ଗଜପତି

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଆକ୍ସନମୋଡରେ କ୍ରାଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି:୧୬।୮(ଡି.ଏନ୍‌.ଏ.): ଗଜପତି ଜିଲାପାରଳାଖେମୁଣ୍ଡିଠାରେ ଘଟିଥିବା ଏସିଏଫ୍‌ ସମ୍ୟ ରଞ୍ଜନ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ଟିମ ସୋମବାର ବନ ବିଭାଗର ୬ ଜଣ କର୍ମଚାରୀଙ୍କୁ ପଚରାଉଚରା କରିଛି। ସେମାନଙ୍କୁ ପାରଳାଖେମୁଣ୍ଡି ଥାନାକୁ ଆଣି ଏକ ସ୍ବତନ୍ତ୍ର କୋଠରିରେ ରଖି ତଦନ୍ତ ଆରମ୍ଭ...

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରଇମବ୍ରାଞ୍ଚ ଟିମ୍‌

ପାରଳାଖେମୁଣ୍ଡି,୧୪।୮(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର କ୍ରଇମବ୍ରାଞ୍ଚ ହାତକୁ ନେଇଛି। ଏ ନେଇ ଶନିବାର ପାରଳାଖେମୁଣ୍ଡିରେ ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚିଛି। ସୂଚନାଯୋଗ୍ୟ, ଡିଜିପି ଅଭୟଙ୍କ...

ମହିଳାଙ୍କୁ ଛୁରି ଦେଖାଇ ବଳାତ୍କାର

ଆର.ଉଦୟଗିରି,୧୩ା୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା(ନଂ. ୧୫୦/୨୧) ରୁଜୁ କରି ତଦନ୍ତ ଚଳାଇଛି। ମହିଳାଙ୍କ ସ୍ବାମୀ ଜଣେ ଗାଡ଼ିଚାଳକ। ସେ ଅଧିକାଂଶ ସମୟ...

ମାସେ ପରେ ମଧ୍ୟ ମୃତ୍ୟୁ ଉପରୁ ହଟିନି ରହସ୍ୟ

ପାରଳାଖେମୁଣ୍ଡି,୧୨ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ଶୁକ୍ରବାର ମାସେ ପୂରିବ। ହେଲେ ଏ ଯାଏ ପୋଲିସ ସୌମ୍ୟଙ୍କ ଦେହରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ କରିପାରି ନାହିଁ। ଅନ୍ୟପକ୍ଷେ ନ୍ୟାୟ...

ଗୁଣିଗାରେଡ଼ି ସନ୍ଦେହ: ଘରେ ପଶି ନିସ୍ତୁକ ପିଟିଲେ

ପାରଳାଖେମୁଣ୍ଡି:୩୧।୭: ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଗ୍ରାମବାସୀ ଜଣଙ୍କୁ ଆକ୍ରମଣ କରିଛନ୍ତି। ପରେ ତାଙ୍କ ଘରର ସମସ୍ତ ଆସବାବପତ୍ର ଫୋପାଡି ଦେଇଛନ୍ତି। ସେ ହେଲେ ରାଜାରାଓ ନାଗବଂଶ। ସୂଚନାଯୋଗ୍ୟ,...

କୋଭିଡ୍‌ ନିୟମ ଉଲ୍ଲଂଘନ କରି ଦଳୀୟ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି,୩୧।୭(ଡି.ଏନ୍‌.ଏ.): ବ୍ରହ୍ମପୁର ଏମ୍‌ପିଙ୍କ ବିରୋଧରେ କରୋନା ନିୟମ ଉଲ୍ଲଂଘନ ଅଭିଯୋଗ ଆଣିଛି ଭାଜପା ଓ କଂଗ୍ରେସ। ଗଜପତି ଜିଲା ଗୋଷାଣୀ ବ୍ଲକର ଗାରାବନ୍ଧଠାରେ ଏମ୍‌ପି ଚନ୍ଦ୍ରଶେଖର ସାହୁ କୋଭିଡ୍‌ କଟକଣାକୁ ଫୁ କରି ଦେଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଏମ୍‌ପି...

ତଦନ୍ତ ପାଇଁ ବଲାଙ୍ଗୀର ଗଲେ ୫ ଜଣିଆ ଟିମ୍‌

ପାରଳାଖେମୁଣ୍ଡି,୨୫।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଶନିବାର ପାରଳାଖେମୁଣ୍ଡି ପୋଲିସର ୫ ଜଣିଆ ଟିମ୍‌ ସେଠାରେ ହୋଇଥିବା ବ୍ୟାଚେଲର ପାର୍ଟି ସମ୍ପର୍କିତ ସମସ୍ତ ତଥ୍ୟ ସଂଗ୍ରହ କରିବା ପାଇଁ ବଲାଙ୍ଗୀର...

ବିଦ୍ୟାଭାରତୀଙ୍କ ସହ ଡିଏଫ୍‌ଓଙ୍କ ସମ୍ପର୍କ ନାହିଁ : ଏସ୍‌ପି

ପାରଳାଖେମୁଣ୍ଡି,୨୪ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ସୌମ୍ୟଙ୍କୁ ଷଡ଼ଯନ୍ତ୍ର କରି ପୋଡ଼ି ହତ୍ୟା କରାଯାଇଛି ଓ ଏଥିରେ ଡିଏଫ୍‌ଓଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ ପ୍ରଥମରୁ ଅଭିଯୋଗ କରି...

ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ ଡିଏଫ୍‌ଓ

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସି୍‌ଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । ମୃତ୍ୟୁ ପଛର ପ୍ରକୃତ କାରଣ ଖୋଜିବାକୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ଜୋର୍‌ଦାର କରିଛି । ତେବେ ଶୁକ୍ରବାର ଡିଏଫ୍‌ଓ ସଂଗ୍ରାମ...

ସହକାରୀ ବନ ସଂରକ୍ଷକ ସୌମ୍ୟଙ୍କ ମୃତ୍ୟୁ ମାମଲା: ଡିଏଫ୍‌ଓ ସଂଗ୍ରାମ କେଶରୀଙ୍କୁ ଜେରା

ପାରଳାଖେମୁଣ୍ଡି,୨୩ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଶୁକ୍ରବାର ତାଙ୍କ କାର୍ଯ୍ୟାଳୟରେ ଜେରା କରାଯାଉଛି। ଡିଏଫ୍‌ଓଙ୍କ କାର୍ଯ୍ୟାଳୟରେ ଆଜି ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି କଡ଼ା...

ଚିଠିରେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ଆକୁଳ ନିବେଦନ: ତୁମ ପାଦ ତଳେ ମୋତେ ଟିକେ ଜାଗା ଦିଅ

କଟକ,୨୩ା୭: ମୁଁ ଚାକିରିରୁ ଇସ୍ତଫା ଦେଇ ଦେବି। ତୁମର ଚାକର ହୋଇ ରହିବି ପଛେ ମୋତେ ତୁମ ପାଦ ତଳେ ଟିକେ ଜାଗା ଦିଅ। ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୧୧ ଦିନ ବିତିବାକୁ...

ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୯ ଦିନ ପୂରିଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନି। ଦିନକୁ ଦିନ ସୌମ୍ୟଙ୍କ ମୃତ୍ୟୁ ମାମଲା ଭିନ୍ନ ମୋଡ଼ ନେଉଛି। ଏହାର ସତ୍ୟାସତ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri