ଗଜପତି

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ବି-ଟେକ୍ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ ଜାରି ଜାମିନ ବିହୀନ ଗିରଫ ପରଓ୍ବାନା ବଳରେ ପୋଲିସ ଭୋର ସମୟରେ ତାଙ୍କ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମେରାପଲ୍ଲୀ ପଞ୍ଚାୟତର ମେରାମା ଗାଁରେ ଏହି ଘଟଣା ଘଟିଛି। ଘଟଣାରେ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ପୋଡ଼ିଦେବା ଅଭିଯୋଗ ହୋଇଛି । ମୃତକ ହେଉଛନ୍ତି ମୋହନା ଥାନା ମେରାମା…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ ଗାଁକୁ ଯାଇପାରୁନି। ଫଳରେ ପ୍ରସବ ବେଦନାରେ ଛଟପଟ ହେଉଥିବା ମହିଳାଙ୍କୁ ଭାର କରି…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଛେଲାଗଡ଼ ଗ୍ରାମ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ ରାୟୱାଲସା ଲେଭଲ କ୍ରସିଂ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପ୍ରାଥମିକ ସୂଚନା…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ ପିଣ୍ଡିକି ନିକଟରେ ରାସ୍ତାକଡ଼ରେ ଥିବା ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ୩୭୬(ଏ)…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖି କାଲିଠୁ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି । ଶନିବାର ଦିନ ଅଡବା ଅଞ୍ଚଳର ରାସପେଟ, ଗାଲିମେରା ଓ ଆଖପାଖ ଅଞ୍ଚଳରେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ ବିପୁଳ ପରିମାଣର ହାତ ତିଆରି ଅତ୍ୟନ୍ତ ଶବ୍ଦ ଯୁକ୍ତ ବିସ୍ପୋରକ ବାଣ ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?