ଗଜପତି

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ଦୃଷ୍ଟିବାଧିତ କେଶବ

ପାରଳାଖେମୁଣ୍ଡି, ୧୧ା୩ (ଡି.ଏନ୍‌.ଏ): ଦୁନିଆ କ’ଣ ଦେଖିପାରୁ ନ ଥିଲେ ମଧ୍ୟ ରୋଜଗାର କରି ନିଜେ ଆତ୍ମନିର୍ଭରଶୀଳ ହେବା ସହ ପରିବାର କିଭଳି ପ୍ରତିପୋଷଣ କରାଯାଏ ତାହା ପ୍ରମାଣ କରି ଦେଖାଇଛନ୍ତି ଗଜପତି ଜିଲା ନୂଆଗଡ ବ୍ଲକ ସମ୍ବଲପୁର ଗ୍ରାମର କେଶବ…

ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି,୮।୩: ସାରା ଦେଶରେ ବୁଧବାର ହୋଲି ପର୍ବ ଏବଂ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲା ପାରାଳାଖେମୁଣ୍ଡିରେ ବରିଷ୍ଠ ନାଗରିକ ମଞ୍ଚ ପାରଳାଖେମୁଣ୍ଡି ପକ୍ଷରୁ ଏକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏହି ଯାତ୍ରାରେ ପ୍ରାକୃତିକ ରଙ୍ଗର…

ଘର ତାଲା ଭାଙ୍ଗି ନେଇ ୫ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର

ପାରଳାଖେମୁଣ୍ଡି,୩ା୩(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଚନ୍ଦ୍ରଶେଖର ପଣ୍ଡା ସାହି କୃଷ୍ଣଚନ୍ଦ୍ର ଗନ୍ତାୟତଙ୍କ ଘର ତାଲା ଭାଙ୍ଗି ସୁନା ରୁପା, ଟିଭି ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ କରିଛନ୍ତି। ଗନ୍ତାୟତ ପୁଅ ପାଖକୁ ବେଙ୍ଗାଲୁରୁ ଯାଇଥିବା ବେଳେ ତାଙ୍କ ଝିଅ ଘରକୁ ଆସି ଚାବି…

ଅନ୍ତେଷ୍ଟିକ୍ରିୟା ପାଇଁ ଯାଇଥିଲେ ଗାଁକୁ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨ା୩(ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ଫ୍ରେଣ୍ଡସ କଲୋନୀରୁ ପୁଣି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏସ. ଲୋକନାଥ ରେଡ୍ଡୀଙ୍କ ଘର ତାଲା ଭାଙ୍ଗି ସୁନା ରୁପା ଅଳଙ୍କାର, ଟିଭି, ଲାପ୍‌ଟପ୍‌ ଏବଂ ବାସନକୁସନ ଚୋରି ହୋଇଛି । ରେଡ୍ଡୀ ନିଜ…

ଝିଅର ମୃତ୍ୟୁ ପରେ ଘରୁ ଚୋରି

ଗଜପତି,୨୮।୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ଷ୍ଟେଟ ବ୍ୟାଙ୍କ ନିକଟରୁ ଚୋରି ହୋଇଛି। ଘର ତାଲା ଭାଙ୍ଗି ଆଲମାରୀରୁ ୫ ଭରି ସୁନା ଚୋରି ହୋଇଥିବା ଅଭିଯୋଗ ହୋଇଛି। କାଶୀନଗର ମୁଖ୍ୟ ରାସ୍ତା କଡ଼ ଷ୍ଟେଟ ବ୍ୟାଙ୍କ ନିକଟରେ ଡେଭିଡ ରଇତ ଭଡ଼ା…

ଖେଳୁଥିବା ବେଳେ ଧସିଲା ବାଲିକୁଦ: ପୋତିହୋଇଗଲେ ୩ ଶିଶୁ, ଜଣେ ମୃତ

ଆର.ଉଦୟଗିରି,୨୭ା୨(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଳିଗଡ଼ ଗ୍ରାମପଞ୍ଚାୟତର ପାଟପାଣୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନଦୀ ବାଲିରେ ଖେଳୁଥିବା ସମୟରେ ପାଖରେ ଥିବା ବାଲିକୁଦ ଧସିପଡ଼ିବାରୁ ୩ଜଣ ଶିଶୁ ପୋତି ହୋଇଯାଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ…

ସ୍କୁଲ ବାରଣ୍ଡାରେ ଶିଶୁଙ୍କ ଭବିଷ୍ୟତ

ଆର.ଉଦୟଗିରି, ୨୭ା୨ (ଡି.ଏନ.ଏ.):ମୋହନା ବ୍ଲକ ଡେଙ୍ଗାସଖାଲ ହାଇସ୍କୁଲ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଠାରେ ପିଲାମାନେ ଭଲରେ ପଢ଼ି ପାରୁନଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ନାହିଁ। ପ୍ରଥମରୁ ୧୦ମ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ବସି ପାଠ ପଢ଼ିବାକୁ ଏଠାରେ ମାତ୍ର ୨ଟି…

ପ୍ରେମିକାର ଅଶ୍ଳୀଳ ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ପାରଳାଖେମୁଣ୍ଡି,୨୩ା୨(ଡି.ଏନ୍‌.ଏ): ପ୍ରେମିକାର ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ପ୍ରେମିକ ଜଣକ ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗଜପତି ଜିଲା କେ.ଝାଲରସିଂ ଅଞ୍ଚଳର। ମିଳିଥିବା ସୂଚନା ମୁତାବକ, ନୂଆଗଡ଼ ଅଞ୍ଚଳର ଜନୈକ ଯୁବତୀଙ୍କ ସହିତ କେ.ଝାଲରସିଂ ଅଞ୍ଚଳର ଯୁବକଙ୍କ ସହ…

ବଞ୍ଚି ଥାଉ ଥାଉ ନିଜ ପାଇଁ ସମାଧି ତିଆରି କରି ଚର୍ଚ୍ଚାରେ ଲକ୍ଷ୍ମଣ

ପାରଳାଖେମୁଣ୍ଡି,୨୩।୨(ଡି.ଏନ.ଏ.): ବଞ୍ଚି ବଞ୍ଚି ଥାଉ ଥାଉ ନିଜ ପାଇଁ ଏବଂ ନିଜ ସ୍ତ୍ରୀ ପାଇଁ ସମାଧି ତିଆରି କରି ଏବେ ଚର୍ଚ୍ଚାରେ ଲକ୍ଷ୍ମଣ ଭୂୟାଁ। ଏଭଳି ଘଟଣା ଗଜପତି ଜିଲା ନୂଆଗଡ ବ୍ଲକ ସୌରି ଗାଁରେ ଦେଖିବାକୁ ମିଳିଛି। ଲକ୍ଷ୍ମଣ ଭୂୟାଁଙ୍କ…

୭ ଦଫା ଦାବରେ ନବ ନିର୍ମାଣ କୃଷକ ସଂଘର ଆନ୍ଦୋଳନ

ପାରଳାଖେମୁଣ୍ଡି,୨୩।୨(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନବ ନିର୍ମାଣ କୃଷକ ସଂଘ ଗୁରୁବାର ଆନ୍ଦୋଳନକୁ ଓହ୍ଲାଇଛି। ୭ ଦଫାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଦାବି ମଧ୍ୟରେ ଜିଲାରେ କପା ମଣ୍ଡି ଖୋଲାଯିବା ସହ ମିଲେଟ ମିଶନରେ ହୋଉଥିବା ଦୁର୍ନୀତିର ତଦନ୍ତ…

ଦିଅରଙ୍କ ପଥର ମାଡରେ ଚାଲିଗଲା ଭାଉଜଙ୍କ ଜୀବନ

ଗଜପତି,୨୨।୨(ଡି.ଏନ.ଏ.): ଗଜପତି ଜିଲା ଆର. ଉଦୟଗିରି ଥାନା ବଙ୍ଗଳା ସାହିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ଭାଉଜଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି ଦିଅର। ମୃତକ ହେଲେ ବଙ୍ଗଳା ସାହିର ମାମାଲି ପାଇକ। ସୁଚନା ଅନୁଯାୟୀ, ବଙ୍ଗଳା ସାହିରେ ରହୁଥିବା ସୁଶାନ୍ତ…

ବିଡିଓଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି:୨୧।୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପଖଣ୍ଡ ଯାଜପୁର ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମୋହନା ବିଡିଓଙ୍କ ସରକାରୀ ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଟି.ପ୍ରଭାକର ରାଓ। ତାଙ୍କର ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri