ଗଜପତି

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର ଉଭୟ ପାର୍ଶ୍ୱରେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ଆର୍‌.ଉଦୟଗିରି…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ ଜାରି ରହିଛି। ଏହି ଦୁଇ ଥାନା ଅଞ୍ଚଳରୁ ପାଖାପାଖି ୧୦ ଟନରୁ ଅଧିକା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ ଘରୋଇ ଗ୍ୟାସ୍‌ ସିଲିଣ୍ଡର୍‌ ଅଭାବ ଦେଖିବାକୁ ମିଳିଛି। ଯାହାର ପ୍ରଭାବ ଗଜପତି ଜିଲାରେ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର ନିକଟରେ ଥିବା ପମ୍ପ ହାଉସ୍‌ରେ ବୁଧବାର…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା କରି ଭାଜପା ସମର୍ଥିତ ପ୍ରାର୍ଥୀ ଦିଲୀପ ରାୟଙ୍କୁ ସମର୍ଥନ କରିଥିଲେ। ଫଳରେ ରାଜ୍ୟ…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି ନୂତନ ଜଳଛତ୍ର ଆର୍‌ ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ ଉଦଘାଟନ କରିଥିବାବେଳେ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା ବ୍ଲକ ଅନ୍ତର୍ଗତ ରାଇପୁର ଗ୍ରାମର ବାସିନ୍ଦା। ସେ ଦଳ ପାଇଁ ତୃଣମୂଳସ୍ତରରୁ କାମ…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ ଗଜପତି ପୋଲିସ ପକ୍ଷରୁ ପାଖାପାଖି ୧୦ ଟନ ଗଞ୍ଜେଇ ଜବତ ହୋଇ ସାରିଲାଣି।…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ। ବୃଦ୍ଧ ଗୋବିନ୍ଦ ପାତ୍ର (୮୫) ନିଜ ଘର ପାଖରେ ଥିବା ଆମ୍ବ, ପଣସ…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଥିଲେ। ସେ କଟକ ଜିଲା ନିଆଳି ବ୍ଲକର ଓଲଟପୁର ଗ୍ରାମର ବୋଲି…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ ଖରା ଓ କାଳବୈଶାଖୀ ବର୍ଷା ପବନ ସମୟରେ ମଧ୍ୟ ଦୋକାନ ବାରଣ୍ଡାରେ ପଡିରହିଛୁ।…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର ଯାଉଥିବା ସମୟରେ ବିଳମ୍ବିତ ରାତିରେ କେନ୍ଦୁଘାଟି ବୁଲାଣିରେ ଟ୍ରକର ଯଏଣ୍ଟ ଛିଡ଼ିଯିବା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?