ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି
ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି ଜିଲା ବିଜେଡି ତରଫରୁ ହାଇସ୍କୁଲ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ପାରଳାଖେମୁଣ୍ଡି ବିଧାୟକ…
କେରଳରେ ବସ୍ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି ଗ୍ରାମ ହରିଜନ ସାହିର ରସାନ୍ତ କୁମାର ମାଳି। ରସାନ୍ତ ୨ବର୍ଷ ତଳେ କେରଳର…
ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି ଶୈବପୀଠ। ଶ୍ରଦ୍ଧାଳୁ ଅନେକ ଆଶା ଓ ବିଶ୍ୱାସ ନେଇ ମନ୍ଦିରକୁ ଆସି ଠାକୁରଙ୍କ ଦର୍ଶନ…
ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ
ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର ନଳକୂଅ। ଗ୍ରୀଷ୍ମ ଋତୁରେ ଅଧିକ ତାପମାତ୍ରା ଯୋଗୁ ନଦୀ ଶୁଖିଯାଇଥିବା ବେଳେ ଜଳସ୍ତର କମି…
ଲୁରୁ ଗ୍ରାମ ସରକାରୀ ଯୋଜନା ଫେଲ୍: ରାତିରେ ଜଙ୍ଗଲ ଭିତରୁ ପାନୀୟ ଜଳ ସଂଗ୍ରହ କରି ଆଣି ଚଳୁଛନ୍ତି
ପାରଳାଖେମୁଣ୍ଡି,୧୩ା୪(ଗିରିଧାରୀ ପରିଛା): ସରକାର ବିଭିନ୍ନ ଯୋଜନା ଲୋକଙ୍କ ଉନ୍ନତି ପାଇଁ କାର୍ଯ୍ୟକାରୀ କରୁଥିବା ବେଳେ ଏହା ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନି। ଗଜପତି ଜିଲା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକର ଦୁର୍ଗମ ଅଞ୍ଚଳରେ ଫେଲ୍ ମାରିଛି ସରକାରୀ ବ୍ୟବସ୍ଥା। ଲୋକେ ଏବେ…
ନଳକୂପରୁ ବାହାରୁଛି ଦୂଷିତ ପାଣି, ଏହାକୁ ପିଇ ରୋଗାକ୍ରାନ୍ତ ହେଉଛନ୍ତି ଗ୍ରାମବାସୀ
ମୋହନା,୧୧ା୪,(ମନ୍ମଥ ମିଶ୍ର): ନଳକୂପରୁ ବାହାରୁଛି ନାଲି ପାଣି। ସେହି ଦୂଷିତ ପାଣି ପିଇ ନାନା ରୋଗର ଶିକାର ହେଉଛନ୍ତି ଗ୍ରାମବାସୀ। ଯେଉଁ ପାଣି ପାଟିରେ ବି ମାରି ହେବନି, ତୃଷା ମେଣ୍ଟାଇବା ପାଇ ବାଧ୍ୟ ହୋଇ ଗ୍ରାମବାସୀ ସେହି ପାଣି ପିଉଛନ୍ତି।…
ଦୁର୍ଘଟଣାରେ ଚାଲିଗଲା ଜୀବନ
ନୂଆଗଡ଼,୭ା୪ (ଯୋଗ୍ୟବନ୍ତ ପରିଛା): ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ଖଜୁରିପଦା ଫାଣ୍ଡି ଅନ୍ତର୍ଗତ ସୁରଙ୍ଗି ଛକଠାରେ ବାଇକ୍ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ସେ ହେଲେ ସର୍ଗି ସାହି ଗ୍ରାମର ହୋଷେୟ ମଣ୍ଡଳ (୨୩)। ସୂଚନାଯୋଗ୍ୟ ହୋଷେୟ କୌଣସି କାମରେ…
ଘରେ କେହି ନ ଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ
ପାରଳାଖେମୁଣ୍ଡି,୭।୪,(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗାରାବନ୍ଧ ଥାନା ଅଞ୍ଚଳରୁ ବଡ ଧରଣର ଚୋରି ହୋଇଛି। ଗାରାବନ୍ଧ କୁମୁଟି ସାହିର ଟି.ପ୍ରଦୀପ ସପରିବାର ତିରୁପତି ଦର୍ଶନ ପାଇଁ ଗତ ଶୁକ୍ରବାର ଯାଇଥିଲେ। ସେଠାରେ ସେ ଦର୍ଶନ ସାରି ରବିବାର ଘରକୁ…
ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ
ମୋହନା, ୫ା୪(ମନ୍ମଥ ମିଶ୍ର): ଦାଦନ ଖଟିବାକୁ ଯାଇଥିବା ଗଜପତି ଜିଲା ମୋହନା ବ୍ଲକ ରାଇଜୁକା ଗାଁର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ଟୁକୁ ବସ୍ତରାଏ। ତେବେ ତାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।…
ସହକାରୀ ଯନ୍ତ୍ରୀଙ୍କ ନିଷ୍ଠାପର କାର୍ଯ୍ୟଦକ୍ଷତାକୁ ସହକର୍ମୀ-ଜନସାଧାରଣ ମନେରଖିବେ
ଜି.ଉଦୟଗିରି, ୨।୪(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକର ସହକାରୀ ଯନ୍ତ୍ରୀ ବାଳକୃଷ୍ଣ ମିଶ୍ର ଓ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁମରମଣି ମଲ୍ଲିକଙ୍କ ନିଷ୍ଠାପର, କାର୍ଯ୍ୟଦକ୍ଷତା ଓ କର୍ତ୍ତବ୍ୟ ପରାୟଣତା କେହି ଭୁଲି ପାରିବେ ନାହିଁ ବୋଲି…
ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼
ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ ପଞ୍ଜର ମାଝୀ, ଅଧିକାରୀ ଲାଲୁ ପରିଛା, ଅସ୍ମିନ ନାୟକ ସମେତ ୧୩ ଭୁକ୍ତା କାମନା…
ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ
ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ପାଣିଗ୍ରାହି କହିଛନ୍ତି, ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ ମୂଳକ…

