ଗଜପତି

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୨୫ ଭରି ସୁନା ଓ ୪୦ରୁ ୪୫ ହଜାର ଟଙ୍କା…

ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି ମାଲାମାଲ ହେଉଛନ୍ତି। କିନ୍ତୁ ବିଭିନ୍ନ ସ୍ଥାନରୁ ବେଆଇନ ମାଟି ଉଠାଇ ସେହି ଜମିରେ ଭର୍ତ୍ତି…

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ ନେଇ ଉଭୟ ଗୋଷାଣି ଏବଂ ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ…

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା ସହରର ଓମ୍‌ ଶାନ୍ତି କଲୋନୀ(୪)ରେ ମଙ୍ଗଳବାର ବିଳମ୍ବିତ ରାତିରେକେଶବ ପ୍ରଧାନଙ୍କ ଘରେ ଦୁର୍ବୃତ୍ତମାନେ କଳାକନା…

ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ରହିଛି କିଙ୍ଗଡାଙ୍ଗ ଗ୍ରାମ। ଏଠାରେ ବିକାଶର ପ୍ରତିଛବି ପଡ଼ିନଥିବା ବେଳେ ଅନ୍ଧକାରରେ…

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ, ଗାଁରେ ପୂରାଇ ଦେବୁନି। ଏଭଳି ଚେତାବନୀ ଦେଇଛନ୍ତି ଗଜପତି ଜିଲା ମୋହନା ସଦର ମହକୁମା…

ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ ଫାଳିଆରେ ଗୋଡ଼ାଇ ଗୋଡ଼ାଇ ମାରିବୁ। ଏଭଳି ଚେତାବନୀ ଦେଇଛନ୍ତି ଗଜପତି ଜିଲା ମୋହନା ସଦର…

ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ

ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ…

ଆସିଲା କଂଗ୍ରେସ ପ୍ରାର୍ଥୀ ତାଲିକା: ପାରଳାଖେମୁଣ୍ଡିରୁ ବିଜୟ, ମୋହନାରୁ ଦାସୀରଥୀଙ୍କୁ ମିଳିଲା ଟିକେଟ୍‌

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ବିଜେଡି, ଭାଜପା ପରେ କଂଗ୍ରେସର ୮ ଲୋକସଭା ଆସନ ଏବଂ ୪୯ ବିଧାନସଭା ଆସନ ପାଇଁ ମଙ୍ଗଳବାର ପାର୍ଥୀ ତାଲିକା ଘୋଷଣା କରିଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲାର ୨ଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ…

ପାରଳାଖେମୁଣ୍ଡିରୁ ଲଢିବେ କେ.ନାରାୟଣ ରାଓ, ଅଟକିଲା ମୋହନା

ପାରଳାଖେମୁଣ୍ଡି୨।୪(ଗିରିଧାରୀ ପରିଛା): ଭାଜପା ମଙ୍ଗଳବାର ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ୩୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ। ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ନାରାୟଣ ରାଓଙ୍କୁ ଟିକେଟ୍‌…

ଭାଜପାର ବିଧାନସଭା ପ୍ରାର୍ଥୀ ଘୋଷଣା: ପାରଳାଖେମୁଣ୍ଡିରୁ ଲଢିବେ କେ ନାରାୟଣ ରାଓ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା)୨।୪: ଭାଜପାର ବିଧାନସଭା ପ୍ରାର୍ଥୀ ଘୋଷଣା ମଙ୍ଗଳବାର ଘୋଷଣା ହୋଇଯାଇଛି। ଆଜି ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବଳକା ୩୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାହୋଇନାହିଁ। ଗଜପତି ଜିଲାର ଦୁଇଟି ନିର୍ବାଚନ ମଣ୍ଡଳୀରୁ ପାରଳାଖେମୁଣ୍ଡି…

ନବ ବିବାହିତ ଯୁବକଙ୍କ ହତ୍ୟାର ପର୍ଦ୍ଦାଫାଶ

ପାରଳାଖେମୁଣ୍ଡି,୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ତୋଟିଗୁମୁଡା ଗ୍ରାମ ନିକଟସ୍ଥ ଯାତ୍ରୀ ବିଶ୍ରାମାଗାର ନିକଟରେ ନବ ବିବାହିତ ଯୁବକ ଏମ.ଲିଙ୍ଗରାଜଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ ଫାଶ କରିଛି ପୋଲିସ। ପ୍ରେମିକଙ୍କ ସହ ମିଶି ସ୍ବାମୀ ଲିଙ୍ଗରାଜଙ୍କୁ ସ୍ତ୍ରୀ କେ.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri