ଗଜପତି

ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ ପାଇଁ ପ୍ରଶାସନର ପ୍ରୟାସ

ପାରଳାଖେମୁଣ୍ଡି,୨୨।୧୧ (ଗିରିଧାରୀ ପରିଛା): ଗଜପତି ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁପ ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ବର୍ତ୍ତମାନ ପିକନିକ ଋତୁ ଆରମ୍ଭ ହୋଇଥିବା ବେଳେ ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି ।...

ଗରା, ମାଠିଆ ରଖି ରାସ୍ତା ଅବରୋଧ: ହଟହଟା ହେଲେ ଯାତ୍ରୀ

ଆର୍‌ ଉଉଦୟଗିରି,୧୩।୧୧(ମନୋଜ କୁମାର ପାଢୀ) ଗଜପତି ଜିଲା ଆର୍‌ ଉଦୟଗିରି ଗ୍ରାମରେ ୧୦ ଦିନ ହେଲା ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏହି ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇ...

ମେଘାଚ୍ଛନ୍ନ ହୋଇ ମଧ୍ୟ ବର୍ଷା ନାହିଁ, ଚାଷୀ ନିରାଶ

ପାରଳାଖେମୁଣ୍ଡି,୧୦ା୧୧(ଗିରିଧାରୀ ପରିଛା)ଗଜପତି ଜିଲାରେ ଦୁଇ ମାସରୁ ଊର୍ଦ୍ଧ୍ୱ ଦିନ ହେଲା ବର୍ଷା ହୋଇନଥିବାରୁ ଚାଷ ଜମିଫାଟି ଆଁ କରିଛି। ଚାଷୀମାନେ ନିରାଶ ହୋଇ ରହିଥିବା ବେଳେ ଗତ ଦୁଇ ଦିନ ହେଲା ଗୋଷାଣୀ ବ୍ଲକ, ରାୟଗଡ଼ ବ୍ଲକ, ନୂଆଗଡ଼ ବ୍ଲକର...

ମାଟି ବଦଳରେ ଇଲେକ୍ଟ୍ରି ଦୀପ,ଚିନ୍ତାରେ କୁମ୍ଭକାର ପରିବାର

ପାରଳାଖେମୁଣ୍ଡି, ୯ା୧୧ (ଗିରିଧାରୀ ପରିଛା):ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି। ରଙ୍ଗୀନ ଆଲୋକର ସଜା ସହିତ ପୂର୍ବ ପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପ ଜାଳି ଶୁଭକାମନା କରନ୍ତି ଲୋକେ। ସମୟ ବଦଳିବା ସହ ଗ୍ରାହକଙ୍କ ଚାହିଦା ମଧ୍ୟ ବଦଳୁଛି। ଏବେ ମାଟି...

ବଢ଼ିଚାଲିଛି ପିଆଜ ଦର

ପାରଳାଖେମୁଣ୍ଡି,୬ା୧୧ (ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଁଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ...

କାର୍ତ୍ତିକରେ କନ୍ଦାଉଛି ପିଆଜ, ଦର ଖସିବ କେବେ…

ପାରଳାଖେମୁଣ୍ଡି,୫ା୧୧(ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଞ୍ଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ...

ଅବ୍ୟବସ୍ଥା ଘେରରେ ପ୍ରାଥମିକ ବିଦ୍ୟାଳୟ

ରାୟଗଡ଼(ଗଜପତି)୨ା୧୧(ଜ୍ୟୋତି ପ୍ରସାଦ ପାଣି ): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। କୋମଳମତି ପିଲାମାନେ ଏକ ସୁସ୍ଥ ବାତାବରଣ ଓ ନିରାପଦ ଶ୍ରେଣୀ ଗୃହରେ ବସି ପାଠ ପଢି ନିଜ ବିଦ୍ୟା ଅର୍ଜନ କରନ୍ତୁ। ସେମାନେ ସ୍ମାର୍ଟ ଶ୍ରେଣୀରେ ବସି ପାଠ...

