କିଛି କ୍ଷଣ ମଧ୍ୟରେ ଛାରଖାର କରିଦେଲା ପବନ ବର୍ଷା
ପାରଳାଖେମୁଣ୍ଡି,୩।୬(ଗିରିଧାରୀ ପରିଛା): ରାଜ୍ୟରେ ଅଦିନିଆ ବର୍ଷା ପବନ ହେତୁ ଅନେକ କ୍ଷତି ହୋଛି। କିଛି କ୍ଷଣ ମଧ୍ୟରେ ସବୁ କିଛି ଛାରଖାର ହୋଛି। ତାତିରୁ ଆଶ୍ୱସ୍ତି ମିଳିଛି ସତ କିନ୍ତୁ ଅନେକେଙ୍କୁ କ୍ଷତି ପହଞ୍ଚାଇଛି। ପାରଳାଖେମୁଣ୍ଡିରେ ଏହି କାଳବୈଶାଖୀ ପ୍ରଭାବରେ ପବନ…
ବାଇକ୍କୁ ଧକ୍କା ଦେଲା କମାଣ୍ଡର, ଚାଲିଗଲା ଶିକ୍ଷକଙ୍କ ଜୀବନ
ପାରଳାଖେମୁଣ୍ଡି,୧ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କେସିପୁରୁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏଲ୍. ନିରଞ୍ଜନଙ୍କ ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ସହରର କାଚରା ସାହିର ବାସିନ୍ଦା ନିରଞ୍ଜନ ପ୍ରତ୍ୟେକ ଦିନ ଭଳି ଶନିବାର ସକାଳୁ…
ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର
ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି ରଖି ପରିବାର ଲୋକଙ୍କୁ ଭୟଭୀତ କରି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟି…
ଲୋକପ୍ରିୟ ମୃଦୁ ପାନୀୟରେ କଣ୍ଡୋମ୍, କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ପାରଳାଖେମୁଣ୍ଡି, ୨୯।୫(ଗିରିଧାରୀ ପରିଛା): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଥିବା ବେଳେ ଗଜପତି ଜିଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି। ସାଧାରଣ ଜନତା ହୁଅନ୍ତୁ କିମ୍ବା ଗନ୍ତବ୍ୟ ପଥେ ଯାଉଥିବା ଯାତ୍ରୀ ସମସ୍ତେ ତୃଷା ମେଣ୍ଟାଇବା ପାଇଁ ଥଣ୍ଡା ପାନୀୟ…
ପଣସର ଅଭାବୀ ବିକ୍ରି, ବାହାର ରାଜ୍ୟ ବ୍ୟବସାୟୀ ମାଲାମାଲ
ପାରଳାଖେମୁଣ୍ଡି,୨୭ା୫ (ଗିରିଧାରୀ ପରିଛା): ଗଜପତି ଜିଲାର ୭ଟି ବ୍ଲକ ଯଥା ମୋହନା, ଆର.ଉଦୟଗିରି, ନୂଆଗଡ, ଗୋଷାଣୀ, କାଶୀନଗର, ଗୁମ୍ମା ଏବଂ ରାୟଗଡ଼ ବ୍ଲକରେ ଉତ୍ପାଦିତ ପଣସର ଚାହିଦା ଦେଶର ବିଭିନ୍ନ ରାଜ୍ୟରେ ବେଶ ଅଧିକ ରହିଛି। ବିଶେଷକରି ପଡ଼ୋଶୀ ଆନ୍ଧ୍ର ପ୍ରଦେଶ…
ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…
ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର ଆକ୍ରମଣ କରିଥିଲେ। ଆକ୍ରମଣରେ ହରିଣ ଛୁଆ ଆହତ ହୋଇଥିଲା। ଗ୍ରାମବାସୀ ଏହା ଦେଖି ବନବିଭାଗକୁ…
ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା
ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ବରାଦ କରି ନିର୍ମିତ ହୋଇଥିବା ମାର୍କେଟ…
ସ୍ତ୍ରୀ ସହିତ ଅନୈତିକ ସମ୍ପର୍କରୁ ସାଙ୍ଗଙ୍କୁ ହତ୍ୟା
ପାରଳାଖେମୁଣ୍ଡି, ୨୩ା୫ (ଗିରିଧାରୀ ପରିଛା): ସ୍ତ୍ରୀ ସହିତ ଅନୈତିକ ସମ୍ପର୍କକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ଗତ ୧୯ ତାରିଖରେ ଘଟିଥିଲେ ମଧ୍ୟ ପୋଲିସ ଘଟଣାର ପ୍ରକୃତ ରହସ୍ୟ ଉପରୁ ଗୁରୁବାର ପର୍ଦ୍ଦାଫାସ କରିଛି।…
ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ
ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)। ସେ ଭିନଳା ଗାଁର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ପ୍ରତିଦିନ ପରି ପ୍ରଶାନ୍ତ କୁଣ୍ଡା ବେପାର…
ଭୋଟ ବର୍ଜନ କଲେ ଅଞ୍ଚଳବାସୀ
ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ କେନ୍ଦ୍ରରେ ଲୋକେ ନିଜର ବହୁ ମୂଲ୍ୟ ମତ ସାବ୍ୟସ୍ତ କରିଛନ୍ତି। କିନ୍ତୁ ମୋହନା ବ୍ଲକ…
କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ
ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ହେଉଥିବା ନଜିର ରହିଛି । ହେଲେ ଏହି ଅଞ୍ଚଳ ବିଶେଷ କରି…
ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ
ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା…
Archives


