ଗଜପତି

Gajapati: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ

ମୋହନା,୩୧।୧(ମନ୍ମଥ ମିଶ୍ର): ଗଜପତି ଜିଲା ଚାନ୍ଦିପୁଟ ଥାନା ଯୋଡ଼ାପଦର ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ ଯାଇଥିବା ୧୧କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ...

ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ: ଆମ୍ବୁଲାନ୍ସ କର୍ମଚାରୀଙ୍କ ପ୍ରଚେଷ୍ଟାରେ ମେଡିକାଲ ପହଞ୍ଚିଲେ

ମୋହନା, ୨୧ା୧( ମନ୍ମଥ ମିଶ୍ର): ରାସ୍ତା ନଥିବାରୁ ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବାଡେଗୁଡା ପଞ୍ଚାୟତ ପଡ଼େରେମା ଗାଁରେ। ଗାଁର ଲଷ୍ମୀ ନାୟକ ନାମକ ମହିଳାଙ୍କୁ...

ସାମ୍ପଲ ଔଷଧର କଳା ବଜାରକୁ ନେଇ ଚଢ଼ାଉ

ପାରଳାଖେମୁଣ୍ଡି,୧୪।୧(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରିପଡାଠାରେ ଥିବା ଶଶି ଔଷଧ ଦୋକାନ ଉପରେ ଡ୍ରଗ ନିରୀକ୍ଷକଙ୍କ ଅଚାନକ ଚଢ଼ାଉ ହୋଇଛି । ଆଜି ସକାଳେ ଗଜପତି ଜିଲାର ଡ୍ରଗ ନିରୀକ୍ଷକ ପ୍ରସନ୍ନ କୁମାର ମଲ୍ଲିକ କୌଣସି...

ଶୀତରେ ଥରୁଛି ଜି. ଉଦୟଗିରି: ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ

ଜି ଉଦୟଗିରି,୧୧।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତର ଲହରୀ ଜାରି ରହିଛି । ଶନିବାର ସର୍ବନିମ୍ନ ତାପମାତ୍ରା ୪. ୮ ରେକର୍ଡ କରାଯାଇଛି। ଗତ କିଛି ଦିନ ଧରି ରାଜ୍ୟର ସବୁଠାରୁ ଥଣ୍ଡା...

କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ

ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ମୃତ ଲକ୍ଷହିରାଙ୍କ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ହଠାତ୍‌ ପହଞ୍ଚିଲେ ବିଧାୟକ, ଦେଲେ ବଡ଼ ପ୍ରତିଶ୍ରୁତି

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୯।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୁଧବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଛନ୍ତି। ଗସ୍ତ କରି ଚିକିତ୍ସାଳୟ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା...

ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା ପଏଣ୍ଟରେ କଡାକଡି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଗଜପତି ଜିଲାରେ ଏହାର...

ସ୍କୁଟିକୁ ପିଟିଲା ବାଇକ୍‌, ୩ ଗୁରୁତର

ମୋହନା ୧ା୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନାସ୍ଥିତ କଣ୍ଟେଇକୋଳି ଗାଁ ନିକଟରେ ବୁଧବାର ସ୍କୁଟି ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଗୌରୀ ଶବର (୨୧) ଓ ଅପସରା ଶବର(୧୫)...

ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ...

ଥରିଲା ମୋହନା, ହଠାତ୍‌ ଜୋର୍‌ରେ ଶବ୍ଦ ହେବାରୁ…

ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ଗଜପତି ଜିଲା ମୋହନାଠାରେ ହଠାତ୍‌ କିଛି...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ ସୀତା ସାଗରରୁ ମିଳିଲା ଗଳିତ ଶବ। ଏହି ହତ୍ୟାରେ ଏକାଧିକ ଲୋକଙ୍କ ସମ୍ପୃକ୍ତି...

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି। ଏନେଇ ଜିଲାର ଚାଷୀମାନେ ବିଭିନ୍ନ ସ୍ଥାନରେ ନିଜ ଅସନ୍ତୋଷ ପ୍ରକାଶ କରି ରାସ୍ତାରୋକୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri