ଗୋ ଚାଲାଣ ରୋକିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା
ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲା ସ୍ଥରୀୟ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ରେ ଯୋଗଦେଇ ମୋହନା ଆସୁଥିଲେ ମନ୍ତ୍ରୀ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ…
ରାସ୍ତାରେ ଚଲାଇ ଚଲାଇ ଗୋରୁ ନେଉଥିଲେ ଚାଲାଣକାରୀ: ଦେଖି ଅଟକି ଗଲେ ମନ୍ତ୍ରୀ, ଗାଡ଼ିରୁ ଓହ୍ଲାଇ…
ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲାସ୍ଥରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ମୋହନା ଆସୁଥିଲେ ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ ଗାଇଙ୍କୁ…
ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା
ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…
ହୋଲି ଦିନ ଘରେ ପଶି ସଂଘବଦ୍ଧ ଭାବେ କରିଥିଲେ ହତ୍ୟା: ଆସିଲା ରାୟ
ପାରଳାଖେମୁଣ୍ଡି,୧।୮: ୨୦୦୯ରେ ପାରଳାଖେମୁଣ୍ଡିର ୧ନମ୍ବର ୱାର୍ଡରେ ଘଟିଥିବା ବହୁ ଚର୍ଚ୍ଚିତ ହତ୍ୟା କାଣ୍ଡର ଗୁରୁବାର ରାୟ ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏଡିଜେ ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭତ୍ତି କରି ହତ୍ୟାକାଣ୍ଡ ସମ୍ପୃକ୍ତ ୧୪ଜଣ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମିଳିଥିବା…
ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ
ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ ଧାରଣା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସରକାର…
ଭଲ ଫସଲ ଅମଳ ପାଇଁ ଆଶା ବାନ୍ଧିଛି ଚାଷୀ
ପାରଳାଖେମୁଣ୍ଡି, ୧୭।୭ (ଗିରିଧାରୀ ପରିଛା): ଗଜପତି ଜିଲାର ସମସ୍ତ ୭ଟି ବ୍ଲକ ଲୋକସଂଖ୍ୟାର ପ୍ରାୟ ୮୦ ପ୍ରତିଶତରୁ ଅଧିକ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। କିଏ ଅର୍ଥକାରୀ ଫସଲ ଧାନ ତ ଆଉ କିଏ ଫଳ, ପରିବା ଚାଷ ଉପରେ…
ପାହାଡ଼ ଉପରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ୫ ଗିରଫ
କବିସୂର୍ଯ୍ୟନଗର,୧୨ା୭ (କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ମଙ୍ଗଳବାର ଗଣବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ଗୁରୁବାର ପୋଲିସ…
ଜଗନ୍ନାଥଙ୍କ ଭଜନ ଗାଉ ଗାଉ ଟଳି ପଡିଲେ ଅତିରିକ୍ତ ଜିଲାପାଳ
ଗଜପତି,୧୧।୭(ଗିରିଧାରୀ ପରିଚ୍ଛା): ମୃତ୍ୟୁ କେତେବେଳେ ଆସେ ଜାଣି ହୁଏନି। ଖୁସି କି ଦୁଃଖର ସମୟ ବୁଝେନି ମୃତ୍ୟୁ। ଆଉ ଅଚାନକ ସମୁଦ୍ରର ଢେଉ ଭଳି ମାଡିଆସେ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାର ପାରଳାଖେମୁଣ୍ଡିରେ। ଖୁସିର ମାହୋଲରେ ଗୀତ…
ଯାତ୍ରୀଙ୍କୁ ଧରିଯାଉଥିବା ବସ୍ ଓଲଟିଲା: ୧୦ଆହତ ୨ଗୁରୁତର
ଗଜପତି,୮।୭: ଗଜପତି ଜିଲା ଉଲିଆପଦା ଗାଁରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଯାତ୍ରୀଙ୍କୁ ଧରିଯାଉଥିବା ଏକ ଘରୋଇ ବସ୍ ବାଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ଫଳରେ ଦୁର୍ଘଟଣାରେ ୧୦ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର…
ପାରଳାଖେମୁଣ୍ଡିରେ ପହଞ୍ଚିଲା ପାରଳା ରାଜବଂଶୀୟ ଅମଳର ଟ୍ରେନ୍ ଇଞ୍ଜିନ୍, ନିର୍ମାଣରେ ଖର୍ଚ୍ଚ ହୋଇଥିଲା ଏତିକି ଟଙ୍କା
ଗଜପତି,୭ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଆସି ପହଞ୍ଚିଛି ପାରଳାଖେମୁଣ୍ଡି ରାଜବଂଶୀୟଙ୍କ ପୁରାତନ କୀର୍ତ୍ତି। ଲୋକଙ୍କ ଯାତାୟାତ ପାଇଁ ପାରଳା ରାଜବଂଶୀୟ ଯେଉଁ ରେଳସେବା ଆରମ୍ଭ କରିଥିଲେ ପ୍ରାୟତଃ ଅଖଣ୍ଡ ଭାରତବର୍ଷରେ କିଛି ହାତଗଣତି ସ୍ଥାନରେ ହିଁ ରେଳସେବା ରହିଥିଲା।…
ମୁଖ୍ୟମନ୍ତ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିବା ଆଇଆଇସିଙ୍କୁ ବଦଳି
ପାରଳାଖେମୁଣ୍ଡି,୫ା୭(ଗିରିଧାରୀ ପରିଛା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବରୁ ଥାନାରେ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା କେନ୍ଦୁଝର ଆଇଆଇସି ତ୍ରିନାଥ ସେଠୀଙ୍କୁ ଗଜପତି ଜିଲାକୁ ବଦଳି ହୋଇଛି। କଟକ ପୋଲିସ ମୁଖ୍ୟାଳୟରୁ ଏହି ବଦଳି ଆଦେଶ ହୋଇଛି। ସେହିପରି ଭଦ୍ରକ ଥାନାର…
ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ
ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍ ଚାନ୍ଦିପୁଟ ସରପଞ୍ଚ କନକଲତା ପାଲ ଓଡ଼ିଆ ଲେଖି ଜାଣି ନ ଥିବା ନେଇ ତାଙ୍କଠାରୁ…
Archives


