ସପ୍ତାହନ୍ତ ଶଟ୍ଡାଉନ୍ ନେଇ ନୂଆ ଗାଇଡ୍ଲାଇନ୍
ପାରଳାଖେମୁଣ୍ଡି,୨୩।୪(ଡି.ଏନ୍.ଏ.): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସପ୍ତାହନ୍ତ ଶଟ୍ଡାଉନ୍ ସରକାର ଘୋଷଣା କରିଛନ୍ତି। ଏହି ଆଧାରରେ ଶନିବାର ଓ ରବିବାର ଦୁଇଦିନ ଗଜପତି ଜିଲା ସମେତ ପାରଳାଖେମୁଣ୍ଡି ସହର ମଧ୍ୟ ଶଟ୍ଡାଉନ ରହିବ। କେବଳ ଅତ୍ୟାବଶ୍ୟକ କାରବାରକୁ ଅନୁମତି...
ପାରଳା ମୁଖ୍ୟରାସ୍ତା ଜବରଦଖଲ ଉଚ୍ଛେଦ
ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟ ରାସ୍ତାର ଦୁଇ ପାର୍ଶ୍ୱକୁ ଲାଗି ରହିଥିବା ସ୍ଥାନଗୁଡିକରେ ଜବରଦଖଲ ଉଚ୍ଛେଦ କରାଯାଇଛି । ସୂଚନାଯୋଗ୍ୟ, ବହୁ ବର୍ଷ ହେଲା ଏଠାରେ ଜବରଦଖଲକାରୀମାନେ ରାସ୍ତା ଉପରେ ଥିବା ନାଳ...
ଭୟଙ୍କର ରୂପ ନେଉଛି କରୋନା: ଗଜପତି ଜିଲାପାଳ ଜାରିକଲେ କଟକଣା
ପାରଳାଖେମୁଣ୍ଡି,୧୭।୪(ଡି.ଏନ୍.ଏ.): ଭୟଙ୍କର ରୂପ ନେଉଛି କରୋନା। ଦେଶ ତଥା ରାଜ୍ୟରେ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ପୁଣି ଗଜପତି ଜିଲାରେ ୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ପଜିଟିଭ୍ ସଂଖ୍ୟା ମୋଟ ୪୨୭୨ରେ ପହଞ୍ଚିଛି।...
ବସନ୍ତ ବିହାର କଣ୍ଟେନମେଣ୍ଟ ଜୋନ ଘୋଷଣା
ପାରଳାଖେମୁଣ୍ଡି, ୧୬।୪(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ବସନ୍ତ ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ବସନ୍ତ ବିହାରକୁ କଣ୍ଟେନମେଣ୍ଟ ଜୋନ...
୨ ଜେଲରେ ୧୨ ଅନ୍ତେବାସୀ ପଜିଟିଭ
ପାରଳାଖେମୁଣ୍ଡି/ଆର୍.ଉଦୟଗିରି,୧୧।୪: ଗଜପତି ଜିଲା ପାରଳାଖେମୁଣ୍ଡି ଓ ଆର୍.ଉଦୟଗିରି ସବ୍ଜେଲର ୧୨ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାରଳାଖେମୁଣ୍ଡି ଉପକାରାଗାରରେ ବର୍ତ୍ତମାନ ୨୬୦ ଅନ୍ତେବାସୀ ଅଛନ୍ତି। ସେଥିମଧ୍ୟରେ ଗତ ୧ରୁ ୧୦ ତାରିଖ ମଧ୍ୟରେ ୬ ଜଣ କରୋନା ସଂକ୍ରମିତ...
ସିଲ୍ ହେଲା ଆଉ ୨ ସିନେମା ହଲ୍
ପାରଳାଖେମୁଣ୍ଡି, ୧୦।୪(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ୨ଟି ସିନେମା ହଲ୍କୁ ଶନିବାର ସିଲ୍ କରିଛି ପ୍ରଶାସନ। ଜୟ ମା’ ଓ ଲକ୍ଷ୍ମୀ ସିନେମା ହଲ୍କୁ ଅନିର୍ଦ୍ଦିିଷ୍ଟ କାଳ ଯାଏ ସିଲ୍ କରାଯାଇଛି। କୋଭିଡ୍ ଗାଇଡ୍ଲାଇନ ଉଲ୍ଲଂଘନ ଅଭିଯୋଗରେ ଏପରି କରାଯାଇଥିବା...
ଗୋଟିଏ ଦିନରେ ସିଲ୍ ହେଲା ୫ ସିନେମା ହଲ୍
ପାରଳାଖେମୁଣ୍ଡ/ରାୟଗଡ଼ା ଅଫିସି,୯।୪: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ଦ ହୋଇଛି ୫ଟି ସିନେମା ହଲ୍। କରୋନା ଗାଇଡ୍ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଲଷ୍ମୀ ହଲ, ଜୟା ହଲ, ଓ ଏସ୍.କେ ହଲକୁ ଶୁକ୍ରବାର ସିଲ...
ପ୍ରାତଃ ଭ୍ରମଣ ପାଇଁ ଯାଇଥିଲେ: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ
ପାରଳାଖେମୁଣ୍ଡି:୨୪।୩(ଡି.ଏନ୍.ଏ.): ଗଜପତି ଜିଲା ଗୋସାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଏକ ଅଜଣା ଗାଡ଼ି ଧକ୍କାରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗରବନ୍ଧା ଥାନା ଅନ୍ତର୍ଗତ ଶାସନପୁରୁ ଗ୍ରାମର ନାରାୟଣ ରାଓ। ପ୍ରକାଶ ଯେ,...
ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ନାବାଳିକାଙ୍କ ଜୀବନ
ପାରଳାଖେମୁଣ୍ଡି:୧୪।୩: ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡିଠାରୁ ୫କି.ମି କିମି ଦୂର କତଲକଇଠା ଗ୍ରାମରେ ରବିବାର ଏକ ବେସରକାରୀ ସଂସ୍ଥାର ଆମ୍ବୁଲାନ୍ସ ଗାଡି ଧକ୍କାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏସ୍. ଲକ୍ଷ୍ମୀ(୧୦)। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା...
ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ
ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ ଜବତ କରିଛି। ସୋମବାର ସାଇଣ୍ଟିଫିକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ...
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ପାରଳାଖେମୁଣ୍ଡି,୨।୩(ଡି.ଏନ.ଏ)-ଗଜପତି ଜିଲା ରାୟଗଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି। ଆୟବର୍ହିଭୁତ ସମ୍ପର୍ଭ ଠୁଳ ଅଭିଯୋଗରେ ଆଜି ଭୋରରୁ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି ।...
ଜେଲରୁ ୨ କଏଦୀ ଫେରାର
ଆର.ଉଦୟଗିରି,୨୮।୨(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର ଶରତ କୁମାର ଦେଓ। ଗଞ୍ଜେଇ ଚାଲାଣ ମାମଲା ନଂ. ୫୬/୨୦ ଅନୁଯାୟୀ...