ସାମ୍ପଲ ଔଷଧର କଳା ବଜାରକୁ ନେଇ ଚଢ଼ାଉ
ପାରଳାଖେମୁଣ୍ଡି,୧୪।୧(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରିପଡାଠାରେ ଥିବା ଶଶି ଔଷଧ ଦୋକାନ ଉପରେ ଡ୍ରଗ ନିରୀକ୍ଷକଙ୍କ ଅଚାନକ ଚଢ଼ାଉ ହୋଇଛି । ଆଜି ସକାଳେ ଗଜପତି ଜିଲାର ଡ୍ରଗ ନିରୀକ୍ଷକ ପ୍ରସନ୍ନ କୁମାର ମଲ୍ଲିକ କୌଣସି ଏକ…
ଶୀତରେ ଥରୁଛି ଜି. ଉଦୟଗିରି: ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ
ଜି ଉଦୟଗିରି,୧୧।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତର ଲହରୀ ଜାରି ରହିଛି । ଶନିବାର ସର୍ବନିମ୍ନ ତାପମାତ୍ରା ୪. ୮ ରେକର୍ଡ କରାଯାଇଛି। ଗତ କିଛି ଦିନ ଧରି ରାଜ୍ୟର ସବୁଠାରୁ ଥଣ୍ଡା ସହର…
କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ
ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ମୃତ ଲକ୍ଷହିରାଙ୍କ ସାମୀ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ହଠାତ୍ ପହଞ୍ଚିଲେ ବିଧାୟକ, ଦେଲେ ବଡ଼ ପ୍ରତିଶ୍ରୁତି
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୯।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବୁଧବାର ବିଳମ୍ବିତ ରାତିରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଛନ୍ତି। ଗସ୍ତ କରି ଚିକିତ୍ସାଳୟ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ବୁଝି…
ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର
ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା ପଏଣ୍ଟରେ କଡାକଡି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଗଜପତି ଜିଲାରେ ଏହାର ବ୍ୟତିକ୍ରମ…
ସ୍କୁଟିକୁ ପିଟିଲା ବାଇକ୍, ୩ ଗୁରୁତର
ମୋହନା ୧ା୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନାସ୍ଥିତ କଣ୍ଟେଇକୋଳି ଗାଁ ନିକଟରେ ବୁଧବାର ସ୍କୁଟି ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଗୌରୀ ଶବର (୨୧) ଓ ଅପସରା ଶବର(୧୫) ଓ…
ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ ଜିରୋରେ…
ଥରିଲା ମୋହନା, ହଠାତ୍ ଜୋର୍ରେ ଶବ୍ଦ ହେବାରୁ…
ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ଗଜପତି ଜିଲା ମୋହନାଠାରେ ହଠାତ୍ କିଛି ଶବ୍ଦ…
ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ ସୀତା ସାଗରରୁ ମିଳିଲା ଗଳିତ ଶବ। ଏହି ହତ୍ୟାରେ ଏକାଧିକ ଲୋକଙ୍କ ସମ୍ପୃକ୍ତି ଥିବା…
ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ
ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି। ଏନେଇ ଜିଲାର ଚାଷୀମାନେ ବିଭିନ୍ନ ସ୍ଥାନରେ ନିଜ ଅସନ୍ତୋଷ ପ୍ରକାଶ କରି ରାସ୍ତାରୋକୋ କରି…
୨ ଦିନ ଧରି ଥିଲେ ନିଖୋଜ: ଏବେ ପୋଖରୀରୁ ମିଳିଲା…
ପାରଳାଖେମୁଣ୍ଡି,୨୭।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ସୀତାସାଗର ଗ୍ରାମ ଏକ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସେ ୨ ଦିନ…
ସରକାରୀ କ୍ୱାର୍ଟର୍ସରେ ଝୁଲିପଡ଼ିଲେ ଫାର୍ମାସିଷ୍ଟ
ଗଜପତି,୨୪/୧୨(ଗିରିଧାରୀ ପରିଛା):ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ଜଣେ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଗଣେଶ ବେହେରା ବୋଲି ଜଣାପଡିଛି।ଆଜି ସକାଳେ ସହକର୍ମୀମାନେ ଗଣେଶ…
Archives


