୪ ଶହ କିଲୋ ଗଞ୍ଜେଇ ଜବତ: ଡ୍ରାଇଭର ଫେରାର
କାଶୀନଗର:୧୬।୪(ଡି.ଏନ୍.ଏ.): ଗଜପତି ଜିଲା କାଶୀନାଗର ଅଙ୍କରଡା ଗାଁ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ସହ ଗୋଟେ ଗାଡ଼ି ଜବତ ହୋଇଛି । ବିଶ୍ୱସ୍ତ ସୂତ୍ରରୁ ଖବରପାଇ କାଶୀନଗର ପୋଲିସ ସା ସମୟରେ ପାଟ୍ରୋଲିଂ କରୁଥିବା ବେଳେ ଖଣ୍ଡବା ଠାରୁ ଅଙ୍କରଡ଼ା ଯିବା…
ଜୀବନ ସଂଘର୍ଷରେ ନାରାୟଣ: ପେଟ ବଢ଼ୁଛି, ହାତ ଗୋଡ଼ ଫୁଲୁଛି
ପାରଳାଖେମୁଣ୍ଡି,୧୬ା୪(ଡି.ଏନ୍.ଏ.): ଆଦିବାସୀ ବହୁଳ ଗଜପତି ଜିଲାରେ ଜଣେ ଗରିବ ଆଦିବାସୀ ଛାତ୍ର ବଞ୍ଚିବା ପାଇଁ ଜୀବନ ସହ ସଂଘର୍ଷ କରୁଛନ୍ତି। ଏହା ଦେଖିବାକୁ ମିଳିଛି ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ପଞ୍ଚାୟତ ପଲ୍ଲାବନ୍ଧା ଗ୍ରାମରେ। ପଲ୍ଲାବନ୍ଧା ଗ୍ରାମର ନିରଞ୍ଜନ ଦଳାଇଙ୍କ ୯…
ଖାଲଖମା ଭର୍ତ୍ତି କରୁଛନ୍ତି ଲୋକେ, ପ୍ରଶାସନ ନୀରବ
ପାରଳାଖେମୁଣ୍ଡି,୧୦ା୪(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାସ୍ତାଘାଟ ଅବସ୍ଥା କଦର୍ଯ୍ୟ ହୋଇପଡିଥିବା ବେଳେ ଖାଲଖମା ସୃଷ୍ଟି ହେଉଛି। ହେଲେ ପ୍ରଶାସନ ତଥା ବିଭାଗୀୟ କର୍ତ୍ତୃପକ୍ଷ ନିଘୋଡ ନିଦ୍ରାରେ ରହିଥିବାରୁ ଲୋକେ ଏହି ଖାଲଖମା ଗୁଡିକରେ ନିଜସ୍ବ ଉଦ୍ଦ୍ୟମରେ ମାଟି,…
ଅବ୍ୟବସ୍ଥାରେ କେରେଡାଙ୍ଗ ଉଚ୍ଚ ବିଦ୍ୟାଳୟ
ନୂଆଗଡ଼,୧୦ା୪: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ସହ ଛାତ୍ରୀଛାତ୍ରମାନଙ୍କୁ ଉନ୍ନତ ମାନର ପାଠପଢା ସହିତ ଅନ୍ୟାନ୍ୟ ଜ୍ଞାନକୌଶଳର ଅଭିବୃଦ୍ଧି ପାଇଁ ବିଦ୍ୟାଳୟଗୁଡିକର ରୂପାନ୍ତରଣ କାର୍ଯ୍ୟ କରୁଛନ୍ତି। ଏଥିସହ ବିଭିନ୍ନ ଯୋଜନାମାନ ପ୍ରଣୟନ କରି ସରକାରୀ ବିଦ୍ୟାଳୟଗୁଡିକ ରୂପାନ୍ତରଣ କାର୍ଯ୍ୟ…
ପୁନରୁଦ୍ଧାର ହୋଇପାରୁନି ପରିତ୍ୟକ୍ତ ଦୁଇ ପୋଖରୀ
ପାରଳାଖେମୁଣ୍ଡି,୬।୪(ଡି.ଏନ୍.ଏ.): ପୋଖରୀଗୁଡ଼ିକର ପୁନରୁଦ୍ଧାର ଓ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରନ୍ତି କିନ୍ତୁ ବାସ୍ତବରେ ତାହା ଲୋକଙ୍କ କାମରେ ଆସୁ ନ ଥିବା ଅଭିଯୋଗ ହେଉଛି। କେବଳ ଠିକାଦାର ଓ ଯନ୍ତ୍ରୀ ମାଲାମାଲ ହୁଅନ୍ତି। ପାରଳାଖେମୁଣ୍ଡି ସହରର ମଝିରେ ରହିଥିବା…
ଅନ୍ଲାଇନ୍ ସେବା ପାଇଁ ଚଢ଼ୁଛନ୍ତି ପାହାଡ଼
ନୂଆଗଡ଼/ଆର.ଉଦୟଗିରି,୫ା୪: ରାଜ୍ୟରେ ସହରାଞ୍ଚଳମାନଙ୍କରେ ୫-ଜି ମୋବାଇଲ ସେବା ଚାଲୁ ରହିଥିବା ବେଳେ ଗ୍ରାମାଞ୍ଚଳରେ ମିଳୁନି ମୋବାଇଲ ସେବା। ଗାଁ ଗହଳିରେ ମୋବାଇଲ ଟାୱାର ହେବ ବୋଲି ସରକାର ଘୋଷଣା କରିଥିଲା ବେଳେ ଗ୍ରାମାଞ୍ଚଳବାସୀଙ୍କୁ ଉପହାସ ଭଳି ହେଉଛି। ଏମିତି ଘଟଣା ଦେଖିବାକୁ…
ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ
ପାରଳାଖେମୁଣ୍ଡି,୫ା୪(ଡି.ଏନ୍.ଏ.): ଗଜପତି ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ କିପରି ଜନ ସାଧାରଣଙ୍କୁ ସଚେତନତା କରାଯିବ ସେ ବିଷୟରେ…
ଯୋଗ୍ୟଙ୍କୁ ମିଳୁନି ରାସନ କାର୍ଡ
ପାରଳାଖେମୁଣ୍ଡି,୩ା୪(ଡି.ଏନ୍.ଏ): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକମାନଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ଓ ଗହମ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସ୍ଥାନରେ ଏହି ଯୋଜନାରେ ଅଯୋଗ୍ୟ ହିତାଧିକାରୀମାନେ ଫାଇଦା ପାଉଥିବା ବେଳେ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁ…
ମୋହନା ଗ୍ରାମରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଆର.ଉଦୟଗିରି,୩୦ା୩(ଡି.ଏନ.ଏ.): ମୋହନା ଗ୍ରାମରେ ଥିବା ମୁଖ୍ୟ ବଜାର ଓ ସାହିଗୁଡ଼ିକରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ମୋହନା ସଦର ମହକୁମା ହୋଇଥିଲେ ମଧ୍ୟ ଡ୍ରେନେଜ ବ୍ୟବସ୍ଥା ନାହିଁ। ଅଳିଆ ଆବର୍ଜନା ଭର୍ତ୍ତି ହୋଇ ରହିଛି। ବର୍ଷା ହେଲେ ଡ୍ରେନ୍ର ପାଣି ରାସ୍ତାରେ…
ତାଟିପାଟି ଗ୍ରାମ୍ୟ ରାସ୍ତା ଶୋଚନୀୟ
ପାରଳାଖେମୁଣ୍ଡି,୩୦ା୩(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି । ଏହି ଗ୍ରାମ୍ୟ ରାସ୍ତାଟି ଦୀର୍ଘ ବର୍ଷ ଧରି ଏପରି ଅବସ୍ଥାରେ ପଡି ରହୁଥିବା ଏବଂ ରାସ୍ତା ନିର୍ମାଣ କରାଯାଉଥିଲେ ମଧ୍ୟ ନିମ୍ନମାନର କାମ…
୯୪ ଅଙ୍ଗନୱାଡ଼ି କେନ୍ଦ୍ରର ନାହିଁ ନିଜସ୍ବ କୋଠା
ନୂଆଗଡ଼,୨୦ା୩: ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ନୂଆଗଡ଼ ବ୍ଲକରେ ୯୪ଟି ଅଙ୍ଗନୱାଡ଼ି କେନ୍ଦ୍ରର ନିଜସ୍ବ କୋଠା ନାହିଁ। ବ୍ଲକ ପରିସରଭୁକ୍ତ ୧୯ ପଞ୍ଚାୟତର ୨୧୩ଟି ୱାର୍ଡର ୭ଟି ସେକ୍ଟରରେ ସମୁଦାୟ ୨୭୪ଟି ଅଙ୍ଗନୱାଡି କେନ୍ଦ୍ର ଅଛି। କିନ୍ତୁ ସେଥିରୁ ବେତାରସିଂ ସେକ୍ଟରରେ…
ଗଙ୍ଗାବାଡ଼ରେ ସରକାରୀ ଯୋଜନା ସାତସପନ
ପାରଳାଖେମୁଣ୍ଡି,୧୩।୩ (ଡି.ଏନ୍.ଏ): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚାୟତ ଅନ୍ତର୍ଗତ ଗଙ୍ଗାବାଡ ଗ୍ରାମ ଏବେ ବି ଅପହଞ୍ଚ ହୋଇପଡିଛି। ରାସ୍ତାଘାଟ ନ ଥିବାରୁ ନିଜ ନିଜ ପିଲାମାନଙ୍କୁ ଗ୍ରାମବାସୀ ପାଠପଢାରେ ଡୋରି ବାନ୍ଧିଛନ୍ତି। ବ୍ଲକର ଦୁର୍ଗମ ତଥା ଅପହଞ୍ଚ ଇଲାକା…
Archives


