ଗଜପତି

ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି ଦେଖାଇଛନ୍ତି। ଗଜପତି ଜିଲାର ଚମ୍ପାପୁର ଏବଂ ଆନ୍ଧ୍ରର ସିଙ୍ଗିପୁର ମଧ୍ୟରେ ବିବାଦ...

କନ୍ଧୁଣୀଦେବୀ ମହୋତ୍ସବ ଉଦ୍‌ଯାପିତ

ସୋରଡା,୨୧ା୯(ଡି.ଏନ୍‌.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ, ଏହି ଅଞ୍ଚଳ ହେଉଛି କଳା ଓ ସଂସ୍କୃତିର ଅଞ୍ଚଳ। ଏଠାରେ ପର୍ଯ୍ୟଟନର...

ସୀମା ଟପିଲା ପୁଅ-ବୋହୂଙ୍କ ନିର୍ଯାତନା: ସବୁ ସମ୍ପତ୍ତି ଦାନ କରିବେ ଜାନକୀ

ପାରଳାଖେମୁଣ୍ଡି,୨୦ା୯(ସ୍ବ.ପ୍ର.)-ଏକମାତ୍ର ପୁଅ-ବୋହୂଙ୍କ ନିର୍ଯାତନା ଆଇ ସହ୍ୟ ହୋଇନାହିଁ। ବାଧ୍ୟହୋଇ ଜଣେ ୭୫ବର୍ଷୀୟ ବୃଦ୍ଧା ପୁଅକୁ ନିଜ ସମ୍ପତ୍ତିରୁ ବେଦଖଲ କରିବା ପାଇଁ ମନସ୍ଥ କରିଛନ୍ତି। ଏହି ସବୁ ସମ୍ପତ୍ତି ସେ ଦାନ କରିବା ସହ ନିଜ ଘରକୁ ବୃଦ୍ଧାଶ୍ରମ କରିବା...

ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ନିୟମକୁ ତିନି ମାସ କୋହଳ ବି କରିଛନ୍ତି ।...

ତିନି ଭାଇଙ୍କୁ ବାସନ୍ଦ ଘଟଣା, ତୁଟିଲା ବିବାଦ

ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ ବିଦ୍ୟାଳୟରେ ଏକୁଟିଆ କରାଯାଇଥିବା ନେଇ ବାସନ୍ଦ ପରିବାର ମଙ୍ଗଳବାର ବିଇଓଙ୍କ ସହିତ ଆଲୋଚନା...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ...

ଓଭରଟେକ୍‌ କରିବା ବେଳେ ପୋଲକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

ଚନ୍ଦ୍ରଗିରି,୧୨।୯ (ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପତି ଗୋବିନ୍ଦପୁର ଗ୍ରାମ ନିକଟ କିନିବିନି ପଲୋରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଆଉ...

ବିଦ୍ୟୁତ୍‌ ତାରରେ ଝୁଲୁଛି ଜୀବନ ଡୋରୀ

ଚନ୍ଦ୍ରଗିରି,୧୧।୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ ପାହାଡ ପର୍ବତ ଘେରା ଗରଡ଼ମା ପଞ୍ଚାୟତର ରାଜଖମା ଗାଁ। ମୋହନାଠାରୁ ପ୍ରାୟ...

ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସୋରଡା ବିଧାୟକ...

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି ବିଦେଶୀ ମଦ କାରଖାନା ଉପରେ ଚଢାଉ କରିଛି। ଏଠାରୁ ବିପୁଳ ପରିମାଣର ହାତ...

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ ହୋଇଛନ୍ତି। ନୀଳକଣ୍ଠ ସନ୍ଧ୍ୟା ପ୍ରାୟ ୭ଟାରେ ଗଁା ଦାଣ୍ଡରେ ଛିଡା ହୋଇଥିଲେ।...

ଟ୍ରାଫିକ ନିୟମ କଡ଼ାକଡ଼ି: ମୋହନା ପୋଲିସର ଯାନବାହନ ଯାଞ୍ଚ, ୩୯ ହଜାର ଜରିମାନା ଆଦାୟ

ଚନ୍ଦ୍ରଗିରି, ୭।୯(ଡି.ଏନ୍‌.ଏ.): ଟ୍ରାଫିକ ନିୟମ କଡ଼ାକଡ଼ି ଭାବେ ଲାଗୁହେବା ପରେ ବିଭିନ୍ନ ସ୍ଥାନରେ ପରିବହନ ଓ ପୋଲିସ ବିଭାଗ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଉଛି । ଏଭଳି କ୍ରମରେ ଗଜପତି ଜିଲା ମୋହନା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ପୋଲିସ...

Advertisement
Archives

Model This Week

Why Dharitri