ଗଜପତି

୮୫୭ ଶ୍ରମିକଙ୍କୁ ୨ କୋଟିରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ

ପାରଳାଖେମୁଣ୍ଡି,୧ା୫(ଡି.ଏନ୍‌.ଏ.): ମଣ୍ଡଳୀୟ ଶ୍ରମ ଆୟୁକ୍ତ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟ ପରିସର, ଗ୍ରାମ୍ୟଉନ୍ନୟନ ତାଲିମ କେନ୍ଦ୍ର ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି...

ପାଣି ପାଇଁ ଚୁଆ ଖୋଳିଲେ ଗାଁ ଲୋକେ

ପାରଳାଖେମୁଣ୍ଡିି,୨୯ା୪(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ସମସ୍ତଙ୍କୁ ପାଣି ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ମୋହନା ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟା ଦୂର କରି ନ ପାରିବାରୁ ଗ୍ରାମବାସୀ ଚୁଆ ଖୋଳି ପାଇବା ପାଣି ସଂଗ୍ରହ କରିବାକୁ ବାଧ୍ୟ...

ଅବ୍ୟବସ୍ଥାରେ ନଳାଘାଟ ବିଦ୍ୟାଳୟ

ପାରଳାଖେମୁଣ୍ଡି,୨୮।୪(ଡି.ଏନ୍‌.ଏ.):  ମୋହନା ବ୍ଲକର ବିଭିନ୍ନ ବିଦ୍ୟାଳୟ ଗୁଡିକ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏପରିକି ଅନେକ ବିଦ୍ୟାଳୟ ରହିଛି ଯେଉଁଠିକି ବିଦ୍ୟୁତ୍‌ ବଲ ଓହଳିଛି ତାର ବିଛା ଯାଇଛି କିନ୍ତୁ ବିଦ୍ୟୁତ୍‌ ସଂଯୋଗ ହୋଇନି । ଶୌଚାଳୟ ଅଛି ହେଲେ...

ବାହାଘରକୁ ଯାଉଥିବା ବେଳେ ଓଲଟିଲା ପିକ୍‌ଅପ୍‌: ୧୫ରୁ ଊର୍ଦ୍ଧ୍ୱ ଆହତ, ୭ ଗୁରୁତର

ପାରଳାଖେମୁଣ୍ଡି,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ପିକ୍‌ଅପ୍‌ ଓଲଟି ପଡ଼ିଛି। ଫଳରେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲା ବେଳେ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା...

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ ଲୋକ ପ୍ରତ୍ୟେକ ଦିନ ହସ୍ପିଟାଲ ଯାଇ ନିରାଶ ହୋଇ ଫେରୁଛନ୍ତି। ୬୦ ବର୍ଷରୁ...

ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍‌ଏଫ୍‌ରେ କାର୍ଯ୍ୟରତ ଯବାନ ଏମ୍‌ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ଖରଶଣ୍ଡାରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ...

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ,...

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଦଣ୍ଡାସି ସାହୁ ନିଜ ଘରେ ଜରାନିବାସ ଚଳାଉଥିବା ଦର୍ଶାଇ ଅର୍ଥ ହଡ଼ପ...

ଉତ୍ତରପ୍ରଦେଶରୁ ଉଠାଇ ଆଣିଲା ପୋଲିସ

ପାରଳାଖେମୁଣ୍ଡି,୨୧ା୪(ଡି.ଏନ୍‌.ଏ.): ଗଜପତି ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ ଆଲିଗଡ଼ ଜିଲା ଡୋରିନଗର ଗ୍ରାମର ଯଶୋବନ୍ତ ସିଂ। ଗଜପତି ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉତ୍ତରପ୍ରଦେଶରୁ ତାଙ୍କୁ ଉଠାଇ ଆଣିଛି। ଗତ ଅକ୍ଟୋବର...

୩ ପଞ୍ଚାୟତକୁ ସଂଯୋଗୀକରଣ ରାସ୍ତା ମରଣଯନ୍ତା

ପାରଳାଖେମୁଣ୍ଡି,୧୮।୪(ଡି.ଏନ୍‌.ଏ.):  ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଘୋରଣି, ବଡ଼ କୋତୋରୁ, ତାଟିପାଟି ଏହି ୩ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏହି ରାସ୍ତାର ଅବସ୍ଥା ଏପରି ହେଲାଣି ଯେ, ଲୋକେ ଯାତାୟାତ କରିବା ପାଇଁ ବିପଦ...

କେଶରିଗୁଡ଼ା ରାସ୍ତା ପାଲଟିଛି ମରଣଯନ୍ତା

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.):  ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ କରିବା ପାଇଁ ବିଭିନ୍ନ ଯୋଜନା କରି ଟଙ୍କା ଖର୍ଚ୍ଚ କରିବାରେ ଲାଗିଛନ୍ତି, ହେଲେ ତାହା ଜନସାଧାରଣଙ୍କ କାମରେ ନ ଲାଗି ନଷ୍ଟ ହେଉଛି। ଗ୍ରାମକୁ ଗମନାଗମନ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ...

ନିରାମୟ ଯୋଜନାରେ ରୋଗୀଙ୍କୁ ମିଳୁନି ଔଷଧ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.):  ପାରଳାଖେମୁଣ୍ଡିଠାରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିରାମୟ ଔଷଧ ବିତରଣ କେନ୍ଦ୍ର ବିନାମୂଲ୍ୟରେ ରୋଗୀଙ୍କୁ ଔଷଧ ଯୋଗାଇବା ପାଇଁ ଥିବାବେଳେ ଏହି କେନ୍ଦ୍ରରୁ ଠିକ୍‌ ରୂପେ ଔଷଧ ମିଳୁନଥିବା ଅଭିଯୋଗ ହେଉଛି। ରୋଗୀଙ୍କୁ ବାହାରୁ ଅଧିକ ଅର୍ଥ ଖର୍ଚ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri