ଗଜପତି

ସଞ୍ଜ ହେଲେ ଚାଷ ଜମିରେ ବାର୍‌ହା ପଲ

ପାରଳାଖେମୁଣ୍ଡି,୪ା୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅଧୀନ ଜଙ୍ଗଲପାଡୁ, ଉତ୍ତରସେଲି, ବଡନିଳାପୁର, ଗୁରାଣ୍ଡି, ଇଂଲିଶପେଣ୍ଠ, ଗୁରାଣ୍ଡି, ମହାଦେଈପୁର, ଗୋଲା ଗାଁ ଆଦି ଅଞ୍ଚଳରେ ଦିନକୁ ଦିନ ବାରହା ଉପଦ୍ରବ ବଢିବାରେ ଲାଗିଛି। ସଞ୍ଜ ହେଲେ ବାରହା ପଲ ଚାଷ ଜମିରେ…

କୋର୍ଟରେ ବିଜୟୀ ଘୋଷିତ ହେଲେ ପରାଜିତ ପ୍ରାର୍ଥୀ

ପାରଳାଖେମୁଣ୍ଡି/ ମୋହନା,୨୪ା୧୦(ଗିରିଧାରୀ ପରିଛା/ ମନ୍ମଥ ମିଶ୍ର): ଗଜପତି ଜିଲାରେ ୨୦୨୨ରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ମୋହନା ପଞ୍ଚାୟତର ୧୧ ନଂ. ୱାର୍ଡର ଓ୍ବାର୍ଡସଭ୍ୟ ପାଇଁ ଦୁଇ ଜଣ ପ୍ରାର୍ଥୀ ପାର୍ଥିପତ୍ର ଦାଖଲ କରିଥିଲେ। ଏଥିରେ ନରତମା ପାତ୍ର ବିଜୟୀ ହୋଇଥିବା ବେଳେ…

ବସ୍‌ ପଛରେ ପିଟିହେଲା ବସ୍‌: ୨୦ ଆହତ

ମୋହନା,୨୧ା୧୦: ଗଜପତି ଜିଲା ମୋହନାର ରାମଗଡ଼ ଘାଟିରେ ଏକ ବସ୍‌ ପଛରେ ଆଉ ଏକ ବସ୍‌ ପିଟିହେବାରୁ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣ ଗୁରୁତର ଅଛନ୍ତି। ଗୁରୁତରମାନଙ୍କୁ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରେକ୍‌ ଫେଲ୍‌…

ଗୁହାଳରେ ପଶି ଛେଳିକୁ ଖାଇଲା ବାଘ

ଆର.ଉଦୟଗିରି,୧୭ା୧୦(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବନ ବିଭାଗ ଅଧୀନ ଘୋଡାକଣ ଗ୍ରାମଠାରୁ ଅଳ୍ପ ଦୂରରେ ରହୁଥିବା ସୁଜୟ ରାଇକାଙ୍କ ଗୁହାଳରୁ ବାଘ ୩ଟି ଛେଳି ମାରି ଖାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ବନ ବିଭାଗ ଅସ୍ବୀକାର…

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି…

ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l ମିଳିଥିବା ସୂଚନା ମୁତାବକ,…

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ ପାଟ୍ରୋଲିଂ…

ଦୁର୍ବୃତ୍ତ ଝାମ୍ପିନେଲେ ସୁନା-ରୁପା ଅଳଙ୍କାର ସହ ଟଙ୍କା ଭର୍ତ୍ତି ବ୍ୟାଗ୍‌

ପାରଳାଖେମୁଣ୍ଡି(ଗିରିଧାରୀ ପରିଚ୍ଛା),୨୬ା୯: ଗଜପତି ଜିଲା ମୋହନା ମୁଖ୍ୟ ବଜାରସ୍ଥିତ ଶ୍ରୀହରି ଜୁଏଲର୍ସରେ କଳାକନା ବୁଲାଇ ଦେଇଛନ୍ତି ଲୁଟେରା। ବୁଧବାର ବିଳମ୍ବିତ ରାତିରେ ଦୋକାନ ମାଲିକ ବି. ମୋହନ ରାଓ ଆଚାରୀ ପ୍ରତିଦିନ ଭଳି ଦୋକାନ ବନ୍ଦ କରି ସମସ୍ତ ସୁନା, ରୁପା…

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବଡସିନ୍ଧବା ପଞ୍ଚାୟତ ଚଡିଆପଦା ଗ୍ରାମରେ।…

କାମୁଡିଲା ସାପ: ଅଙ୍ଗନୱାଡି କର୍ମୀଙ୍କୁ ଡାକ୍ତରଖାନାକୁ ନ ନେଇ ନେଇଥିଲେ ଗୁଣିଆ ପାଖକୁ, ତା’ପରେ…

ଗଜପତି,୨୩।୯(ଗିରିଧାରୀ ପରିଛା): ଅନ୍ଧ ବିଶ୍ବାସର କରୁଣ ପରିଣତି। ସାପ କାମୁଡାରେ ଅଙ୍ଗନୱାଡି କର୍ମୀ ମୃତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଦମାଦୁଆ ଗ୍ରାମ ପଞ୍ଚାୟତ ଘୋଡ଼ାପଙ୍କା ଗାଁରେ। ଗାଁର ବିପିନ କୁମାର ପାଟମାଝୀଙ୍କ ସ୍ତ୍ରୀ…

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ ରାସାୟନିକ ପଦାର୍ଥ ମିଶିଛି। ଫଳରେ ନଦୀରେ ବହୁ ପରିମାଣରେ ମାଛ ମରିପଡି ଭାସୁଥିବା ଦେଖିବାକୁ…

ସୁଭଦ୍ରା ଯୋଜନାର ଲାଭ ଉଠାଇବାକୁ ସୁନା ବନ୍ଧକ ରଖି ମୋବାଇଲ କିଣିଲେ

ପାରଳାଖେମୁଣ୍ଡି,୧୩ା୯(ଗିରିଧାରୀ ପରିଛା): ଗଜପତି ଜିଲା ଆର. ଉଦୟଗିରି ବ୍ଲକରେ ‘ସୁଭଦ୍ରା’ ଯୋଜନା ପାଇଁ ଜଣେ ହିତାଧିକାରୀ ନିଜ ସୁନା ବନ୍ଧକ ରଖି ମୋବାଇଲ କିଣିବା ପରି ଅଭାବନୀୟ ଘଟଣା ଘଟିଛି। ଏନେଇ ଏକ ଭିଡିଓ ଭାଇରଲ୍‌ ହେବା ପରେ ରାଜ୍ୟରେ ଚର୍ଚ୍ଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri