ଗଜପତି

ଛାତ୍ର ନେତାଙ୍କୁ ଦଳରୁ ତଡିଲା ବିଜେଡି, ହତ୍ୟା ମାମଲାରେ ହୋଇଥିଲେ ଗିରଫ

ଗଜପତି,୨୨।୨: ଜଣେ ବୃଦ୍ଧାଙ୍କୁ ହତ୍ୟା ମାମଲାରେ ଗିରଫ ଛାତ୍ର ବିଜେଡି ନେତାଙ୍କୁ ନିଲମ୍ବନ କରିଛି ଦଳ । ଗଜପତି ଜିଲା ପାରଳାଖେମୁଣ୍ଡି କରଣସାହିର ସରୋଜିନୀ ପଟ୍ଟନାୟକ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଅମିତ ପଟ୍ଟନାୟକଙ୍କୁ ଦଳରୁ ବାହାର କରିଛି ବିଜେଡି। ସେ...

ନଳକୂପରୁ ବାହାରୁଛି ଦୂଷିତ ପାଣି: ସମାଧାନ ନ ହେଲେ ଭୋଟ ଦେବୁନାହିଁ

ପାରଳାଖେମୁଣ୍ଡି,୧୫ା୨(ଗିରିଧାରୀ ପରିଛା): ଗଜପତି ଜିଲା ଗୋଶାଣୀ ବ୍ଲକ ଅଧୀନ ଲାବଣ୍ୟଗଡ଼ ପଞ୍ଚାୟତ କାନସଡା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ଗ୍ରାମବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେବା ସହ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଗ୍ରାମରେ ସ୍ବଚ୍ଛ ପାନୀୟ...

ଶ୍ୱଶୁରଙ୍କ ମୁହଁରେ ମୁଖାଗ୍ନି ଦେଲେ ବୋହୂ

ଗଜପତି,୧୩।୨ (ଗିରିଧାରୀ ପରିଛା): ସାଧାରଣତଃ ପୁଅଟିଏ ମା’ବାପାଙ୍କ ମୁହଁରେ ମୁଖାଗ୍ନି ଦେଇଥାଏ। ଆଜିକାଲି ସମୟରେ ଝିଅ ବି କେତେକ ସ୍ଥାନରେ ଏହି ଭୂମିକା ତୁଲାଉଥିବା ନଜରକୁ ଆସୁଛି। ହେଲେ ଏକ ବିରଳ ଘଟଣାକ୍ରମରେ ଗଜପତି ଜିଲାର କାଶୀନଗରରେ ଜଣେ ବୋହୂ...

ଘର ଖଣ୍ଡେ ନ ମିଳିବାରୁ ଧାରଣାରେ ବସିଲେ ୩ ଅସହାୟ

ମୋହନା,୧୨ା୨(ମନ୍ମଥ ମିଶ୍ର):ମୋହନା ବ୍ଲକ କାର୍ଯ୍ୟାଳୟରେ ଦେଖିବାକୁ ମିଳିଛି ଏକ କରୁଣ ଚିତ୍ର। ଶାରୀରିକ ଅକ୍ଷମତା ସହ ଦାରିଦ୍ର୍ୟ କାରଣ ପରିସ୍ଥିତି ସତ୍ତ୍ୱେ ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡିଏ ମିଳୁନି। ଯାହାଫଳରେ ବର୍ଷ ବର୍ଷ ଧରି ସରପଞ୍ଚଠାରୁ ବହୁ ବିଭାଗୀୟ ଅଧିକାରୀଙ୍କୁ...

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୧୨/୨ (ଗିରିଧାରୀ ପରିଛା):ଗଜପତି ଜିଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲା। ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଏଠି ଲୋକଙ୍କ ଗମନାଗମନ ପାଇଁ ଗୋଟିଏ ଭଲ ରାସ୍ତା ନିର୍ମାଣ କରାଯାଇ ପାରିନାହିଁ। ଅନେକଥର ନିଜ ଗାଁ ରାସ୍ତା ସମସ୍ୟା ଗୁମ୍ମା ବ୍ଲକ...

ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି,୧୧ା୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ମ୍ୟୁନିସିପାଲିଟି କାର୍ଯ୍ୟାଳୟରେ ରବିବାର ରାତିରେ ନିଆଁ ଲାଗିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଉଛନ୍ତି। ଅଗ୍ନିକାଣ୍ଡରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ, ପଲିଥିନ ଓ ଅନେକ ଆସବାବପତ୍ର ପୋଡି ପାଉଁଶ ହୋଇଛି। ନିଆଁ କିଭଳି...

ଦୁର୍ଘଟଣାରେ ଚାଲିଗଲା ଶିଶୁର ଜୀବନ, ୫ ଆହତ

ଗଜପତି,୯ା୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ପାଟିକୋଟା ଛକ ନିକଟରେ ଶୁକ୍ରବର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ଶିଶୁର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୩ ଜଣ ଶିଶୁ ଏବଂ ୨...

ପରିତ୍ୟକ୍ତ ଅବସ୍ଥାରେ ୬ ଦିନର ଶିଶୁପୁତ୍ର ଉଦ୍ଧାର

ପାରଳାଖେମୁଣ୍ଡି,୫ା୨(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକଠାରେ ପରିତ୍ୟକ୍ତ ଅବସ୍ଥାରେ ୬ଦିନ ଶିଶୁପୁତ୍ରକୁ ଉଦ୍ଧାର କରିଛି ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ...

ସଫଳତାର ମୂଳମନ୍ତ୍ର କଠିନ ପରିଶ୍ରମ: ପାଣ୍ଡିଆନ

ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୪।୧(ଗିରିଧାରୀ ପରିଛା/ମନୋଜ ପାଢ଼ୀ): ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଦିନିକିଆ ଗଜପତି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଯୁବପିଢିଙ୍କ ଭିତରେ କ୍ରୀଡ଼ା, କଳା, ସାହିତ୍ୟ, ସଂସ୍କୃତି ଓ ସାମାଜିକ ସେବାକାର୍ଯ୍ୟର ଭାବଧାରା...

ଚୋରି କରିବାକୁ ଆସି ବୃଦ୍ଧାଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୨୨ା୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି କରଣ ସାହିରେ ରବିବାର ରାତିରେ ଘରେ ଏକାକୀ ଥିବା ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ସରୋଜିନୀ ପଟ୍ଟନାୟକ(୭୦)। ଶରୀରରେ କ୍ଷତ ଚିହ୍ନ ଥିବା ଓ ଘର ସାରା ଲଙ୍କାଗୁଣ୍ଡ ପଡିଥିବାରୁ...

ପରିଚୟ ହଜାଇଛି ବୃନ୍ଦାବନ ପ୍ୟାଲେସ

ପାରଳାଖେମୁଣ୍ଡି, ୨୮ା୧୨ (ଗିରିଧାରୀ ପରିଛା)ଗଜପତି ଜିଲାରେ ରାଜବଂଶର କୀର୍ତ୍ତି ବହନ କରୁଥିବା ବୃନ୍ଦାବନ ପ୍ୟାଲେସ ବା ବସନ୍ତ ନିବାସ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ରହିଛି ମହାରାଜା ଗୌରଚନ୍ଦ୍ର ଗଜପତି ଓ ତାଙ୍କ ପୁତ୍ର କୃଷ୍ଣଚନ୍ଦ୍ର...

ଗୋଦାମଘରେ ପାଠପଢ଼ା

ମୋହନା,୧୪ା୧୨(ମନ୍ମଥ ମିଶ୍ର)ବିଦ୍ୟାଳୟରେ ନାହିଁ ଆବଶ୍ୟକ ଶ୍ରେଣୀ ଗୃହ, ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ବାରଣ୍ଡାରେ ଚାଲୁଛି ଏକାଥରକେ ତିନି ତିନୋଟି ଶ୍ରେଣୀର ପିଲାଙ୍କ ପାଠପଢା। କେବଳ ସେତିକି ନୁହେଁ ଗୋଦାମ ଗୃହରେ ମଧ୍ୟ ପଢୁଛନ୍ତି ଛାତ୍ରୀଛାତ୍ରୀ। ଏଭଳି ଅବ୍ୟବସ୍ଥା ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri