ଗଜପତି

ଛେଳି ଚୋରିକୁ ନେଇ କଳି

ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସୀମାନ୍ତ ଗଙ୍ଗାବାଡ ପଞ୍ଚାୟତ ମାଣିକପାଟଣା ଗାଁରେ ରବିବାର ଏହି ଘଟଣା ଘଟିଛି। ଗତ...

ଗଜପତି ରାଜାଙ୍କ ଜମି ଜବରଦଖଲ ଅଭିଯୋଗ

ପାରଳାଖେମୁଣ୍ଡି,୬।୩: ଗଜପତି ଜିଲା ସଦର ମହକୁମାରେ ଥିବା ଗଜପତି ରାଜାଙ୍କ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ମହାରାଜାଙ୍କର ଗୁମ୍ମା ତହସିଲ ଅନ୍ତର୍ଗତ ବେତଗୁଡାରେ ଥିବା ଜମି ଓ କେତେକ ସରକାରୀ ଜମି ଜଣେ କମାଣ୍ଡାଣ୍ଟ ମାଡ଼ି ବସିଥିବା ଅଭିଯୋଗ ହୋଇଛି।...

ଗଜପତିରେ କଂଗ୍ରେସଠାରୁ ପଛରେ ଭାଜପା

ପାରଳାଖେମୁଣ୍ଡି,୩।୩(ଡି.ଏନ.ଏ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି ଗଜପତି ଜିଲାରେ ନୂଆ ଇତିହାସ ରଚିଛି। ଜିଲାର ମୋଟ ୧୪ଟି ଜିଲା ପରିଷଦ ଆସନରୁ ଦଳ୧୧ଟିରେ ବିଜୟ ଲାଭ କରିଛି । ଅନ୍ୟ ୩ଟି ଆସନ ମଧ୍ୟରୁ ୨ଟିରେ କଂଗ୍ରେସ ଓ...

ମହେନ୍ଦ୍ରଗିରିରେ ବିନା ଭକ୍ତରେ ଶିବରାତ୍ରି

ପାରଳାଖେମୁଣ୍ଡି,୨।୩ ଗଜପତି ଜିଲାର ମହେନ୍ଦ୍ରଗିରି ପାହାଡ଼ରେ ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ଶିବରାତ୍ରି ଓ ଜାଗର ଯାତ୍ରା ପାଳନ କରାଯାଇଛି । ପରମ୍ପରା ଅନୁସାରେ, ମହାଶିବରାତ୍ରି ସୋମବାର ରାତିରେ ମହେନ୍ଦ୍ରଗିରିଠାରେ ଜାଗର ପାଳନ ସହ ମହାଦୀପ ଉଠିଛି। ଜିଲାପାଳ ଲିଙ୍ଗରାଜ...

ଘରୁ ଡାକିନେଇ ମାରିଦେଲେ

ପାରଳାଖେମୁଣ୍ଡି,୨୫ା୨(ଡି.ଏନ୍‌.ଏ.): ଚନ୍ଦ୍ରଗିରି ନିକଟରେ ହାତଗୋଡ଼ ବନ୍ଧା ଜଣେ ଯୁବକଙ୍କ ମୃତଦେହ ଗୁରୁବାର ମୋହନା ପୋଲିସ ଜବତ କରିଥିଲା। ଶୁକ୍ରବାର ମୃତକଙ୍କ ପରିଚୟ ମିଳିଛି। ସେ ହେଲେ ଅଡବା ଥାନା ଖାରୀଗୁଡ଼ା ଲମଡାଙ୍ଗ ଗାଁର ଜୋସେଫ ନାୟକ। ବୁଧବାର ଜୋସେଫ କେତେଜଣ...

ଷ୍ଟ୍ରଙ୍ଗ ରୁମ୍‌ ଆଗରେ ଜଗି ରହିଛନ୍ତି ନେତା, କର୍ମୀ

ଆର.ଉଦୟଗିରି,୨୫।୨(ଡି.ଏନ୍‌.ଏ.): ଭୋଟ ବାକ୍ସ ଖୋଲି ବାଲାଟ ପେପର ହେରଫେର ଆଶଙ୍କାରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ (ଏସଏସଡି) ଷ୍ଟ୍ରଙ୍ଗରୁମ ସମ୍ମୁଖରେ ଜଗି ରହିଛନ୍ତି ଭାଜପା ଏବଂ କଂଗ୍ରେସର ନେତା ଏବଂ କର୍ମୀ। ଟେଣ୍ଟ ପକାଇ ଦିନରାତି ପାଳି କରି ୨୪...

ଆଜି ସାନି ମତଦାନ

ପାରଳାଖେମୁଣ୍ଡି,୨୫ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଉନ୍ନୟନ ଅଧିକାରୀ ତଥା ବ୍ଲକ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଅନୁସାରେ ପୁନଃ ମତଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଲିଙ୍ଗରାଜ ପଣ୍ଡା। ଆଜି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ...

ଖତ ଖାଉଛି ଦିବ୍ୟାଙ୍ଗଙ୍କ ସହାୟକ ଉପକରଣ

ପାରଳାଖେମୁଣ୍ଡି,୨୪।୨(ଡି.ଏନ୍‌.ଏ.):  ଗଜପତି ଜିଲା ମୋହନା ବ୍ଲକ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀଙ୍କ ଗୋଦାମ ଗୃହରେ ଦିବ୍ୟାଙ୍ଗମାନଙ୍କ ପାଇଁ ଆସୁଥିବା ସହାୟକ ଉପକରଣ ଖତ ଖାଇବାରେ ଲାଗିଛି। ପ୍ରଶାସନ ସବୁ ଜାଣି ଚୁପ ରହିଛି। ଗଜପତି ଜିଲା ମୋହନା ବ୍ଲକର ୩୯...

ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍‌ ପାଇଁ ହେଉଛି ଭୋଟ୍‌ ଗ୍ରହଣ l ଗୋଷାଣୀ ବ୍ଲକରେ...

ମତସାବ୍ୟସ୍ତ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨୨।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି। ଗଜପତି ଜିଲାର କାଶୀନଗର ଓ ଗୁମ୍ମା ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବରେ ଲୋକ ନିଜର ମତସାବ୍ୟସ୍ତ କରୁଛନ୍ତି। ସକାଳ ୭ ଟାରୁ ମତଦାନ ପ୍ରକ୍ରିୟା ଜାରି ରହିଥିବା...

ଭୁଶୁଡ଼ିବାରେ ଲାଗିଛି ମୁଖ୍ୟ ରାସ୍ତା

ପାରଳାଖେମୁଣ୍ଡି,୨୧।୨(ଡି.ଏନ୍‌.ଏ.)  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା ଯଥା ଶଙ୍କୁରି ପୋଖରୀଠାରୁ ବସ୍‌ଷ୍ଟାଣ୍ଡ ରାସ୍ତାରେ ଥିବା ଏସାର ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତା ଭୁଶୁଡ଼ିବାରେ ଲାଗିଛି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟିପଡୁନି। ବିଗତ ୪ବର୍ଷ ପୂର୍ବେ ଶଙ୍କୁରି ପୋଖରୀର...

ଭୋଟ୍‌ ବର୍ଜନ କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍‌ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା ନେଇ ଅସନ୍ତୁଷ୍ଟ ଓ ମୌଳିକ ସମସ୍ୟାର ସମାଧାନ ନ ହେବାରୁ ଭୋଟ୍‌ ବର୍ଜନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri