ଗଜପତି

ଲୋକପ୍ରିୟ ମୃଦୁ ପାନୀୟରେ କଣ୍ଡୋମ୍, କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ପାରଳାଖେମୁଣ୍ଡି, ୨୯।୫(ଗିରିଧାରୀ ପରିଛା): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଥିବା ବେଳେ ଗଜପତି ଜିଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି। ସାଧାରଣ ଜନତା ହୁଅନ୍ତୁ କିମ୍ବା ଗନ୍ତବ୍ୟ ପଥେ ଯାଉଥିବା ଯାତ୍ରୀ ସମସ୍ତେ ତୃଷା ମେଣ୍ଟାଇବା ପାଇଁ ଥଣ୍ଡା ପାନୀୟ…

ପଣସର ଅଭାବୀ ବିକ୍ରି, ବାହାର ରାଜ୍ୟ ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି,୨୭ା୫ (ଗିରିଧାରୀ ପରିଛା): ଗଜପତି ଜିଲାର ୭ଟି ବ୍ଲକ ଯଥା ମୋହନା, ଆର.ଉଦୟଗିରି, ନୂଆଗଡ, ଗୋଷାଣୀ, କାଶୀନଗର, ଗୁମ୍ମା ଏବଂ ରାୟଗଡ଼ ବ୍ଲକରେ ଉତ୍ପାଦିତ ପଣସର ଚାହିଦା ଦେଶର ବିଭିନ୍ନ ରାଜ୍ୟରେ ବେଶ ଅଧିକ ରହିଛି। ବିଶେଷକରି ପଡ଼ୋଶୀ ଆନ୍ଧ୍ର ପ୍ରଦେଶ…

ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…

ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର ଆକ୍ରମଣ କରିଥିଲେ। ଆକ୍ରମଣରେ ହରିଣ ଛୁଆ ଆହତ ହୋଇଥିଲା। ଗ୍ରାମବାସୀ ଏହା ଦେଖି ବନବିଭାଗକୁ…

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦ କରି ନିର୍ମିତ ହୋଇଥିବା ମାର୍କେଟ…

ସ୍ତ୍ରୀ ସହିତ ଅନୈତିକ ସମ୍ପର୍କରୁ ସାଙ୍ଗଙ୍କୁ ହତ୍ୟା

ପାରଳାଖେମୁଣ୍ଡି, ୨୩ା୫ (ଗିରିଧାରୀ ପରିଛା): ସ୍ତ୍ରୀ ସହିତ ଅନୈତିକ ସମ୍ପର୍କକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ଗତ ୧୯ ତାରିଖରେ ଘଟିଥିଲେ ମଧ୍ୟ ପୋଲିସ ଘଟଣାର ପ୍ରକୃତ ରହସ୍ୟ ଉପରୁ ଗୁରୁବାର ପର୍ଦ୍ଦାଫାସ କରିଛି। ଏହା…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)। ସେ ଭିନଳା ଗାଁର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ପ୍ରତିଦିନ ପରି ପ୍ରଶାନ୍ତ କୁଣ୍ଡା ବେପାର…

ଭୋଟ ବର୍ଜନ କଲେ ଅଞ୍ଚଳବାସୀ

ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ କେନ୍ଦ୍ରରେ ଲୋକେ ନିଜର ବହୁ ମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। କିନ୍ତୁ ମୋହନା ବ୍ଲକ…

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ହେଉଥିବା ନଜିର ରହିଛି । ହେଲେ ଏହି ଅଞ୍ଚଳ ବିଶେଷ କରି…

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା…

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି। ଆୟୋଜିତ ସମାବେଶରେ ଜିଲାର ଦୁଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ବ୍ରହ୍ମପୁର ଲୋକସଭା…

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର ଥିଲେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ। ରାସ୍ତା, ପାନୀୟ ଜଳ, ବିଦ୍ୟୁତ,…

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ ସମୟରେ ଦରମା। ଏଭଳି ସଙ୍ଗିନ୍‌ ଅଭିଯୋଗ କରିଛନ୍ତି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର, ନର୍ସ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri