ଛେଳିଗଡ ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ୫ଟି ସଚିବ
ଗଜପତି,୧୦।୫: ୫ଟି ସଚିବ ଭି କେ ପାଣ୍ଡିଆନ ବୁଧବାର ସକାଳେ ଜିରାଙ୍ଗ ସ୍ଥିତ ଏସିଆର ଦ୍ୱିତୀୟ ବୃହତମ ବୁଦ୍ଧ ମନ୍ଦିର ବୁଲି ଦେଖିବା ସହ ବୁଦ୍ଧ ଧର୍ମାବଲମ୍ବୀଙ୍କ ସହ ଆଲୋଚନା କରିଥିଲେ। ପରେ ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ପଞ୍ଚାୟତରେ...
ଗଜପତିରେ ଲଜ୍ଜା, ଗର୍ଭବତୀ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ
ପାରଳାଖେମୁଣ୍ଡି,୬।୫: ଗଜପତି ଜିଲା ରାୟଗଡ଼ ବ୍ଲକ ଆବାସିକ ବିଦ୍ୟାଳୟରେ ଛାତ୍ରୀ ଗର୍ଭବତୀ ହୋଇ ମୃତ୍ୟୁବରଣ କରିବା ଭଳି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି । ଜିଲାର ଲକ୍ଷ୍ମୀପୁର ନିକଟସ୍ଥ କ୍ଷେତଡ଼ କାନ୍ୟାଶ୍ରମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୁକ୍ରବାର...
ପରିତ୍ୟକ୍ତ ଅବସ୍ଥାରେ ସୀତାସାଗର
ପାରଳାଖେମୁଣ୍ଡି, ୬।୫ (ଡି.ଏନ୍.ଏ): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ସୀତାସାଗର ପରିତ୍ୟକ୍ତ ଅବସ୍ଥାରେ ଥିବାବେଳେ ଏହାର ପାର୍ଶ୍ୱତଟ ବର୍ତ୍ତମାନ ମଦ୍ୟପମାନଙ୍କ ଏକ ପ୍ରମୁଖ ଆଡ୍ଡାସ୍ଥଳୀ ହୋଇଥିବା ଦେଖିବାକୁ ମିଳୁଛି। ଯେଉଁ ସୀତାସାଗର ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ତଥା...
ନାବାଳିକାଙ୍କୁ ବଳାତ୍କାରଭିଯୋଗ, ଯୁବକ ଗିରଫ
ପାରଳାଖେମୁଣ୍ଡି,୨।୫(ଡି.ଏନ୍.ଏ): ଗଜପତି ଜିଲା ଆର୍.ଉଦୟଗିରି ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳପୂର୍ବକ ଜଣେ ଯୁବକ ଜଙ୍ଗଲକୁ ଟାଣି ନେଇ ବଳାତ୍କାର କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଆର୍.ଉଦୟଗିରି ପୋଲିସ ନଂ ୪୯/୨୩ରେ ମାମଲା ରୁଜୁ କରି ଉକ୍ତ ଯୁବକଙ୍କୁ ଗିରଫ...
ମହିଳା ଏସ୍ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ: ଦୋଷ ମୁକ୍ତ ପୋଇଁ ଅଭିଯୋଗକାରୀଙ୍କୁ ଅପହରଣ
ପାରଳାଖେମୁଣ୍ଡି,୨୮।୪(ବ୍ୟୁରୋ): ରକ୍ଷକ ସାଜିଲା ବକ୍ଷକ। ମହିଳା ଏସ୍ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ । ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ଘଟଣା ପରେ ତାକୁ ଫେରାଇ ଦେଇଥିଲେ । ସ୍ଥାନୀୟ ଖବରଦାତାଙ୍କଙ୍କ ହସ୍ତକ୍ଷେପ ପରେ...
ବହୁ ଚର୍ଚ୍ଚିତ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା: କୋର୍ଟରେ ସମସ୍ତ ଦସ୍ତାବିଜ ଦାଖଲ
ପାରଳାଖେମୁଣ୍ଡି,୨୭।୪(ଡି.ଏନ.ଏ.): ବହୁ ଚର୍ଚ୍ଚିତ ଏସିଏଫଓ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ଫାଇଲ ରିଓପନ ମାମଲାରେ ଗୁରୁବାର ସମସ୍ତ ଦସ୍ତାବିଜ ଦାଖଲ କରାଯାଇଛି। ସୌମ୍ୟରଞ୍ଜନଙ୍କ ବାପାଙ୍କ ପକ୍ଷରୁ ତାଙ୍କ ଓକିଲ ରଜତ ପାତ୍ର ମାମଲା ସମ୍ପର୍କିତ ସମସ୍ତ ଦସ୍ତାବିଜ ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ...
ସୌଦାମିନୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରି ଜିଲାପାଳଙ୍କ କାର୍ଯ୍ୟଳୟ ଘେରାଉ
ଗଜପତି,୨୫।୪(ଡି.ଏନ.ଏ): ଗଜପତି ଜିଲା ନବୋଦୟ ଛାତ୍ରୀ ସୌଦାମିନୀ ରୋଇତ ମୃତ୍ୟୁ ଘଟଣାର ୬୫ ଦିନ ପରେ ମଧ୍ୟ ପୋଲିସ ଘଟଣାର ତଦନ୍ତ କରି ଦୋଷୀଙ୍କୁ ଚିହ୍ନଟ କରିବାରେ ବିଫଳ ହୋଇଛି। ଏହି ଅଭିଯୋଗରେ ମୃତ ଛାତ୍ରୀ ସୌଦାମିନୀଙ୍କ ପରିବାର ଲୋକଙ୍କୁ...
ଜିଏସଟି ଠକେଇ ମାମଲା: ସିମେଣ୍ଟ ଏଜେନ୍ସିରେ ଚଢ଼ାଉ
ପାରଳାଖେମୁଣ୍ଡି,୨୫।୪(ଡି.ଏନ.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡ ସ୍ଥିତ ସୁମିତ୍ରା ଅଲ୍ଟ୍ରାଟେକ ସିମେଣ୍ଟ ଏଜେନ୍ସିରେ ବ୍ରହ୍ମପୁର ଜିଏସଟି ଏନଫୋର୍ସମେଣ୍ଟ ୟୁନିଟ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରାଯାଇଛି। ଏହି ଚଢାଉରେ ୭ ଜଣିଆ ଟିମ୍ ସାମିଲ୍ ଥିବା ଜଣାପଡିଛି। ଏଜେନ୍ସିର ମୁଖ୍ୟ...
ଘାଟିରୁ ଅଟୋ ଓଲଟି ୩ ମୃତ, ୧୦ ଆହତ
ପାରଳାଖେମୁଣ୍ଡି/ଆର.ଉଦୟଗିରି,୨୨।୪(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ଅଞ୍ଚଳର କାଣ୍ଡାମା ଘାଟିରୁ ଶୁକ୍ରବାର ଏକ ଅଟୋ ଓଲଟି ଜଣେ ମହିଳା, ଜଣେ ଶିଶୁଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବ୍ରହ୍ମପୁର...
ଓଡ଼ିଶା ପାଣି ଲୁଟିବାକୁ ଆଉ ପାଦେ ଆଗେଇଲା ଆନ୍ଧ୍ର
ପାରଳାଖେମୁଣ୍ଡି, ୨୦।୪ (ଡି.ଏନ୍.ଏ): ଗଜପତି ଜିଲାର ଦୁଇ ନଦୀ ଉପରେ ଆନ୍ଧ୍ରର ଲୋଲୁପ ଦୃଷ୍ଟି ରହିଛି । ମହେନ୍ଦ୍ରତନୟା ଓ ବଂଶଧାରା ନଦୀ ଉପରେ ଆନ୍ଧ୍ର ପ୍ରକଳ୍ପ ନିର୍ମାଣ କରି ବିବାଦକୁ ଆସିବା ପରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ଉଭୟ...
ଜନବସତିକୁ ଲାଗି କୁଢ଼ କୁଢ଼ ଆବର୍ଜନା
କାଶୀନଗର,୧୯।୪: ଗଜପତି ଜିଲାର ଏକମାତ୍ର ଏନ୍ଏସି କାଶୀନଗର। ଏହାକୁ ସବୁଜ ସୁନ୍ଦର କରି ଗଢି ତୋଳିବାର ଆବଶ୍ୟକତା ଥିବା ବେଳେ ସେଥିପ୍ରତି ଏନ୍ଏସି ପକ୍ଷରୁ ଗୁରୁତ୍ୱ ଦିଆଯାଉନଥିବା ଅଭିଯୋଗ ହୋଇଛି। ୧୧, ୧୨, ୧୩ ୱାର୍ଡର ଜନବସତି ନିକଟସ୍ଥ ଲେବଲ...
ବିଦ୍ୟା, ଡିଏଫ୍ଓ, ରୋଷେୟାଙ୍କ ବିରୋଧରେ ମାମଲା ଚାଲିବ
ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍.ଏ.): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭରତୀ ପଣ୍ଡା, ତତ୍କାଳୀନ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଆପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗରେ ପୁଣି ବିଚାର ହେବ।...
Archives


