ଗଜପତି

ଭାଗ୍ୟକୁ ଆଦରି ଜୀବନ ବିତାଉଛନ୍ତି ଅଲିନ

ପାରଳାଖେମୁଣ୍ଡି,୧୫ା୧୦ (ଗିରିଧାରୀ ପରିଛା):ରାଜ୍ୟ ସରକାର ଗରିବ ଅସହାୟମାନଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନର ଆନ୍ତରିକତା ଅଭାବ ହେତୁ କେତେକ ଗରିବ ଲୋକେ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏମିତି ଜଣେ ଅସହାୟ ବ୍ୟକ୍ତି ହେଉଛନ୍ତି ଗଜପତି ଜିଲା ନୂଆଗଡ଼…

ପାଠପଢ଼ା ବୟସରେ ମୂଲ ଲାଗୁଛନ୍ତି ସବିନା

ମୋହନା,୧୫ା୧୦(ମନ୍ମଥ ମିଶ୍ର)ଦେଶ ତଥା ରାଜ୍ୟ ଅନ୍ତର୍ଜାତୀୟ କନ୍ୟାସନ୍ତାନ ଦିବସ ପାଳନ କରୁଥିବା ବେଳେ ଏବେ ବି ଦୁର୍ଗମ ଅଞ୍ଚଳରେ ଅନେକ କିଶୋରୀ ନାବାଳିକାମାନେ ସରକାରଙ୍କ ଦୃଷ୍ଟି ଆଢ଼ୁଆଳରେ ରହିଛନ୍ତି। ଯେଉଁମାନେ ଶିକ୍ଷା, ସ୍ବାସ୍ଥ୍ୟ ତଥା ସାମାଜିକ ସୁରକ୍ଷା ଭଳି ମୌଳିକ ଅଧିକାରରୁ…

ପାହାଡ଼ ଚଢ଼ି ଚିଠି ବାଣ୍ଟୁଛନ୍ତି ପୋଷ୍ଟ ମାଷ୍ଟର

ମୋହନା,୧୩ା୧୦(ମନ୍ମଥ ମିଶ୍ର): ଡାକ ସେବା ବ୍ରିଟିଶ ଅମଳରୁ ଆରମ୍ଭ ହୋଇଥିବା ବେଳେ ବହୁ ପୁରାତନ କାଳରୁ ଲୋକଙ୍କୁ ଏହି ସେବା ଯୋଗାଇ ଆସୁଛି। ଜନସାଧାରଣଙ୍କୁ ସଞ୍ଚୟ ଖାତା, ପୁନଃ ସଂଘଟିତ ଜମା ଖାତା, ମାସିକ ଆୟ ଖାତା, ସୁକନ୍ୟା ସମୃଦ୍ଧି ଯୋଜନା…

ପୋଖରୀରେ ବୁଡ଼ି ଚାଲିଗଲା ଛାତ୍ରୀଙ୍କ ଜୀବନ

ରାୟଗଡ଼,୮।୧୦ା(ଜ୍ୟୋତି ପ୍ରସାଦ ପାଣି): ଗଜପତି ଜିଲା ରାୟଗଡ଼ ବ୍ଲକ ଅଧୀନ ଗଣ୍ଡାହାତୀ ପଞ୍ଚାୟତ ଅନ୍ତର୍ଗତ ତାମତରା ଗ୍ରାମର ଏକ ପୋଖରୀରେ ବୁଡ଼ି ଜଣେ ନାବାଳିକା ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ସୁଙ୍କୁ ମଣ୍ଡଳଙ୍କ ଝିଅ ସୁଜାତା ମଣ୍ଡଳ(୯)।…

ଘାଟିରେ ଓଲଟିଲା ବସ୍‌

ମୋହନା,୨ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ କୁଡିକିମା ଗାଁ ନିକଟସ୍ଥ ଇନ୍ଦ୍ରପୁର ଘାଟିରେ ସୋମବାର ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି। ତେବେ ୭ଜଣ ଅବସ୍ଥା ଗୁରୁତର ରହିଛି। ସମସ୍ତ…

ରାସ୍ତା ତଳକୁ ଖସିଲା ବସ୍‌

ଗଜପତି,୩୦।୯: ଗଜପତି ଜିଲା ମୋହନା ଥାନା ହିକିରିକୁପା ଗାଁ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ରାସ୍ତା ତଳକୁ ଖସିପଡ଼ିଛି। ଏଥିରେ ୩୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା ତଳକୁ ଖସି ପଡ଼ିଥିଲା।…