ଧାନକ୍ଷେତରେ ଗୋରୁ ଚରାଇଲେ ଚାଷୀ

ପାରଳାଖେମୁଣ୍ଡି/ମୋହନା,୨ା୧୧ (ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ମରୁଡ଼ିର ପରିସ୍ଥିତି ଦେଖିବାକୁ ମିଳିଛି। ଜମି ଫାଟି ଆଁ କଲାଣି। ଚାଷୀ ଏବେ ଚିନ୍ତାରେ ମୁଣ୍ଡରେ ହାତଦେଇ ବସିଛି। ବର୍ଷାଭାବ ଯୋଗୁ ଏପରି ସ୍ଥିତି ଉପୁଜିଥିଲେ ମଧ୍ୟ ପ୍ରଶାସନର ଉଦାସୀନତା ମନୋଭାବ...

ଦୁର୍ଘଟଣାର ଶିକାର ହେଲେ ଗଜପତି ଜିଲା ଅତିରିକ୍ତ ଜିଲାପାଳ

ବ୍ରହ୍ମପୁର/ପାରଳାଖେମୁଣ୍ଡି,୨୧ା୧୦(ସୁବାସ ଚନ୍ଦ୍ର ପାଢ଼ୀ/ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଅତିରିକ୍ତ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଶନିବାର ସନ୍ଧ୍ୟାରେ କୌଣସି ବ୍ୟକ୍ତିଗତ କାମରେ ବ୍ରହ୍ମପୁର ଅଭିମୁଖେ ଯିବା ସମୟରେ ଆନ୍ଧ୍ରପ୍ରଦେଶ ଷୋମପେଣ୍ଠ ନିକଟରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ...

ମହାବଳ ବାଘ ଠାବ

ପାରଳାଖେମୁଣ୍ଡି, ୨୦ା୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡାହାତୀ ଜଳପ୍ରପାତ ନିକଟସ୍ଥ ସନ୍ତୋଷପୁର ଗ୍ରାମ ନିକଟରେ ମହାବଳ ବାଘ ଠାବ କରାଯାଇଛି। ଗତ ୧୮ ତାରିଖ ଦିନ ଗୋଟିଏ ଗାଈକୁ ଘୋଷାରି ନେଇ ମାରିଥିବା ଘଟଣା ସାମ୍ନାକୁ...

ସର୍ଭେରେ ଅଟକିଛି ମାଛଧରା ଜେଟି

ଛତ୍ରପୁର,୨୦ା୧୦(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀଠାରେ ମାଛ ଧରା ଜେଟି (ଫିସିଂ ହାରବୋର) ନିର୍ମାଣ ପ୍ରସ୍ତାବ ଦୀର୍ଘବର୍ଷ ଧରି ଅଟକିରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଧାରିତ ଜଙ୍ଗଲ ଜମିର କିସମ ପରିବର୍ତ୍ତନ, ଇଂଜିନିୟରିଂ ସର୍ଭେ, ପ୍ରକଳ୍ପ...

ଥଇଥାନ ନୀତିରେ ଅସନ୍ତୋଷ ବିସ୍ଥାପିତ

ଆର.ଉଦୟଗିରି,୧୮।୧୦(ମନୋଜ ପାଢୀ): ଗଜପତି ଜିଲା ଆର.ଉଦୟଗିର ବ୍ଳକ ଛେଳିଗଡରେ କାର୍ଯ୍ୟକାରୀ ହେଉଥିବା ବିଦ୍ୟୁତ ଜଳସେଚନ ପ୍ରକଳ୍ପର ବିସ୍ଥାପିତଙ୍କୁ ଆଜି ପର୍ଯ୍ୟନ୍ତ ଥଇଥାନ କରାଯାଇ ପାରିନାହିଁ। ୧୯୮୫ ରେ ଏହି ପ୍ରକଳ୍ପର ସର୍ଭେ ଆରମ୍ଭ ହୋଇଥିଲା। ଲୋକଙ୍କୁ ବୁଝାସୁଝା କରି ୨୦୦୮-...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri