ଗଜପତି

ଭଉଣୀଙ୍କ ସହ ଘରୁ ବାହାରିଥିଲେ, ଆଉ ଫେରିଲେନି; ଦୁର୍ଘଟଣାରେ ଚାଲିଗଲା…

ମୋହନା,୧୩।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ କଟାମା ପଞ୍ଚାୟତର ପୂର୍ବତନ ସରପଞ୍ଚ ହାଡ଼ିଆ କନ୍ଧଙ୍କ ପୁଅ ବାଇକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ସେ ହେଲେ ପୃଥିବୀରାଜ କନ୍ଧ(୧୭)। ସୂଚନା ପ୍ରକାରେ, ଅଡବା ଥାନା ଅନ୍ତର୍ଗତ କାଟାମା…

ଜଙ୍ଗଲରେ ଚଳାଇଥିଲେ ବେଆଇନ କାରବାର, ଅତର୍କିତ ଚଢ଼ାଉ କରି ଅବକାରୀ ବିଭାଗ…

ମୋହନା, ୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅବକାରୀ ବିଭାଗ ଅତର୍କିତ ଭାବେ ଚଢ଼ାଉ କରି ଦେଶୀ ମହୁଲି ମଦ ଓ ପୋଚ଼ ଜବତ କରିଛି। ବୁଧବାର ଘଟଣାସ୍ଥଳରେ ପୋଚ଼ ନଷ୍ଟ କରାଯାଇଥିବା ଜଣାପଡ଼ିଛି। ମୋହନା ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ…

ମାର୍ଲବା ଘାଟିରେ ଦୁର୍ଘଟଣା: ପାହାଡ଼କୁ ଧକ୍କା ଦେଲା ମେଶିନ ବୋଝେଇ ଟ୍ରକ

ମୋହନା,୧୨।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ମଙ୍ଗଳବାର ରାତିରେ ଏକ ହିଟାଚି ମେଶିନ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ମୃତ ହୋଇଥିବା ସହ ଦୁଇ ଗୁରୁତର ଆହତ ହୋଇଛନ୍ତି। ଟ୍ରକ୍‌ଟି ପାହାଡ଼କୁ…

ସାମାନ୍ୟ ବଚସା ହେଲା କାଳ: ସାନର ଛୁରାମାଡ଼ରେ ବଡ଼ ଭାଇର ଗଲା ଜୀବନ

ମୋହନା,୧୧।୧୧(ମନ୍ମଥ ମିଶ୍ର): ସାନ ଭାଇର ଛୁରା ମାଡ଼ରେ ବଡ଼ ଭାଇ ମୃତ୍ୟୁ।ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ରେବିଡି ଗାଁରେ। ବଡ଼ ଭାଇ ଅଜ୍ୟମ ଦଳବେହେରା ଓ ସାନ ଭାଇ ସୁଦିପ ଦଳ…

ପଣସ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ମୋହନା,୧୦ା୧୧(ମନ୍ମଥ ମିଶ୍ର): ପଣସ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଛି। ମୃତ ଯୁବକ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ ମାଣିକପୁର ପଞ୍ଚାୟତ ସରପଞ୍ଚ ଲକ୍ଷ୍ମଣ ଦଳାଇଙ୍କ ସାନ ପୁଅ କୁମୁଦ(୨୫)। ଚନ୍ଦ୍ରଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ…

୩ ସନ୍ତାନ ପ୍ରସବ କଲେ ମହିଳା

ମୋହନା,୯ା୧୦(ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମୋହନା ବ୍ଲକ ଖାରିଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିରି ଗାଁର ଜଣେ ମହିଳା ରବିବାର ୩ଟି ସନ୍ତାନ ପ୍ରସବ କରିଛନ୍ତି l ଗ୍ରାମର ଜିତେନ୍ଦ୍ର ମାଝୀଙ୍କ ସ୍ତ୍ରୀ ପୁଲିନା ଗର୍ଭବତୀ ଥିଲେ। ତାଙ୍କ ପ୍ରସବ ଯନ୍ତ୍ରଣା…

ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ…

ଚୋରି କରୁଥିଲେ ବାଇକ୍‌: ମାଡ଼ିବସିଲେ ଗାଁ ଲୋକେ

ମୋହନା,୫।୧୧(ମନ୍ମଥ ମିଶ୍ର): ଗାଁରେ ପଶି ଚୋରି କରୁଥିଲେ ବାଇକ। ଉଠିପଡିଲେ ଗାଁ ଲୋକେ ଆଉ ଡକାଡକି ହୋଇ ମାଡି ବସିଧରିଲେ ତିନି ଜଣ ଲୁଟେରାଙ୍କୁ l ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାରିଆବନ୍ଧ ଗାଁର…

ଚାଲିଥିଲା ସେକ୍ସ ରାକେଟ୍‌: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

କାଶୀନଗର, ୨ା୧୧(ପି.ମୁରଲୀ): ଗଜପତି ଜିଲା କାଶୀନଗର ଥାନା ଅନ୍ତର୍ଗତ ଏକ କଲୋନୀ ନିକଟରେ ଥିବା ଏକ ଘରେ ସେକ୍ସ ରାକେଟ ଚାଲିଥିବା ସୂଚନା ପାଇ କାଶୀନଗର ପୋଲିସ ଚଢାଉ କରିଥିଲା। ଚଢାଉ ବେଳେ ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଧରି ପଚରାଉଚରା କରିଥିଲା।…

ଏକମାତ୍ର ପୁଅ ଚାଲିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନାହିଁ, ଆବେଦନ କରି ବି ମିଳୁନି ଆବାସ…

ମୋହନା,୧ା୧୧(ମନ୍ମଥ ମିଶ୍ର)- ପରିଣତ ବୟସରେ ସାହା ହେବାକୁ କେହି ନାହିଁ। ଘରଟିଏ ନ ଥିବାରୁ ଆଶ୍ରୟ ନେଇଛନ୍ତି ଗାଁ କୋଠଘରେ। ଆବେଦନ କରି ମଧ୍ୟ ଏଯାଏ ମିଳିନି ତାଙ୍କୁ ଆବାସ ଯୋଜନାରେ ଘର ଖଣ୍ଡିଏ। ଏପରି ଅବହେଳାର ଶିକାର ହୋଇଥିବା ଦମ୍ପତ୍ତି…

ଅଙ୍ଗଦାନ କରି ଚର୍ଚ୍ଚାରେ ଦୁର୍ଗମ ଅଞ୍ଚଳର ମହିଳା ‘ଅବଳା’,ଦିଆଗଲା ଗାର୍ଡ ଅଫ୍‌ ଅନର୍‌…

ମୋହନା,୧ା୧୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନା ବ୍ଲକରେ ଅଙ୍ଗଦାନ କରି ଜଣେ ମହିଳା ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ଖାରିଗୁମ୍ମା ଗାଁର ଅବଳା। ଖବରରୁ ଜଣାପଡିଛି, ଗତ ରବିବାର ଅବଳା ଆର ଉଦୟଗିରି ବ୍ଲକ ଛେଳିଗଡ଼ ଗାଁକୁ ତାଙ୍କର ଜଣେ ସମ୍ପର୍କୀୟଙ୍କ…

ପାହାଡ଼ରୁ ଖସୁଛି ମାଟି ଅତଡ଼ା: ଯାତାୟାତ ବାଧାପ୍ରାପ୍ତ

ମୋହନା,୩୦/୧୦(ମନ୍ମଥ ମିଶ୍ର): ଘାଟି ରାସ୍ତାରେ ଏବେ ପାହାଡ଼ରୁ ଖସୁଛି ମାଟି ଅତଡ଼ା ଗ୍ରାମବାସୀ ଏବେ ଆତଙ୍କିତ ଅବସ୍ଥାରେ ଅଛନ୍ତି l ଫଳରେ ୬ ଖଣ୍ଡ ଗାଁକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି l ଗଜପତି ଜିଲା ମୋହନା ବ୍ଲକ ବାଲିବାଡ ଗାଁ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?