ଯୁକ୍ତ୩ରେ ନାମ ଲେଖାଇବାକୁ ଅର୍ଥ ସାଜିଛି ବାଧକ

ମୋହନା,୩୦ା୯(ମନ୍ମଥ ମିଶ୍ର): ପାଠପଢି ଶିକ୍ଷୟତ୍ରୀ ହେବାର ବହୁତ୍ ସ୍ବପ୍ନ ଦେଖୁଛନ୍ତି ଦିବ୍ୟାଙ୍ଗ ସଜନୀ। ହେଲେ ଅର୍ଥାଭାବରୁ ପାଠରେ ଏବେ ଡୋରି ଲାଗିଯିବା ସହ ସବୁ ସ୍ବପ୍ନ ଅଧୁରା ରହିଯାଇଛି। ସରକାର ଯଦି ସହାୟତା ଯୋଗାଇ ଦିଅନ୍ତେ ତେବେ ସଜନୀ ଆଗକୁ ପାଠ…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ପାରଳାଖେମୁଣ୍ଡି,୨୮ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଆର.ଉଦୟଗିରି ଥାନା ଅଧୀନ ବାଦପୁର ଗ୍ରାମରେ ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଜିଲା ଦୌରାଜଜ୍‌ ପ୍ରଣବ କୁମାର ରାଉତରାୟ। ଅଭିଯୁକ୍ତ ସ୍ବାମୀ ହେଲେ ସୁବାସ ଚନ୍ଦ୍ର ନାୟକ। ୨୦୧୯ ଏପ୍ରେଲ…

ଗୁଣି ଗାରେଡି ସନ୍ଦେହରେ ଡବଲ ମର୍ଡର

ପାରଳାଖେମୁଣ୍ଡି, ୨୬।୯(ଗିରିଧାରୀ ପରିଛା): ଗଜପତି ଜିଲରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ଘୋଡ଼ାପଙ୍କା ଗାଁରେ ଗୁଣି ଗାରେଡି ସନ୍ଦେହରେ ସ୍ବାମୀ ଓ ସ୍ତ୍ରୀ ଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ମୃତକମାନେ ହେଲେ ଘୋ…

କାମରେ ଲାଗୁନି ଜଳଯୋଗାଣ ପ୍ରକଳ୍ପ

ପାରଳାଖେମୁଣ୍ଡି,୨୫ା୯ (ଗିରିଧାରୀ ପରିଛା):ସବୁ ଲୋକଙ୍କୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲକ୍ଷ୍ୟରେ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଅନେକ ସ୍ଥାନରେ ଏହି ପାନୀୟ ଜଳ ପ୍ରକଳ୍ପ କାମରେ ଆସୁନାହିଁ। କେଉଁଠି ପାଇପ ପୁରୁଣା ହୋଇଯାଇଛି…

ଲୁହାଗୁଡି ଛକ ହୋଟେଲ ରାଜପୁତରେ ଭୟାବହ ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି,୨୪।୯(ଗିରିଧାରୀ ପରିଛା): ଗଜପତି ଜ଼ିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଛକ ସ୍ଥିତ ରାଜ ପୁତ୍‌ ଲାଇନ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି । ରବିବାର ଦିନ ସକାଳୁ ସକାଳୁ ଖାଦ୍ୟ ପ୍ରସ୍ତୁତି ବେଳେ ହୋଟେଲର ରୋଷେଇ ଘରେ ହଠାତ ଅଗ୍ନିକାଣ୍ଡ ଘଟିଥିଲା।…

ଭୁଶୁଡିଲା ହଷ୍ଟେଲ କାନ୍ଥ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ୨ଦିନ ଧରି ଗଜପତି ଜିଲାରେ ବର୍ଷା ଲାଗିରହିଛି । ଲଗାଣ ବର୍ଷାର ପ୍ରଭାବରେ ଜିଲାର ରାୟଗଡ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ଆପଗ୍ରେଡ୍‌ ଆବାସିକ ହାଇସ୍କୁଲର ହୋଷ୍ଟେଲ କାନ୍ଥ ବୁଧବାର ଭୋରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri