ଗଜପତି

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଡେଙ୍ଗାଆମ୍ବ ଗାଁର ସନ୍ୟା ମଲ୍ଲିକଙ୍କ ପୁଅ ଜୟ ମଲ୍ଲିକ।…

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ ହେବ ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି। ସୋମବାର ୪.୩ ଡିଗ୍ରୀ ସେଲ୍ସିଏସ ରହିଥିବା…

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ ଫସଲ, କଦଳୀ ଚାଷ ନଷ୍ଟ ହେବା ସହ କେତେକ ସ୍ଥାନରେ ଘର ଭାଙ୍ଗିଥିବା ଖବର…

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ କରିବା ସହ ଜିଲ୍ଲାର ଗୌରବ ବଢ଼ାଇଛନ୍ତି। ସେମାନଙ୍କର ଏହି ସଫଳତା ରୋଲର କ୍ରୀଡ଼ାରେ ଏକ…

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି। ଅଧିକାଂଶ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିନାହିଁ। ମିଲ୍‌ ମାଲିକମାନେ ମଣ୍ଡିକୁ ଯାଉନାହାନ୍ତି। ଏହି ସମୟରେ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ ପାଇଁ ସହଜ ହେବ। ନିର୍ମାଣ ହେବାକୁ ଥିବା ୪୬୦ ମିଟର ଲମ୍ବର ଏହି ପୋଲ…

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ ଗାଁ ବୁଲୁଛନ୍ତି। ହେଲେ ଶନିବାର ବ୍ଲକର ଯାନୀଗୁଡ଼ା ଗ୍ରାମରେ ପଶି ଘର, ଗୁହାଳ ଭାଙ୍ଗିବା…

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ ହେଲେ ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ କେଶରୀଗୁଡ଼ା ଗ୍ରାମର ମାଥିସ ଲିମା। ଆର.ଉଦୟଗିରି…

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ…

ଅଭିଯୁକ୍ତଙ୍କୁ ପଳାତକ ଘୋଷିତ କରି ୱାରେଣ୍ଟ ଜାରି କଲେ କୋର୍ଟ 

ମୋହନା,୨।୧୨( ମନ୍ମଥ ମିଶ୍ର ): ଗଞ୍ଜେଇ ଚୋରା ଚାଲାଣ ବେଳେ ଆନ୍ଧ୍ରପ୍ରଦେଶ ପୋଲିସ ଦ୍ୱାରା ଧରାପଡ଼ି ଜେଲ ଯାଇ ବେଲରେ ଆସିଥିଲେ। ପରେ କୋର୍ଟର ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ହାଜର ନ ହେବା କାରଣରୁ ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶର ଏକ କୋର୍ଟ ପଳାତକ…

ବାଜିଲା ରାଜ୍ୟ ସରକାରଙ୍କ ମୋହର: ଏଣିକି ଆନ୍ଧ୍ରକୁ ଯିବାକୁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡିବନି, ନିର୍ମାଣ ହେବ…

ଗଜପତି,୨।୧୧(ଗିରିଧାରୀ ପରିଛା): ଉପାନ୍ତ ଗଜପତି ଜିଲାରେ ଆନ୍ଧ୍ର ସହ ଗମନା ଗମନ ସୁବିଧା ଏବଂ ବ୍ୟବସାୟିକ ଦୃଷ୍ଟି କୋଣରୁ ଉଭୟ ରାଜ୍ୟ ମଧ୍ୟରେ ସମ୍ପର୍କ ସୁଦୃଢ ହେବା ଉଦ୍ଦେଶ୍ୟରେ ବହୁଦିନ ଧରି ଲୋକଙ୍କ ଦାବି ରହିଥିଲା। ବଂଶ ଧାରା ନଦୀ ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri