ ଆର୍ଥିକ ଅପରାଧ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଆଉ…
ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ ହଷ୍ଟେଲରୁ ବ୍ରହ୍ମପୁର ଅଭିମୁଖେ ସ୍କୁଟିରେ ଫେରୁଥିବା ବ୍ରହ୍ମପୁର ବାପୁଜୀ ନଗର ୪ର୍ଥ ଲେନରେ…
ଦୁର୍ଗମ ଲବାରସିଂରୁ ଭାରତ ସରକାରଙ୍କ ବରିଷ୍ଠ ବୈଜ୍ଞାନିକ-ଏଫ୍: ଗଜପତିର ଗୌରବ ଡ଼ଃ ସତ୍ୟବାନ ବିଶୋୟୀରତ୍ନ
ମୋହନା,୩ା୯( ମନ୍ମଥ ମିଶ୍ର ): ଗଜପତି ପାଇଁ ଗୌରବ ଆଣିଲେ ଡ଼ଃ. ସତ୍ୟବାନ ବିଶୋୟୀରତ୍ନ । ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଦୁର୍ଗମ ଆଦିବାସୀ ଅଞ୍ଚଳ ଲବାରସିଂ ଗ୍ରାମର ଏକ ସାଧାରଣ ପରିବାରରୁ ଆସି ଆଜି ଭାରତ ସରକାରଙ୍କ ବରିଷ୍ଠ…
ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…
ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ ମନା କରିବା ସହ ବନ୍ଧକ ରଖାଯାଇ ନଥିବା କହି ପ୍ରତାରଣା କରାଯାଇଥିବା ଅଭିଯୋଗ…
ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର
ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସିଦ୍ଧ କୁମାର ଓରଫ ସିଦ୍ଧ ଆରାଧ୍ୟା ଓରଫ ଲକି(୩୦)। ତାଙ୍କ…
୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର
ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟରେ ମାତ୍ର ୨ଟି ଶ୍ରେଣୀଗୃହରେ ୫ ଶ୍ରେଣୀର ୧୦୪ ଛାତ୍ରୀଛାତ୍ର…
ଆର୍ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ
ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ ଥିବାବେଳେ ଶର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଶନିବାର ପୂର୍ବାହ୍ନରେ କାର୍ଯ୍ୟାଳୟ…

