ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ପାରଳାଖେମୁଣ୍ଡି,୨୮ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଆର.ଉଦୟଗିରି ଥାନା ଅଧୀନ ବାଦପୁର ଗ୍ରାମରେ ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଜିଲା ଦୌରାଜଜ୍ ପ୍ରଣବ କୁମାର ରାଉତରାୟ। ଅଭିଯୁକ୍ତ ସ୍ବାମୀ ହେଲେ ସୁବାସ ଚନ୍ଦ୍ର ନାୟକ। ୨୦୧୯ ଏପ୍ରେଲ…
ଗୁଣି ଗାରେଡି ସନ୍ଦେହରେ ଡବଲ ମର୍ଡର
ପାରଳାଖେମୁଣ୍ଡି, ୨୬।୯(ଗିରିଧାରୀ ପରିଛା): ଗଜପତି ଜିଲରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ଘୋଡ଼ାପଙ୍କା ଗାଁରେ ଗୁଣି ଗାରେଡି ସନ୍ଦେହରେ ସ୍ବାମୀ ଓ ସ୍ତ୍ରୀ ଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ମୃତକମାନେ ହେଲେ ଘୋ…
କାମରେ ଲାଗୁନି ଜଳଯୋଗାଣ ପ୍ରକଳ୍ପ
ପାରଳାଖେମୁଣ୍ଡି,୨୫ା୯ (ଗିରିଧାରୀ ପରିଛା):ସବୁ ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲକ୍ଷ୍ୟରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଅନେକ ସ୍ଥାନରେ ଏହି ପାନୀୟ ଜଳ ପ୍ରକଳ୍ପ କାମରେ ଆସୁନାହିଁ। କେଉଁଠି ପାଇପ ପୁରୁଣା ହୋଇଯାଇଛି…
ଲୁହାଗୁଡି ଛକ ହୋଟେଲ ରାଜପୁତରେ ଭୟାବହ ଅଗ୍ନିକାଣ୍ଡ
ପାରଳାଖେମୁଣ୍ଡି,୨୪।୯(ଗିରିଧାରୀ ପରିଛା): ଗଜପତି ଜ଼ିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଛକ ସ୍ଥିତ ରାଜ ପୁତ୍ ଲାଇନ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି । ରବିବାର ଦିନ ସକାଳୁ ସକାଳୁ ଖାଦ୍ୟ ପ୍ରସ୍ତୁତି ବେଳେ ହୋଟେଲର ରୋଷେଇ ଘରେ ହଠାତ ଅଗ୍ନିକାଣ୍ଡ ଘଟିଥିଲା।…
ଭୁଶୁଡିଲା ହଷ୍ଟେଲ କାନ୍ଥ
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ୨ଦିନ ଧରି ଗଜପତି ଜିଲାରେ ବର୍ଷା ଲାଗିରହିଛି । ଲଗାଣ ବର୍ଷାର ପ୍ରଭାବରେ ଜିଲାର ରାୟଗଡ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ଆପଗ୍ରେଡ୍ ଆବାସିକ ହାଇସ୍କୁଲର ହୋଷ୍ଟେଲ କାନ୍ଥ ବୁଧବାର ଭୋରରୁ…
ଗଣେଶ ପୂଜାରେ ବିଦ୍ୟୁତ୍ ଦୁର୍ଘଟଣା, ୨ ମୃତ
ବାରଙ୍ଗ/ ପାରଳାଖେମୁଣ୍ଡି,୨୦ା୯ (ଲିଙ୍ଗରାଜ ରାଉତ/ଗିରିଧାରୀ ପରିଚ୍ଛା): ଗଣେଶ ପୂଜା ଖୁସି ମନାଇବାର ପ୍ରସ୍ତୁତି ସମୟରେ ଘଟିଯାଇଛି ଅଘଟଣ। କଟକ ବାରଙ୍ଗ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟର କେତେଜଣ ଛାତ୍ର ଏକ ଟ୍ରାକ୍ଟରରେ ଗଣେଶ ମୂର୍ତ୍ତି ନେଇ ଯାଉଥିବାବେଳେ ଜଣେ…
ଆବର୍ଜନାରେ ପଡ଼ିଛି ନବଜାତକର ମୃତଦେହ
ଗଜପତି,୧୮ା୯(ଗିରିଧାରୀ ପରିଚ୍ଛା): ଆବର୍ଜନା ପୂର୍ଣ୍ଣ ଅଞ୍ଚଳରୁ ନବଜାତ ଶିଶୁର ଗଳିତ ମୃତଦେହ ଉଦ୍ଧାର କରିଛି ପୋଲିସ। ଏଭଳି ଘଟଣା ସୋମବାର ସକାଳୁ ଦେଖିବାକୁ ମିଳିଛି ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହର ବଜାରର ମୁଖ୍ୟ ଗଳି ନିକଟରେ। ଗୋଟିଏ ଦୋକାନ ପାଖ…
ସେରଙ୍ଗ, ଅଜୟଗଡ଼ରେ ଲୁପ୍ତ ପ୍ରାୟ କମଳା ଚାଷ
ଗୁମ୍ମା,୧୮ା୯(ପ୍ରବୀଣ କୁମାର ଲିମା): ଗଜପତି ଜିଲା ଆଦିବାସୀବହୁଳ ବଣ ପାହାଡ଼ ଘେରା ଗୁମ୍ମା ବ୍ଲକର ପାରମ୍ପରିକ ଚାଷ ଦିନକୁ ଦିନ ଲୁପ୍ତ ହେବାରେ ଲାଗିଛି। ବିଶେଷ କରି କମଳା ଚାଷ ପାଇଁ ଉପଯୁକ୍ତ ପାଣିପାଗ ଓ ବାତାବରଣ ଥିବା ଅଜୟଗଡ଼ ଏବଂ…
ଜୀବିତ ଝିଅର ଶୁଦ୍ଧିକ୍ରିୟା କଲେ ମା’ ବାପା
ମୋହନା,୧୩।୯(ମନ୍ମଥ ମିଶ୍ର) ଝିଅ ବଞ୍ଚିଥିବା ବେଳେ ଶୁଦ୍ଧିକ୍ରିୟା କଲେ ମା’ ବାପା। ଅନ୍ୟ ସମ୍ପ୍ରଦାୟର ପୁଅକୁ ବାହା ହେଲେ ବୋଲି ମଙ୍ଗଳବାର ବିବାହର ୧୧ ଦିନରେ ଝିଅର ଶୁଦ୍ଧିକ୍ରିୟା କରିଛନ୍ତି ପରିବାର ଲୋକେ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…
ଘର ଛାଡି ବିବାହ କରିବାରୁ ଝିଅର ଶୁଦ୍ଧି କ୍ରିୟା କଲେ ବାପା
ଗଜପତି,୧୨।୯(ସୁକାନ୍ତ କୁମାର ରଥ)ନିଜ ଝିଅ ବଞ୍ଚିଥିବାବେଳେ ଝିଅର ଶୁଦ୍ଧି କ୍ରିୟା କରିଛନ୍ତି ପରିବାର ଲୋକେ । କେନ୍ଦ୍ରାପଡା ଘଟଣା ପରି ପୁଣି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣାଟି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ସଞ୍ଜୁ…
ନାଳ ଖୋଳି ଛାଡ଼ିଦେଲେ, ଲୋକେ ହନ୍ତସନ୍ତ
ପାରଳାଖେମୁଣ୍ଡି, ୧୧ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଗ୍ରାମର କୁମୁଟି ସାହିରେ ଡ୍ରେନ ନିର୍ମାଣ ନିମନ୍ତେ ଦୀର୍ଘ ପାଞ୍ଚମାସ ହେଲା ନାଳ ଖୋଳି ଛାଡି ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା କାମ ଶେଷ ହେବାର ନାଁ ଗନ୍ଧ…
ପିଇବା ପାଣି ପାଇଁ ଡହଳବିକଳ ଏସ୍.ଉରୁଡା ଗ୍ରାମବାସୀ
ପାରଳାଖେମୁଣ୍ଡି,୪ା୯ (ଗିରିଧାରୀ ପରିଛା): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା, ପ୍ରକଳ୍ପ ମାନ କରୁଛନ୍ତି। ଏଥିପାଇଁ ରାଜକୋଷରୁ ବହୁ କୋଟି ଟଙ୍କା…
Archives


